Home Left

କୁଚିଣ୍ଡାରେ ଗୁରୁ-ଶିଷ୍ୟ ଲଢ଼େଇ

ସମ୍ବଲପୁର,୨୪।୩ (ଭବାନୀ ଶଙ୍କର ଭୋଇ): ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ହୋଇଆସୁଥିବାରୁ କାହାର ଟିକେଟ କଟିବ ଓ କେଉଁଠି କାହାକୁ ଟିକେଟ ମିଳିବ, ସେ ନେଇ ଆଶାୟୀମାନେ ଚିନ୍ତାରେ…

2 years ago

ଇଲେକ୍ଟୋରାଲ ବଣ୍ଡ୍‌ର ଏସ୍‌ଆଇଟି ତଦନ୍ତ ଦାବି

ନୂଆଦିଲ୍ଲୀ,୨୪।୩(ପି.ଟି.): ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଇଲେକ୍ଟୋରାଲ ବଣ୍ଡ୍‌ ପ୍ରସଙ୍ଗର ତଦନ୍ତ କରୁ ବୋଲି କଂଗ୍ରେସ ଦାବି କରିଛି। ଏହି ତ୍ରୁଟିପୂର୍ଣ୍ଣ ଯୋଜନା ପ୍ରିପେଡ୍‌…

2 years ago

ଡରାଇଲାଣି ତାତି, ୩ ଦିନରେ ୪୦ ଡିଗ୍ରୀ ଛୁଇଁବ ପାରଦ

ଭୁବନେଶ୍ୱର,୨୪।୩(ଅନିଲ ଦାସ): କାଳବୈଶାଖୀ ବର୍ଷା ପରେ ସାରା ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗତ ୨୦ ତାରିଖରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୧ରୁ ୨୬ ଡିଗ୍ରୀ ସେଲସିୟସ…

2 years ago

ହୀରାକୁଦରେ ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ଆକ୍ରାନ୍ତ ମୃତ

ସମ୍ବଲପୁର,୨୪ା୩ (ପ୍ରମୋଦ ବହିଦାର): ସମ୍ବଲପୁରର ଶିଳ୍ପନଗରୀ ହୀରାକୁଦରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୩ ଦିନ ମଧ୍ୟରେ ଶତାଧିକ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ରୋଗୀଙ୍କୁ ବୁର୍ଲା ଭିମ୍‌ସାରକୁ ସ୍ଥାନାନ୍ତର…

2 years ago

ବ୍ରାଉନସୁଗାର ର଼୍ୟାକେଟରେ ଶିକ୍ଷିତା ଯୁବତୀ, ପୁଡ଼ିଆ କରି ବିକୁଥିଲେ

ଭୁବନେଶ୍ୱର,୨୪।୩ (ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ଘର ଭଡା ନେଇ ଚଳାଇଥିଲେ ବ୍ରାଉନସୁଗାର ବେପାର। ଏଥିରେ ସାମିଲ ଥିଲେ ଶିକ୍ଷିତା ଯୁବତୀ। ମାଷ୍ଟରମାଇଣ୍ଡ ବ୍ରାଉନସୁଗାର ପହଞ୍ଚାଇବା ପରେ…

2 years ago

ବିଏସ୍‌ଇଟି ସୋସାଇଟି ସଭାପତି ପଦ ଛାଡ଼ିଲେ ପ୍ରୟାସକାନ୍ତି

ଭଦ୍ରକ,୨୪।୩(ସନାତନ ରାଉତ): ଦୀର୍ଘଦିନ ଧରି ବିବାଦରେ ଥିବା ଭଦ୍ରକ ବରପଦା ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ଟେକ୍ନୋଲୋଜି (ବିଏସ୍‌ଇଟି) ସୋସାଇଟି ସଭାପତି ପଦରୁ ପ୍ରୟାସକାନ୍ତି ସାମଲ ଶନିବାର ସନ୍ଧ୍ୟାରେ…

2 years ago

ପ୍ରିୟଙ୍କାଙ୍କ କମ୍‌ବ୍ୟାକ୍‌

ମୁମ୍ବାଇ: ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ବର୍ତ୍ତମାନ ଭାରତରେ ଅଛନ୍ତି। ଏହି ସମୟରେ ସେ ନୂଆ ଚଳଚ୍ଚିତ୍ରକୁ ନେଇ ବି’ଟାଉନ ଆସିଥିବା ଚର୍ଚ୍ଚା ହେଉଛି। ପ୍ରିୟଙ୍କା ଚଳଚ୍ଚିତ୍ର…

2 years ago

ରସେଲ୍‌ଙ୍କ ଅଲରାଉଣ୍ଡ ପ୍ରଦର୍ଶନ, କେକେଆରର ସଂଘର୍ଷପୂର୍ଣ୍ଣ ବିଜୟ

କୋଲକାତା,୨୩ା୩: ସନରାଇଜର୍ସ ହାଇଦ୍ରାବାଦକୁ ସଂଘର୍ଷପୂର୍ଣ୍ଣ ୪ ରନ୍‌ରେ ପରାସ୍ତ କରି ଅଭିଯାନ ଆରମ୍ଭ କରିଛି କୋଲକାତା ନାଇଟ ରାଇଡର୍ସ(କେକେଆର୍‌)। ପ୍ରଥମେ ବ୍ୟାଟିଂ କରି କେକେଆର ୭ ଉଇକେଟରେ…

2 years ago

ଆଳୁଚପ୍‌ରୁ ବାହାରିଲା ଲୁହା କଣ୍ଟା, ଭାଇରାଲ ହେଉଛି ଫଟୋ

ଦାରିଙ୍ଗବାଡ଼ି,୨୩ା୩(ଅରୁଣ ସାହୁ): ଆଳୁଚପ୍‌ରୁ ଲୁହା କଣ୍ଟା ବାହାରିବା କଥା ଶୁଣିଲେ ମନରେ ଭୟ ଜାତ ହେଉଛି। ମାତ୍ର ଏହା ସତ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିର…

2 years ago

ସ୍ବର୍ଗତ ପିତାଙ୍କ ଋଣ ଶୁଝିବାକୁ ଅନାଥ ପୁଅଙ୍କୁ ସମନ, ହସ୍ତକ୍ଷେପ କରିବାକୁ ରାଷ୍ଟ୍ରପତିଙ୍କୁ ନିବେଦନ

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ମା’ବାପା ଛେଉଣ୍ଡ ଦୁଇ ନାବାଳଙ୍କ ନାମରେ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ବରଗଡ଼ ଶାଖା ପକ୍ଷରୁ ପିତାଙ୍କ ନାମରେ ଥିବା ଋଣ ଶୁଝିବାକୁ ସମନ ଜାରି କରାଯାଇଛି।…

2 years ago