ନୂଆଦିଲ୍ଲୀ,୩୧।୧: ହାଇଦ୍ରାବାଦରେ ଖେଳାଯାଇଥିବା ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆକୁ ୨୮ ରନ୍ରେ ପରାସ୍ତ କରିବା ପରେ ଇଂଲଣ୍ଡ କ୍ରିକେଟ ଦଳ ଦ୍ୱିତୀୟ ଟେଷ୍ଟ ପ୍ରସ୍ତୁତିରେ…
ଯୋଡ଼ା,୩।୧।୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ମଙ୍ଗଳା ମନ୍ଦିରରେ ମଙ୍ଗଳବାର ଏକ ରୋଚକ ଘଟଣା ଦେଖିବାକୁ ମିଳିଥିଲା। ସକାଳ ୮ଟାରେ ପୂଜକ ରଜନୀକାନ୍ତ ଦାସ ଆଳତି ପରେ…
ରାଉରକେଲା,୩୧।୧(ସଙ୍ଗୀତା ଜେନା): ରାଉରକେଲା-କୋଲକାତା ବିମାନ ସେବା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଅପରାହ୍ନ ୨ଟାରେ କୋଲକାତାରୁ ଉକ୍ତ ବିମାନ ଆସି ରାଉରକେଲାରେ ଅବତରଣ କରିଥିଲା। ଏଥିରେ ୩୩ଜଣ ଯାତ୍ରୀ…
କଟକ,୩।୧।୧(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବି ମେଡିକାଲ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗରେ ପ୍ରଥମଥର ପାଇଁ ହେମୋଫିଲିଆ ରୋଗର ଅସ୍ତ୍ରୋପଚାର ସଫଳ ହୋଇଛି। ଫଳରେ ରୋଗୀ ଜଣଙ୍କ ସୁସ୍ଥ ହେବାରୁ ମଙ୍ଗଳବାର…
ଭୁବନେଶ୍ୱର, ୩୧।୧(ଅସମାପିକା ସାହୁ): ନକଲି ଶିକ୍ଷକଙ୍କ ତଥ୍ୟ ଦେଇନାହାନ୍ତି ୧୧ ଜିଲା ଶିକ୍ଷାଧିକାରୀ। ଏହାକୁ ନେଇ ଗଣଶିକ୍ଷା ବିଭାଗ ଉଦ୍ବେଗ ପ୍ରକାଶ କରିବା ସହ ତୁରନ୍ତ ତଥ୍ୟ…
ଭୁବନେଶ୍ୱର, ୩୧।୧(ସୁନିତ୍ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନକୁ ଆଉ କମ୍ ସମୟ ଥିବାବେଳେ କଂଗ୍ରେସ ରାଜ୍ୟରେ ନିଜର ସାଙ୍ଗଠନିକ ନିଯୁକ୍ତିରେ ବ୍ୟାପକ ପରିବର୍ତ୍ତନ ଆରମ୍ଭ କରିଦେଇଛି। ରାଜ୍ୟରେ…
ଭୁବନେଶ୍ୱର, ୩୧।୧(ସୁନିତ୍ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କ୍ରମେ ରେଳ ମନ୍ତ୍ରଣାଳୟ ‘ଗୋରଖପୁର ହଟିଆ -ଗୋରଖପୁର ମୌର୍ଯ୍ୟ ଏକ୍ସପ୍ରେସ’ ଚଳାଚଳକୁ ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରିଛି।…
ବ୍ରହ୍ମପୁର,୩୧।୧(ତନୁଶ୍ରୀ ନାହାକ)/ଭୁବନେଶ୍ୱର(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଗଞ୍ଜାମ ଜିଲା ଗସ୍ତକରି ଜିଲାର କଲେଜ…
ଅଗରତାଲା,୩୧ା୧(ପି.ଟି.): ଭାରତୀୟ କ୍ରିକେଟର ମୟଙ୍କ ଅଗ୍ରଓ୍ବାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ବର୍ତ୍ତମାନ ଭାରତୀୟ ଦଳରୁ ବାହାରେ ରହିଥିବା ମୟଙ୍କ କର୍ନାଟକ ରଣଜୀ ଟ୍ରଫି ଦଳର ଅଧିନାୟକ ରହିଛନ୍ତି।…
ଇମ୍ଫାଲ,୩୧।୧: ମଣିପୁରରେ ପୁଣି ହିଂସା ଦେଖାଦେଇଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଭାଜପାର ପୂର୍ବତନ ଯୁବ ସଭାପତିଙ୍କ ସମେତ ପାଞ୍ଚ ଜଣ ଆହତ ହୋଇଥିବା ଜଣାପଡିଛି।…