ଭୁବନେଶ୍ୱର,୫।୩: ଆଜିଠୁ ହରିଦାସପୁର- ପାରାଦ୍ୱୀପ ରେଲୱେ ଟ୍ରାକରେ ଗଡିବ ପାସେଞ୍ଜର ଟ୍ରେନ। ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହାସହ ପ୍ରାରମ୍ଭିକ ଅବସ୍ଥାରେ…
ମୁମ୍ବାଇ,୫।୩: ମୁମ୍ବାଇର ନାଭା ଶେଭା ବନ୍ଦରରେ ପାକିସ୍ତାନ ଅଭିମୁଖେ ଯାଉଥିବା ଏକ ଜାହାଜକୁ ଭାରତୀୟ ସୁରକ୍ଷା ଏଜେନ୍ସି ଅଟକ ରଖିଛି। ଏହି ଜାହାଜ ଚାଇନାରୁ ପାକିସ୍ତାନ ଯାଉଥିଲା।…
ଭୁବନେଶ୍ୱର,୫।୩: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅସୀମ ବୀରତ୍ୱର ପ୍ରତୀକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଆଜି ରାଜ୍ୟରେ ଏହି ଦିନକୁ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରଯାଉଛି।…
ନୂଆଦିଲ୍ଲୀ,୫।୩: ରଣଜୀ ଟ୍ରଫିରେ ମୁମ୍ବାଇ ଖେଳାଳି ତନୁଶ କୋଟିଆନଙ୍କ ଯାଦୁ ଦେଖିବାକୁ ମିଳିଥିଲା। ବ୍ୟାଟିଂ ବ୍ୟତୀତ ଏହି ଯୁବ ଅଲରାଉଣ୍ଡର ବୋଲିଂରେ ଶକ୍ତି ପ୍ରଦର୍ଶନ କରିଥିଲେ। ତନୁଷ…
ଚେନ୍ନାଇ,୫।୨: ମହେନ୍ଦ୍ର ସିଂ ଧୋନୀ ଚେନ୍ନାଇ ସୁପର କିଙ୍ଗ୍ସକୁ ତାଙ୍କ ଅଧିନାୟକତ୍ୱରେ ଆଇପିଏଲ ୨୦୨୩ ଟାଇଟଲ ଜିତିଥିଲେ। ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ମୋଟ ୫ଟି ଆଇପିଏଲ ଟାଇଟଲ…
ସିଡନୀ,୫।୨: ଅଷ୍ଟ୍ରେଲିଆ କ୍ରିକେଟ ଦଳ ପାକିସ୍ତାନ ଗସ୍ତ କରିବ। ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଅଲରାଉଣ୍ଡର କ୍ୟାମେରନ ଗ୍ରୀନ ପାକିସ୍ତାନ ବିପକ୍ଷରେ ସୀମିତ ଓଭର ସିରିଜରେ ଖେଳିବେ ନାହିଁ। ଯଦିଓ…
ନୂଆଦିଲ୍ଲୀ,୫।୩: ବିଶ୍ୱର ମହାନ ବ୍ୟାଟ୍ସମ୍ୟାନମାନଙ୍କ ମଧ୍ୟରେ ସଚିନ ତେନ୍ଦୁଲକରଙ୍କୁ ଗଣାଯାଏ। ସେ ୧୯୮୯ ରୁ ୨୦୧୩ ମଧ୍ୟରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ। ଏହି ସମୟ…
ଜଗତ୍ସିଂହପୁର, ୫ା୩(ପ୍ରମୋଦ କୁମାର ନାୟକ):ବାଲିକୁଦା-ଏରସମା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ୨୦୦୯, ୨୦୧୪ ଓ ୨୦୧୯ରେ ବିଜୟଲାଭ କରିଥିଲେ। ଭାଜପା ଆସନ୍ତା ନିର୍ବାଚନରେ ଏଠାରେ ଉତ୍ତମ ପ୍ରଦର୍ଶନ…
ଭୁବନେଶ୍ୱର,୫।୩(ସୁନିତ୍ ମିଶ୍ର):ଓଡ଼ିଶାର ଚୂଡ଼ାନ୍ତ ଭୋଟର ତାଲିକା ଗତ ଜାନୁଆରୀ ୫ ତାରିଖରେ ପ୍ରକାଶ ପାଇବା ପରେ ଏହାର ପରଦିନଠାରୁ ଭୋଟର ତାଲିକାରେ ନିରନ୍ତର ଅଦ୍ୟତନ କାର୍ଯ୍ୟ ଚାଲୁଛି।…
ଭୁବନେଶ୍ୱର,୫ା୩(ଅନିଲ ଦାସ):ରାଜ୍ୟ ସରକାର ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି…