Home Left

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ ଉର୍ଦ୍ଧ୍ୱ…

2 years ago

ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କଲେ ଭକ୍ତ ଦାସ

କେସିଙ୍ଗା,୬।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ୯ ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭକ୍ତ ଚରଣ ଦାସ ଜନସମ୍ପର୍କ ପଦଯାତ୍ରା କରିବା ସହ ନିର୍ବାଚନୀ ପ୍ରଚାରକୁ…

2 years ago

ଚାଇନାରେ ପୁଣିଥରେ ବଢୁଛି କି ମହାମାରୀ? ହସ୍ପିଟାଲରେ ଆଇସିୟୁ ବେଡ ବଢାଇବାକୁ ସୁପାରିସ

ବେଜିଂ,୬।୫: ନିକଟରେ ଚାଇନାରେ କରୋନା ମହାମାରୀ ଯୋଗୁ ସାରା ଦେଶ ବିପର୍ଯ୍ୟସ୍ତ ହୋଇପଡିଥିଲା। ଦେଶରେ ଏହି ମହାମାରୀ ଯୋଗୁଁ ହଜାର ହଜାର ଲୋକ ପ୍ରାଣ ହରାଇଥିଲେ। ଏଥି…

2 years ago

ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ମନ୍ଦିର ଫେରିଲେ ମା’ଠାକୁରାଣୀ

ଦାରିଙ୍ଗବାଡ଼ି,୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚାଲିଥିବା ମା’ଠାକୁରାଣୀଙ୍କ ଯାତ୍ରାର ପୂର୍ଣ୍ଣାହୁତି ହୋଇଯାଇଛି। ରବିବାର ମା’ଙ୍କ ଘଟ ପରିକ୍ରମାର ଶେଷ ଦିବସ ରହିଥିବା ବେଳେ ମା’ଙ୍କୁ ବିରାଟ…

2 years ago

ସୁନା, ରୂପା ନୁହେଁ ଚୋରି ହେଲା ୭୦ ୟୁନିଟ ପ୍ଲାଜମା

ଜୟପୁର,୬।୫: ରାଜଧାନୀ ଜୟପୁରରେ ଅବସ୍ଥିତ ଜେ.କେ ଲନ ହସ୍ପିଟାଲରୁ ୭୦ ୟୁନିଟ ପ୍ଲାଜମା ଚୋରି ହୋଇଛି। ପ୍ଲାଜମା ଚୋରି ଘଟଣା ସାମ୍ନାକୁ ଆସିବା ମାତ୍ରେ ଡାକ୍ତରଖାନା ପ୍ରଶାସନରେ…

2 years ago

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ ସ୍ବତନ୍ତ୍ର…

2 years ago

ସବୁଠାରୁ ଗରିବ ପ୍ରାର୍ଥୀ, ପାଖରେ ଅଛି ଏତିକି ଟଙ୍କା, ଏଡିଆର ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ରହିଛି…

2 years ago

ପୁଞ୍ଚ ଆକ୍ରମଣରେ ସାମିଲ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ଜାରି

ଶ୍ରୀନଗର,୬।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଦୁଇ ଆତଙ୍କବାଦୀଙ୍କ ଉପରେ ୨୦ ଲକ୍ଷ ଟଙ୍କା…

2 years ago

ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଭୁବନେଶ୍ୱର,୬।୫: କାଳବୈଶାଖୀ ପବନ ଯୋଗୁ ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର। ଯାହା ପରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରକୁ ଝାରସୁଗୁଡ଼ା ନିଆଯାଇଛି। ସେଠାରେ ସୁରକ୍ଷିତ ଭାବେ…

2 years ago

ଆଦୌ ପାଠ ପଢିନାହାନ୍ତି ୪ ପ୍ରାର୍ଥୀ, ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ରହିଛି…

2 years ago