Home Left

୨୦୧୧-୨୦ରେ ଭାରତ ଅଧିକ ଉତ୍ତପ୍ତ, ଆର୍ଦ୍ର

ଦୁବାଇ,୬ା୧୨(ପି.ଟି.):ଜଳବାୟୁ ପରିବର୍ତ୍ତନର ପ୍ରଭାବ ଯୋଗୁ ୨୦୧୧ରୁ ୨୦୨୦ ଦଶନ୍ଧିରେ ଭାରତ ଅଧିକ ଉତ୍ତପ୍ତ ଓ ଆର୍ଦ୍ର ରହିଥିଲା ବୋଲି ବିଶ୍ୱ ପାଣିପାଗ ସଂଗଠନ (ଡବ୍ଲ୍ୟୁଏମ୍‌ଓ)ର ନୂଆ ରିପୋର୍ଟରେ…

3 years ago

କୋଲକାତା ଯୁବକଙ୍କୁ ବାହାହେବାକୁ ପହଞ୍ଚତ୍ଲେ ପାକିସ୍ତାନୀ ଯୁବତୀ

ଚଣ୍ଡିଗଡ଼,୬ା୧୨:କୋଲକାତାର ଜଣେ ଯୁବକଙ୍କୁ ବିବାହ କରିବା ପାଇଁ ପାକିସ୍ତାନର ଜଣେ ଯୁବତୀ ଓ୍ବାଘା-ଅଟ୍ଟାରି ଅନ୍ତର୍ଜାତୀୟ ସୀମା ଅତିକ୍ରମ କରି ଭାରତରେ ପହଞ୍ଚତ୍ଛନ୍ତି। ଜାନୁୟାରୀରେ ସେମାନଙ୍କ ବିବାହ ହେବ।…

3 years ago

ଆଦିମ ଅଧିବାସୀ ଜୁଆଙ୍ଗଙ୍କ ଜୀବନଧାରା

ବଣପାହାଡ଼ ଘେରା କେନ୍ଦୁଝର ଜିଲାରେ ୪୬ ଜାତିର ଅଧିବାସୀଙ୍କୁ ଆଦିବାସୀ ତାଲିକା ଭୁକ୍ତ କରାଯାଇଛି। ସେଥିମଧ୍ୟରୁ ୧୬ ଆଦିମ ଅଧିବାସୀଙ୍କ ଜୀବନଶୈଳୀରେ ଆଜି ବି ସ୍ବତନ୍ତ୍ରତା ରହିଛି।…

3 years ago

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୬।୧୨(ସତ୍ୟଜିତ୍‌ ରାଉତ):ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ଭିଜିଲାନ୍ସ ପକ୍ଷରୁ ବହୁ ସମୟରେ ସେମାନଙ୍କ ବିରୋଧରେ…

3 years ago

ପ୍ରତ୍ୟୁଷାଙ୍କୁ ଏବେ ବିବାହ କରିପାରିବେନି ବିଜୟଶଙ୍କର

କଟକ,୬।୧୨(କାର୍ତ୍ତିକ ସାହୁ):ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ବିବାହ ପଞ୍ଜୀକରଣ ଆବେଦନକୁ ମଙ୍ଗଳବାର କଟକସ୍ଥିତ ବିବାହ ପଞ୍ଜୀକରଣ ଅଧିକାରୀ ଖାରଜ କରିଛନ୍ତି। ଆବେଦନପତ୍ରରେ ଭୁଲ୍‌ ତଥ୍ୟ ଦେଇଥିବାରୁ ସହପାଠିନୀ…

3 years ago

ସ୍କ୍ରାପିଂ କଲେ ଟିକସ, ଜରିମାନା ଛାଡ଼

ଭୁବନେଶ୍ୱର,୬।୧୨(ଅନିଲ ଦାସ):ପୁରୁଣା ଗାଡ଼ି ଉପରେ ଥିବା ସମସ୍ତ ବକେୟା ଟିକସ ଓ ଜରିମାନା ଛାଡ଼ କରାଯିବ। ଯେଉଁ ଗାଡ଼ି ମାଲିକମାନେ ନିଜ ଗାଡ଼ିକୁ ସ୍କ୍ରାପିଂ କରିବାକୁ ଇଚ୍ଛାପ୍ରକାଶ…

3 years ago

ବାତ୍ୟାରେ ଦୀର୍ଘ ୨୪ ଘଣ୍ଟା ଯାଏ ଫସି ରହିଲେ ଆମିର ଖାଁ; ପାଣି କି ବିଜୁଳି ମିଳିଲା ନାହିଁ…

ଚେନ୍ନାଇ: ବାତ୍ୟା ‘ମିଗ୍‌ଜୋମ୍‌’ରେ ଫସି ରହିଥିଲେ ବଲିଉଡ୍‌ ଅଭିନେତା ଆମିର ଖାଁ। ଘଣ୍ଟାଏ କିମ୍ବା ଦୁଇ ଘଣ୍ଟା ନୁହେଁ ଦୀର୍ଘ ୨୪ ଘଣ୍ଟା ଯାଏ ଫସି ରହିଥିଲେ…

3 years ago

ବଦଳିଲେ ଆଉ ଜଣେ ଆଇଏଏସ୍‌ ଅଫିସର: ଥିରୁମାଳା ନାଏକ ହେଲେ ଅତିରିକ୍ତ ସିଇଓ

ଭୁବନେଶ୍ୱର, ୫।୧୨: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ଜଣେ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ନିର୍ବାଚନ ଦାୟିତ୍ୱ ଦେଇଛନ୍ତି । ୨୦୦୯ ବ୍ୟାଚ୍‌ ଆଇଏଏସ୍‌…

3 years ago

ପୋଢୁଆଁ ହେଲେ ବଡ଼ଠାକୁର

ପୁରୀ, ୫ା୧୨(ଅଜିତ ମହାନ୍ତି): ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ବା ପ୍ରଥମାଷ୍ଟମୀ ଅବସରରେ ଘରର ଜ୍ୟେଷ୍ଠଙ୍କୁ ପୋଢୁଆଁ କରାଯାଇ ବନ୍ଦାପନା କରାଯିବାର ପରମ୍ପରା ରହିଛି। ଏହି ପରିପ୍ରେକ୍ଷୀରେ…

3 years ago

ବାତ୍ୟା ଯାଗୁ ଫସିଗଲେ ୨୦୦ ଖେଳାଳି

ବିଜୟଓ୍ବାଡା,୫।୧୨: ମିଗଜୋମ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ଯୋଗୁ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରେ ୨୦୦ ଟେବୁଲ ଟେନିସ ଖେଳାଳି ଫସି ଯାଇଛନ୍ତି। ଏହି ଖେଳାଳୀମାନେ ସେଠାରେ ଆୟୋଜିତ…

3 years ago