ରଓ୍ବୋ,୧୪ା୪: ମଧ୍ୟପ୍ରଦେଶର ରଓ୍ବୋ ଜିଲାରେ ୨ ଦିନ ପୂର୍ବରୁ ଏକ ବୋର୍ଓ୍ବେଲ୍ରେ ଖସିପଡ଼ିଥିବା ୬ ବର୍ଷର ଶିଶୁ ରବିବାର ପ୍ରାଣ ହରାଇଛନ୍ତି। ଉତ୍ତରପ୍ରଦେଶ ସୀମାରେ ଥିବା ମନିକା…
ମାଲେ,୧୪ା୪:ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ ଦାବି କ୍ରମେ ସେଠାରେ ଥିବା ଭାରତୀୟ ସୈନ୍ୟଙ୍କର ଦ୍ୱିତୀୟ ବ୍ୟାଚ୍ ରବିବାର ଉକ୍ତ ଦ୍ୱୀପଦେଶ ଛାଡ଼ିଛନ୍ତି। ମାଳଦ୍ୱୀପ ଜନସାଧାରଣଙ୍କ ସେବାରେ ନିୟୋଜନ…
ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା କରିଛି।…
କେନ୍ଦୁଝର,୧୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ସମସ୍ତ ବିଧାନସଭା ମଣ୍ଡଳୀର ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଅସଂରକ୍ଷିତ ଘସିପୁରା ନିର୍ବାଚନ ମଣ୍ଡଳୀରେ ସୁବ୍ରତ ଚକ୍ରଙ୍କୁ ପ୍ରାର୍ଥୀ କରିଛି, ଫଳରେ…
ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ କଲ୍ୟାଣ…
ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ)-କଂଗ୍ରେସ ରବିବାର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ବରଗଡ଼ ଜିଲା ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ଅଭିଷେକ ସେଠଙ୍କୁ…
ନୂଆଦିଲ୍ଲୀ,୧୪।୪: ବିମାନ ଏବଂ ସିନେମା ହଲ ଭଳି ବର୍ତ୍ତମାନ ଯାତ୍ରୀମାନଙ୍କୁ ଟ୍ରେନରେ ନିଜ ମନ ପସନ୍ଦର ସିଟ ଦେବା ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ରେଲଓ୍ବେ ପ୍ରସ୍ତୁତ ହେଉଛି।…
ଭୁବନେଶ୍ୱର,୧୪।୪(ଅନୁରାଧା ମହାରଣା)- ରାଜ୍ୟ ମଧ୍ୟକୁ ଉତ୍ତର ତଥା ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ ଦିଗରୁ ଶୁଷ୍କ ପବନର ପ୍ରବାହ ଧୀରେ ଧୀରେ ବୃଦ୍ଧି ପାଉଥିବାରୁ ଦିନ ତାପମାତ୍ରାରେ ଧୀରେ…
ନୂଆଦିଲ୍ଲୀ,୧୪।୪: କୋଲକାତା ନାଇଟ ରାଇଡର୍ସ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ୮ ୱିକେଟରେ ପରାସ୍ତ କରିଛି। ଏହିପରି, ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ କୋଲକାତା ନାଇଟ ରାଇଡର୍ସ ଚଳିତ ଋତୁର…
କେନ୍ଦୁଝର,୧୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ବିଜୁ ଜନତା ଦଳ ତରଫରୁ ତେଲକୋଇ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ମାଧବ ସର୍ଦ୍ଦାର ଓ ଏମ୍ପି ପ୍ରାର୍ଥୀ…