Home Left

ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ

କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ ବାଲି…

3 years ago

ଜହର ପାଲଟିଛି ଜିଲାର ୭ ନଦୀ, ନାଳର ଜଳ

କେନ୍ଦ୍ରାପଡ଼ା, ୬।୫ (ଜଗନ୍ନାଥ ଧଳ); ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍‌ସିଂହପୁର, କଟକ,…

3 years ago

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ନୂଆଦିଲ୍ଲୀ,୬।୫: ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ତଥା ଟି-୨୦ ବିଶ୍ୱକପ ୨୦୨୪ ଭାରତୀୟ ଦଳର ଉପ-ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଆଇପିଏଲ ୨୦୨୪ ଆରମ୍ଭରୁ ସମାଲୋଚନାର ସମ୍ମୁଖୀନ ହେଉଛନ୍ତି। କିନ୍ତୁ…

3 years ago

ଯାଜପୁର ରୋଡ୍‌ରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯାଜପୁରରୋଡ଼,୬।୫(ପବିତ୍ର ରଞ୍ଜନ ମହାନ୍ତି): କ୍ରମବର୍ଦ୍ଧିଷ୍ଣୁ ଯାଜପୁରରୋଡ଼ ସହରର ଅଭିବୃଦ୍ଧି ଦିନକୁ ଦିନ ଘଟୁଛି। ଏଥିଯୋଗୁ ସହରର ଟ୍ରାଫିକ ବ୍ୟବସ୍ଥା ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। ଏହି…

3 years ago

କର୍‌କରେଙ୍କ ହତ୍ୟାକାରୀ ଆର୍‌ଏସ୍‌ଏସ୍‌ ସହ ଜଡ଼ିତ: କଂଗ୍ରେସ ନେତାଙ୍କ ଦାବିକୁ ନେଇ ବିବାଦ

ମୁମ୍ବାଇ,୬ା୫:୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ବେଳେ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌)ର ତତ୍କାଳୀନ ମୁଖ୍ୟ ହେମନ୍ତ କର୍‌କରେଙ୍କୁ ଆତଙ୍କବାଦୀ ଅଜମଲ କସବ ହତ୍ୟା କରି ନ ଥିଲେ,…

3 years ago

୪୫ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ରାଜ୍ୟରେ ଗତ ଏପ୍ରିଲ ୧୫ରୁ ୨୧ଦିନ ଧରି ଲଗାତର ଭାବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରବିବାର ବଲାଙ୍ଗୀର, ନୟାଗଡ଼, ନୂଆପଡ଼ା, ଗଞ୍ଜାମ, ମୟୂରଭଞ୍ଜ,…

3 years ago

ନିର୍ବାଚନୀ ବଣ୍ଡ୍‌ ସ୍କାମ୍‌ ଦେଶର ସବୁଠାରୁ ବଡ଼ ଦୁର୍ନୀତି : ପ୍ରଶାନ୍ତ ଭୂଷଣ

ଭୁବନେଶ୍ୱର,୬।୫(ଅସମାପିକା ସାହୁ):ଓଡ଼ିଶା ସୂଚନା ଅଧିକାର ଅଭିଯାନ(ଓସା) ପକ୍ଷରୁ ରବିବାର ଭାରତୀୟ ବିଦ୍ୟାଭବନଠାରେ ‘ସମ୍ବିଧାନ ପ୍ରଦତ୍ତ ସୂଚନା ଅଧିକାର ଓ ନିର୍ବାଚନୀ ବଣ୍ଡ୍‌’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।…

3 years ago

ଉଚ୍ଚତର ଶିକ୍ଷା,ଗବେଷଣାକୁ ୟୁଜିସିର ପ୍ରାଧାନ୍ୟ

ଭୁବନେଶ୍ୱର,୬।୫: ରାଜ୍ୟରେ ଉଚ୍ଚତର ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଉତ୍କର୍ଷ ହାସଲ ଲାଗି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପ୍ରାଧାନ୍ୟ ଦେଉଛି, ଏଥିପାଇଁ ପର୍ଯ୍ୟାପ୍ତ ଆର୍ଥିକ ଅନୁଦାନ…

3 years ago

ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ କିଏ: ଜୟଶଙ୍କର କହିଲେ ଏମିତି କଥା…

ସମ୍ବଲପୁର, ୬ା୫(ଭବାନୀ ଶଙ୍କର ଭୋଇ):ଭାଷା ସାହିତ୍ୟ, ସଂସ୍କୃତି, ଇତିହାସ ସହ ଓଡ଼ିଆ ଅସ୍ମିତାକୁ ନେଇ ଓଡ଼ିଶାର ପରିଚୟ। ପ୍ରାକୃତିକ ସମ୍ବଳରେ ଭରା ଏକ ସମୃଦ୍ଧ ରାଜ୍ୟରେ ଜଣେ…

3 years ago

ଆଇଡିବିଆଇର ୪ର୍ଥ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୬।୫: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥିକ ବର୍ଷର…

3 years ago