Home Left

ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଏଣ୍ଟ୍ରି ମାରିଲେ ରିଷଭ ପନ୍ତ: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

କୋଲକାତା,୩୦।୪: କେକେଆର ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ୨୭ ରନର ଏକ ଇନିଂସ ଖେଳିଥିଲେ। ଏହି ଇନିଂସ ପାଇଁ ସେ ବର୍ତ୍ତମାନ…

2 years ago

ପ୍ରିୟଙ୍କା ରାୟବରେଲିରୁ, ରାହୁଲ ଆମେଠିରୁ ଲଢିବେ ନାହିଁ ନିର୍ବାଚନ, ରହିଛି ଏହି କାରଣ

ନୂଆଦିଲ୍ଲୀ,୩୦।୪: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବଂ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଆମେଠୀ ଏବଂ ରାୟବରେଲି ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ।…

2 years ago

କୋଲକାତାର ଏକପାଖିଆ ବିଜୟ ପରେ ପଏଣ୍ଟ ଟେବୁଲରେ ହେଲା ପରିବର୍ତ୍ତନ: କିଏ କେଉଁ ସ୍ଥାନରେ ରହିଛି ଜାଣନ୍ତୁ

କୋଲକାତା,୩୦।୪: ଆଇପିଏଲ ୨୦୨୪ର ୪୭ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ମ୍ୟାଚରେ କୋଲକାତା ୭ ଉଇକେଟରେ ଜିତିଛି।…

2 years ago

ପ୍ରତ୍ୟେକ ଦିନ ଆମର ନୁହେଁ…କାହିଁକି ଏମିତି କହିଲେ ପନ୍ତ

କୋଲକାତା,୩୦।୪: ଆଇପିଏଲ ୨୦୨୪ରେ ଦିଲ୍ଲୀ କ୍ୟାପିଟାଲ୍ସ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଷଷ୍ଠ ପରାଜୟର ସମ୍ମୁଖୀନ ହୋଇଛି। ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ଟୁର୍ଣ୍ଣାମେଣ୍ଟର ୪୭ତମ ମ୍ୟାଚରେ କୋଲକାତା…

2 years ago

ସାଥୀ କ୍ରିକେଟର୍‌ଙ୍କ ଭଉଣୀଙ୍କୁ ମନ ଦେଇ ବସିଥିଲେ ହିଟ୍‌ମ୍ୟାନ୍‌

ଭାରତୀୟ କ୍ରିକେଟ ଦଳର ‘ହିଟ୍‌ମ୍ୟାନ୍‌’ ରୋହିତ ଶର୍ମା ଆଜି ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ମୁମ୍ବାଇର ଏହି ବିସ୍ଫୋରକ ବ୍ୟାଟମ୍ୟାନ୍‌ ଅନେକ ରେକର୍ଡ ହାସଲ କରିଚନ୍ତି। ବିଶ୍ୱର…

2 years ago

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ ବୈଠକ…

2 years ago

ସର୍ଫିଙ୍ଗ ପର୍ଯ୍ୟଟନ ମାନଚିତ୍ରରେ କୋଣାର୍କ

କୋଣାର୍କ,୩୦।୪(ଜ୍ୟୋତିରାଜ ମହାନ୍ତି):ସମୁଦ୍ରର ନୀଳ ଢ଼େଉରେ ଦୁଃସାହସିକ ଜଳକ୍ରୀଡ଼ା ସର୍ଫିଙ୍ଗ ପାଇଁ ଖାଲି ବିଦେଶ ନୁହେଁ, ଭାରତର ଯୁବବର୍ଗଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗରେ ଅବସ୍ଥିତ ରେଞ୍ଜର୍ସ…

2 years ago

କେକେଆର ବୋଲର ପ୍ରଭାବୀ

କୋଲକାତା,୩୦ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ବୋଲର ପ୍ରଭାବୀ ବୋଲିଂ କରିଛନ୍ତି। ବରୁନ ଚକ୍ରବର୍ତ୍ତୀଙ୍କ ୩/୧୬ ବୋଲିଂ…

2 years ago

ଓଡ଼ିଶାରୁ ମାୟାନଗରୀ ଲମ୍ବିଛି ରାହୁଲଙ୍କ ନିଶା କାରବାର

ଭୁବନେଶ୍ୱର,୩୦।୪(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱରସ୍ଥିତ ଝାରପଡା ଜେଲ ପରିସରରୁ ଧରାପଡିଥିବା ଗଞ୍ଜେଇ ର଼୍ୟାକେଟର ମୁଖ୍ୟ ବାରିପଦାର ରାହୁଲ ସେଠୀଙ୍କ ତିନିଦିନିଆ ରିମାଣ୍ଡ ଶେଷ ହୋଇଛି। ସୋମବାର ତାଙ୍କୁ ପୁଣି ଥରେ…

2 years ago

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ମନେପକାଇ…

2 years ago