ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍ ଅଭିଷେକ ଶର୍ମାଙ୍କ ଆଇପିଏଲ୍ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି। ବିଶେଷ…
ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ ଦେଇ…
ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଉପ-ଆଡମିରାଲ ଦୀନେଶ ତ୍ରିପାଠୀଙ୍କୁ ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେ ଏପ୍ରିଲ ୩୦ରେ ତାଙ୍କର ନୂତନ ପଦ ଗ୍ରହଣ କରିବେ।…
ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯ ରନରେ…
ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ୧.୪୪…
ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ ମଧ୍ୟ…
ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ ଟଙ୍କା…
ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ ୩…
ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜ (ଆଇଟିଆର୍)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍’ କ୍ଷେପଣାସ୍ତ୍ର…
ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର କରିବା…