Home Left

ବିମାନବନ୍ଦରରୁୁ ପୁଣି ୮କୋଟିର ମାରିଜୁଆନା ଜବତ

ଭୁବନେଶ୍ୱର,୪।୧(ତ୍ରିନାଥ ମହାନ୍ତି): ଭୁବନେଶ୍ୱର ବିମାନବନ୍ଦରରୁ ପୁଣି ବିଦେଶୀ ଗଞ୍ଜେଇ (ମାରିଜୁଆନା) ଜବତ କରାଯାଇଛି। ଜବତ ମାରିଜୁଆନାର ମୂଲ୍ୟ ୮କୋଟି ହେବ ବୋଲି ଅନୁମାନ କରାଯାଉଛି। ଜଣେ ଯାତ୍ରୀଙ୍କ…

3 months ago

ସରକାରୀ ପ୍ରତିଷ୍ଠାନରେ ଭିଡିଓ, ଫଟୋ, ରିଲ୍ସକରି ଛାଡ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୪।୧(ସୁନିତ୍‌ ମିଶ୍ର): ସାମାଜିକ ଗଣମାଧ୍ୟମରେ ଲୋକସେବା ଭବନ, ରାଜୀବ ଭବନ ଏବଂ ଖାରବେଳ ଭବନରେ ରିଲ୍ସ, ଭିଡିଓ ଉତ୍ତୋଳନ ଉପରେ ସରକାର କଟକଣା ଲଗାଇଛନ୍ତି। ଏନେଇ…

3 months ago

ଫୁଟବଲ ମ୍ୟାଚ୍‌ ବେଳେ ଦୁଇ ଦଳ ମଧ୍ୟରେ ମୁହାଁମୁହିଁ

ବ୍ରହ୍ମପୁର,୩।୧: ବ୍ରହ୍ମପୁର ସ୍ଥିତ ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଫୁଟବଲ ମ୍ୟାଚ୍‌ ବେଳେ ଦୁଇ ଦଳ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି…

3 months ago

ଘରୁ ଔଷଧ ଆଣିବାକୁ ବୁଲେଟ୍‌ରେ ବାହାରିଥିଲେ ୨ ଭାଇ, ବୁଲାଣିରେ କାର ସହ ମୁହାଁମୁହିଁ ଧକ୍କା ପରେ ହୁତୁହୁତୁ ହୋଇ..

ଜି.ଉଦୟଗିରି,୩।୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଓ ଟିକାବାଲି ଥାନା ଅନ୍ତର୍ଗତ ଡୁଙ୍ଗି ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ବୁଲେଟ ଓ…

3 months ago

ତୈମୂର କ୍ଷେପଣାସ୍ତ୍ର ପରୀକ୍ଷାକଲା ପାକିସ୍ତାନ: ଜାଣନ୍ତୁ ଏହାର ଲକ୍ଷ୍ୟଭେଦ କ୍ଷମତା…

ଇସ୍‌ଲାମାବାଦ,୩ା୧: ପାକିସ୍ତାନ ବାୟୁସେନା ଶନିବାର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ତୈମୂର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରିଛି। ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୬୦୦ କିଲୋମିଟର ରହିଛି। ଏହି…

3 months ago

୧୨୭ ବର୍ଷ ପରେ ଭାରତ ଫେରିଲା ପିପରହଓ୍ବା ବୁଦ୍ଧ ରତ୍ନ

ନୂଆଦିଲ୍ଲୀ,୩ା୧: ଭଗବାନ ବୁଦ୍ଧ ପ୍ରଦାନ କରିଥିବା ଜ୍ଞାନ ଓ ଦେଖାଇଯାଇଥିବା ମାର୍ଗ ସମସ୍ତ ମାନବଜାତିର ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି। ବୁଦ୍ଧଙ୍କ ପବିତ୍ର ଅବଶେଷ…

3 months ago

ଚାଳକଙ୍କୁ ଦୁର୍ବ୍ୟବହାର କରି ବସ୍‌ ଭଙ୍ଗାରୁଜା

ଦିଗପହଣ୍ଡି,୩।୧(ଅଶେଷ ନାଥ ମିଶ୍ର): ରାଜ୍ୟ ପରିବହନ ନିଗମର ଏକ ସରକାରୀ ଯାତ୍ରୀବାହୀ ବସ୍‌କୁ ଅଟକାଇ ଚାଳକଙ୍କୁ ଦୁର୍ବ୍ୟବହାର ସହ ଭଙ୍ଗାରୁଜା କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଚାଳକ…

3 months ago

ହୋଟେଲ ରୁମ୍‌ରେ ଚାଲିଥିଲା ଜୁଆଖେଳ: ଚଢ଼ାଉ କଲା ପୋଲିସ, ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ; ୯ ଅଟକ…

ସମ୍ବଲପୁର,୩ା୧(ପ୍ରମୋଦ ବହିଦାର): ସମ୍ବଲପୁର ଭିଏସ୍‌ଏସ୍‌ ମାର୍ଗସ୍ଥିତ ହୋଟେଲ ଉପହାର ପ୍ୟାଲେସରେ ଜୁଆଖେଳ ଚାଲିଥିବା ବେଳେ ପୋଲିସ ଚଢାଉ କରି ୯ ଜଣଙ୍କୁ ଅଟକ ରଖିଛି। ସେମାନଙ୍କ ନିକଟରୁ…

3 months ago

ଦାରିଙ୍ଗବାଡ଼ିରେ ବଢୁଛି ଫେରିବାଲାଙ୍କ ଉପଦ୍ରବ: ଦିନରେ ବେପାର, ସନ୍ଧ୍ୟାରେ ଲୁଟ୍‌ ପାଇଁ ଯୋଜନା…

ଦାରିଙ୍ଗବାଡି,୩।୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ବୁଲୁଛନ୍ତି ମାଳ ମାଳ ବୁଲା ବିକାଳୀ। ସେମାନଙ୍କ ଗତିବିଧି ଉପରେ ପୋଲିସର ନଜର ପଡୁ ନ ଥିବା…

3 months ago

ଭଲିବଲ ଟୁର୍ନାମେଣ୍ଟ: ଫାଇନାଲରେ ପହଞ୍ଚିଲା ଗୁମ୍ମା ଟିମ୍‌

ଦିଗପହଣ୍ଡି, ୩।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡ଼ିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟର ୬ଷ୍ଠ ଦିବସ ଶନିବାର ଦ୍ୱିତୀୟ ସେମି…

3 months ago