Home Left

୧୦୦ ବିଲିୟନ କ୍ଲବ୍‌ର ପ୍ରଥମ ମହିଳା

ନୂଆଦିଲ୍ଲୀ,୩୦ା୧୨: ଏଲ୍‌’ଓରିଅଲ ବିଉଟି ଏମ୍ପାୟାରର ଉତ୍ତରାଧିକାରୀ ଫ୍ରାନ୍‌କୋଇସ୍‌ ବେଟେନ୍‌କୋର୍ଟ ମେୟେର୍ସ ବିଶ୍ୱର ପ୍ରଥମ ମହିଳା, ଯାହାଙ୍କ ସମ୍ପତ୍ତି ୧୦୦ ବିଲିୟନ ଡଲାରରୁ ଅଧିକ। ବ୍ଲୁମ୍‌ବର୍ଗ ବିଲିଅନେୟାର୍ସ ସୂଚକାଙ୍କ…

3 years ago

ଝାଡ଼ଖଣ୍ଡର ଦଳିତ, ଆଦିବାସୀଙ୍କ ପାଇଁ ପେନ୍‌ସନ୍‌ ଘୋଷଣା

ରାଞ୍ଚତ୍,୩୦ା୧୨(ପି.ଟି.): ଝାଡ଼ଖଣ୍ଡର ଆଦିବାସୀ ଏବଂ ଦଳିତମାନେ ୫୦ ବର୍ଷ ବୟସରେ ପହଞ୍ଚତ୍ଲେ ପେନ୍‌ସନ୍‌ ସୁବିଧା ପାଇବାକୁ ଯୋଗ୍ୟ ବିବେଚିତ ହେବେ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଶୁକ୍ରବାର ସେମାନଙ୍କ ପାଇଁ…

3 years ago

ଗୁଜରାଟ, ଚେନ୍ନାଇ ବିଜୟୀ

ଭୁବନେଶ୍ୱର, ୩୦।୧୨ (ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଅଲ୍ଟିମେଟ ଖୋ ଖୋ ସିଜନ-୨ର  ଅନୁଷ୍ଠିତ ୨ଟି ମ୍ୟାଚରେ ଗୁଜରାଟ ଜାଏଣ୍ଟ୍ସ ଓ…

3 years ago

ସୋନିଆ ଯୋଗଦେବା ନେଇ ଠିକ୍‌ ସମୟରେ ନିଷ୍ପତ୍ତି ନେବ କଂଗ୍ରେସ

ନୂଆଦିଲ୍ଲୀ,୩୦ା୧୨: ଅଯୋଧ୍ୟା ରାମମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବ ଜାନୁୟାରୀ ୨୨ରେ ଅନୁଷ୍ଠିତ ହେବାକୁ ଥିବାବେଳେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ…

3 years ago

ନୌସେନା କମାଣ୍ଡର ହେଲେ ଚାଇନା ପ୍ରତିରକ୍ଷା ମନ୍ତ୍ରୀ

ବେଜିଂ,୩୦।୧୨(ପି.ଟି.): ଚାଇନାର ନୌସେନା କମାଣ୍ଡର ଜେନେରାଲ ଡଙ୍ଗ୍‌ ଜୁନ୍‌ଙ୍କୁ ଶୁକ୍ରବାର ଦେଶର ନୂଆ ପ୍ରତିରକ୍ଷା ମନ୍ତ୍ରୀ ନିଯୁକ୍ତ କରାଯାଇଛି। ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଜେନେରାଲ ଲି ଶାଙ୍ଗ୍‌ଫୁ କୌଣସି…

