Home Left

ଆଜିଠୁ ଶ୍ରୀଜଗନ୍ନାଥ ବସ୍‌ରେ ପୁରୀ ଆସିବେ ଶ୍ରଦ୍ଧାଳୁ

ପୁରୀ,୨୯ା୧(ଅଜିତ୍‌ ମହାନ୍ତି): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଥିଲେ। ଏହାପରେ ଏହି ମହତ୍ତ୍ୱାକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର…

2 years ago

ପୁଣି ବଢ଼ିଲା ବିଏସ୍‌କେୱାଇ ନବୀନ କାର୍ଡ ଆବେଦନ ଅବଧି

ଭୁବନେଶ୍ୱର, ୨୯।୧(ଅସମାପିକା ସାହୁ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ନବୀନ କାର୍ଡ ପାଇଁ ଆବେଦନ ଅବଧିକୁ ପୁଣି ବୃଦ୍ଧି କରାଯାଇଛି। ଗ୍ରାମାଞ୍ଚଳର ପ୍ରତ୍ୟେକ ଯୋଗ୍ୟବ୍ୟକ୍ତି ଯେପରି…

2 years ago

ଟିକସ ଖିଲାପ କରୁଛନ୍ତି ବଡ଼ବଡ଼ିଆ

ଭୁବନେଶ୍ୱର,୨୯।୧ (ବନ୍ଦନା ସେଠୀ): ଗତବର୍ଷ ଅପେକ୍ଷା ଚଳିତ ଆର୍ଥତ୍କ ବର୍ଷରେ ଅଧିକ ରାଜସ୍ବ ଆଦାୟ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଲକ୍ଷ୍ୟ ରଖିଛି। କେବଳ ହୋଲ୍ଡିଂ…

2 years ago

ସିନରଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ

ମେଲବୋର୍ନ, ୨୯ା୧ (ଏପି): ଜାନିକ ସିନର ଅଷ୍ଟ୍ରେଲିଆନ ଓପନ ଟେନିସ ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଏହା ହେଉଛି ତାଙ୍କ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ। ଇଟାଲୀର ପ୍ରଥମ…

2 years ago

ସର୍ବଭାରତୀୟ ଲାଲମନି କ୍ରିକେଟ୍‌: ଏମ୍‌ଏମ୍‌ସିସି ଚାମ୍ପିୟନ

ସୋନପୁର,୨୯।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଗାନ୍ଧୀ ପଡିଆରେ ଜିଲା କ୍ରିକେଟ୍‌ ସଂଘ ଆନୁକୂଲ୍ୟରେ ଚାଲିଥିବା ୩୫ତମ ସର୍ବଭାରତୀୟ ଲାଲମନି କ୍ରିକେଟ୍‌ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌…

2 years ago

କଳିଙ୍ଗ ସୁପର୍‌ କପ୍‌: ଇଷ୍ଟ ବେଙ୍ଗଲ ଚାମ୍ପିୟନ୍‌

ଭୁବନେଶ୍ୱର, ୨୯।୧, (ସରୋଜ ଜେନା): ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଉଦ୍‌ଯାପିତ ହୋଇଯାଇଛି କଳିଙ୍ଗ ସୁପର କପ୍‌ ଫୁଟବଲ ଟୁର୍ନାମେଣ୍ଟ। ନିର୍ଦ୍ଧାରିତ ସମୟରେ ମ୍ୟାଚ ୨-୨ରେ ରହିବା ଫଳରେ…

2 years ago

ଭାଷା ସମ୍ମିଳନୀରେ ଯୋଡ଼ିହେବେ ୧୩ଲକ୍ଷ ପ୍ରବାସୀ

ଭୁବନେଶ୍ୱର,୨୯।୧(ଶର୍ମିଷ୍ଠା ପାଣିଗ୍ରାହୀ): ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ସହିତ ଯୋଡି ହେବାକୁ ଓଡିଶା ସମେତ ବିଦେଶରେ ରହୁଥିବା ପ୍ରବାସୀ ଓଡ଼ିଆ ମଧ୍ୟ ଉତ୍ସାହିତ ଅଛନ୍ତି। ଏଭଳି…

2 years ago

ମିଳନ ପୂର୍ବରୁ ସାର୍କ ପାଇଁ କାଳ ସାଜିଛି ବେଆଇନ ଟ୍ରଲର,ବୋଟ୍‌

ମହାକାଳପଡ଼ା,୨୯୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ପ୍ରକୃତିର ଅନବଦ୍ୟ ସୃଷ୍ଟି ଓ ସାମୁଦ୍ରିକ ଜୀବଜନ୍ତୁମାନଙ୍କ ପାଇଁ ଭୃସ୍ବର୍ଗ। ବିସ୍ତୀର୍ଣ୍ଣ ଲୁଣା ହେନ୍ତାଳ ଜଙ୍ଗଲ, ଗଭୀର ସମୁଦ୍ରର…

2 years ago

ନୀତୀଶ ୬ମାସରେ ପୁଣି ମାରିବେ ଲମ୍ଫ! ଛାଡିବେ ଭାଜପାର ହାତ…, ପ୍ରଶାନ୍ତ କିଶୋରଙ୍କ ଭବିଷ୍ୟବାଣୀ

ପାଟନା,୨୯।୧: ନିର୍ବାଚନ ରଣନୀତିଜ୍ଞ ତଥା ଜନ ସୁରାଜ ଆନ୍ଦୋଳନର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ନୀତୀଶ କୁମାରଙ୍କୁ ନବମଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ହେବା ନେଇ ଏକ ବଡ…

2 years ago

ପାସେଞ୍ଜର ଟ୍ରେନରୁ ଦ୍ରୁତଗାମୀ ଭଡ଼ା ଅସୁଲ

ଯାଜପୁର,୨୯ା୧(ହର୍ଷବର୍ଦ୍ଧନ ବେହେରା): କରୋନା ଲକ୍‌ଡାଉନ୍‌ ସମୟରେ ଅର୍ଥାତ୍‌ ୨୦୨୧ ଏପ୍ରିଲରୁ ଓଡ଼ିଶାର ସମସ୍ତ ଯାତ୍ରୀବାହୀ ଓ ମେମୁ ପାସେଞ୍ଜର ଟ୍ରେନକୁ ସ୍ପେଶାଲ/ଦ୍ରୁତଗାମୀ କରାଯାଇଛି। ଆଜି ପର୍ଯ୍ୟନ୍ତ ସାଧାରଣ…

2 years ago