ନୂଆଦିଲ୍ଲୀ,୧୧ା୫(ପି.ଟି.): ସୁପ୍ରିମକୋର୍ଟ ଶୁକ୍ରବାର ଅନ୍ତରୀଣ ଜାମିନ ପ୍ରଦାନ କରିବାର କିଛି ଘଣ୍ଟା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ତିହାର ଜେଲରୁ ମୁକୁଳିଛନ୍ତି। ସେ ଭଗବାନ ହନୁମାନଙ୍କୁ ଧନ୍ୟବାଦ…
ଅଟାଓ୍ବା, ୧୧।୫: ଭାରତ କାନାଡ଼ାର ବିଭିନ୍ନ ଗୁପ୍ତଚର କାର୍ଯ୍ୟକଳାପରେ ସାମିଲ ଥିବା ନେଇ କାନାଡ଼ାର ଗୋଇନ୍ଦା ଏଜେନ୍ସି ‘କାନାଡ଼ିଆନ ସୁରକ୍ଷା ଗୁପ୍ତଚର ସେବା(ସିଏସ୍ଆଇଏସ୍)’ ଦାବି କରିଛି। ଏନେଇ ସିଏସ୍ଆଇଏସ୍…
ଭୁବନେଶ୍ୱର,୧୧।୫: ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ମତଦାନ ମେ’ ୧୩ ଅନୁଷ୍ଠିତ ହେବ। ତେବେ ମତଦାନ ପାଇଁ ଆଜି ପ୍ରଚାର ସରିବ । ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର ଓ…
ଭୁବନେଶ୍ୱର,୧୧।୫: ବଡ଼ଚଣା ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଶୁକ୍ରବାର ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବର୍ଷା ଦାଖଲ କରିଥିବା ସତ୍ୟପାଠ ଏବେ…
ଭୁବନେଶ୍ୱର, ୧୧।୫ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚଳିତ ମାସ ୧୨ରୁ ୧୫ ପର୍ଯ୍ୟନ୍ତ ହେବାକୁଥିବା ୨୭ତମ ଜାତୀୟ ଫେଡେରେଶନ କପ୍ ସିନିୟର ଆଥ୍ଲେଟିକ୍ସ ପ୍ରତିଯୋଗିତାରେ ଓଡ଼ିଶାର…
ଭୁବନେଶ୍ୱର, ୧୧।୫(ଅନିଲ ଦାସ): ସାମାଜିକ ଗଣମାଧ୍ୟମ ଇନ୍ଷ୍ଟାଗ୍ରାମ୍ରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଦଳର ନିର୍ବାଚନ ଇସ୍ତାହାର ସମ୍ପର୍କରେ ଯୁବପିଢ଼ିଙ୍କୁ ସୂଚନା ଦେଇ ଭୋଟ ଭିକ୍ଷା…
ସମ୍ବଲପୁର,୧୧ା୫(ପ୍ରମୋଦ ବହିଦାର): ଆଗାମୀ ୧୨ ବର୍ଷ ମଧ୍ୟରେ ଓଡ଼ିଶାକୁ ସମଗ୍ର ଦେଶରେ ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାକୁ…
ସମ୍ବଲପୁର,୧୧।୫ (ଭବାନୀଶଙ୍କର ଭୋଇ): ପବିତ୍ର ଅକ୍ଷୟତୃତୀୟା ଅବସରରେ ସମ୍ବଲପୁରର ଗଣପର୍ବ ଶୀତଳଷଷ୍ଠୀ ଯାତ୍ରାର ଥାଳ ଉଠାପର୍ବ ସମ୍ପନ୍ନ ହୋଇଛି। ତେବେ ଥାଳଉଠା ପର୍ବ ଅବସରରେ ସମ୍ବଲପୁରର ରାଜନୈତିକ…
ସୁନ୍ଦରଗଡ, ରାଜଗାଙ୍ଗପୁର, ରାଉରକେଲା୧୧ା୫(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ପାଣି/ ଦିନେଶ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦିବାସୀଙ୍କୁ ଭଲ ପାଆନ୍ତି। ରାଜ୍ୟର ସବୁ ବର୍ଗର ଲୋକଙ୍କ ବିକାଶ…
ରଣପୁର,୧୧ା୫(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…