3 years ago

ମହାରାଷ୍ଟ୍ରକୁ ସ୍ବର୍ଣ୍ଣ, ଓଡ଼ିଶା ଚତୁର୍ଥ

ଭୁବନେଶ୍ୱର, ୩୦ା୧୨ (ବିଜୟ ରଣା): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମସ୍ଥିତ ଜିମ୍ନାଷ୍ଟିକ୍ସ ସେଣ୍ଟରରେ ଚାଲିଥିବା ଜାତୀୟ ଜୁନିୟର ଜିମ୍ନାଷ୍ଟିକ୍ସ ଚାମ୍ପିୟନଶିପ୍‌ର ଶୁକ୍ରବାର ଥିଲା ଦ୍ୱିତୀୟ ଦିବସ। ମହିଳା ଦଳଗତ…

3 years ago

ନଦୀ ଉପରେ ଲ୍ୟାଣ୍ଡ କଲା ବିମାନ, ଥିଲେ ୩୦ଯାତ୍ରୀ ୪କ୍ରୁ ମେମ୍ବର, ଫଟୋ ଦେଖିଲେ ଶିହରି ଉଠିବେ

ଅଧିକାଂଶ ସମୟେ ଟେକ୍ନିକାଲ କିମ୍ବା ପାଇଲଟଙ୍କ ଭୁଲ ଯୋଗୁ ଭୟାନକ ବିମାନ ଦୁର୍ଘଟଣା ଘଟିଥାଏ। କେଇଥର ପାଇଲଟ କୌଣସି ରେସିଡେଣ୍ଟେଟିଆଲ ଇଲାକା କିମ୍ବା କୌଣସି ସଡକରେ ଫ୍ଲାଇଟ…

3 years ago

୬ ଆଇପିଏସ୍‌ ଅଫିସରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର,୨୯ା୧୨(ଅନିଲଦାସ)-ରାଜ୍ୟ ସରକାର ଶୁକ୍ରବାର ୨୦୧୦ ବ୍ୟାଚ୍‌ର ୬ ଜଣ ଆଇପିଏସ୍‌ ଅଫିସରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ସେମାନେ ହେଲେ ଆଶିଷ କୁମାର ସିଂହ, ପାରୁଲ ଗୁପ୍ତା,…

3 years ago

ଆରଆଇ, ଏଆରଆଇ ସମେତ ବିଭିନ୍ନ ପଦବୀରେ ନିଯୁକ୍ତି ପାଇଁ ପ୍ରକାଶ କଲା ବିଜ୍ଞପ୍ତି, ଡିସେମ୍ବର ୩୦ରୁ ଆବେଦନ ଆରମ୍ଭ 

ଭୁବନେଶ୍ୱର,୨୯ା୧୨: ଓଡ଼ିଶା ସବ ଅର୍ଡିନେଟ ସିଲେକ୍ସନ କମିଶନ(ଓଏସଏସଏସସି) ପକ୍ଷରୁ ରେଭିନିଉ ଇନ୍ସପେକ୍ଟର(ଆରଆଇ), ଏଆରଆଇ, ଆଇସିଡିଏସ, ଅମିନ ଏବଂ ଷ୍ଟାଟିଷ୍ଟିକାଲ ଫିଲଡ ସର୍ଭେୟର ପଦବୀରେ ନିଯୁକ୍ତି ପାଇଁ ପ୍ରକାଶ…

3 years ago

ଖଣ୍ଡଗିରିରୁ ଅପହରଣ ହୋଇଥିବା କ୍ୟାବ ଡ୍ରାଇଭର ଆରୁହା ଜଙ୍ଗଲରୁ ଉଦ୍ଧାର

ଯାଜପୁର,୨୯ା୧୨(ହର୍ଷବର୍ଦ୍ଧନ ବେହେରା): ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରୁ ଅପହରଣ ହୋଇଥିବା କ୍ୟାବ ଡ୍ରାଇଭର ପିଣ୍ଟୁ ସାହୁଙ୍କୁ ଶୁକ୍ରବାର ସନ୍ଧ୍ୟା ସମୟରେ ଯାଜପୁର ଜିଲା ଧର୍ମଶାଳା ଥାନା ଆରୁହା ଜଙ୍ଗଲରୁ…

3 years ago