Home Left

ପୂର୍ବରୁ ଥିଲା ଶତ୍ରୁତା, ବଚସା ପରେ ଯୁବକଙ୍କୁ ମଦ କାଚ ଭୁସି ହତ୍ୟା

ରାୟଗଡ଼ା,୨୭।୩(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ସହରର ରାମକୃଷ୍ଣ ନଗରରେ ଜଣେ ଯୁବକଙ୍କୁ ମଦ କାଚରେ ଭୁସି ହତ୍ୟା କରାଯାଇଛି। ମୃତ ଯୁବକ ହେଲେ କ୍ରିଷ୍ଣା କଣ୍ଡାଗରି (୩୦)। ତାଙ୍କ…

3 years ago

ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ’ ପୁଅ, ଆମେ ତାକୁ ଜିତାଇବା: ସୁର ରାଉତରାୟ

ଭୁବନେଶ୍ୱର,୨୭।୩: ବିଜେଡିରେ ସାମିଲ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ବୁଧବାର ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ…

3 years ago

ମୁନାୱାର ଫାରୁକିଙ୍କୁ ଅଟକ ରଖିଲା ପୋଲିସ

ମୁମ୍ବାଇ: ‘ବିଗ୍‌ ବସ’ ୧୭ ବିଜେତା ତଥା ଷ୍ଟାଣ୍ଡଅପ ହାସ୍ୟ ଅଭିନେତା ମୁନାୱାର ଫାରୁକି ପୁଣି ଥରେ ଅସୁବିଧାରେ ପଡ଼ିଛନ୍ତି । ବାସ୍ତବରେ ମୁନାୱାର ଫାରୁକିଙ୍କୁ ଏକ…

3 years ago

ମହିଳା ଏସିଆ କପ ୨୦୨୪ କାର୍ଯ୍ୟସୂଚୀ ପ୍ରକାଶ: ଏହି ଦିନ ହେବ ଭାରତ-ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ,୨୭।୩: ମହିଳା ଏସିଆ କପ ୨୦୨୪ ପାଇଁ କାର୍ଯ୍ୟସୂଚୀ ପ୍ରକାଶ କରିଛି ଏସିଆନ କ୍ରିକେଟ ପରିଷଦ । ଏହି ଟୁର୍ନାମେଣ୍ଟ ଶ୍ରୀଲଙ୍କାର ଡମ୍ବୁଲାରେ ଆୟୋଜିତ ହେବ ।…

3 years ago

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଯାତ୍ରୀବାହୀ ବସ୍‌

କୋରାପୁଟ,୨୭।୩(ଅମିତାଭ ବେହେରା): ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଖାମ୍ବେଶ୍ୱରୀ ନାମକ ଯାତ୍ରୀବାହୀ ବସ୍‌। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଗୁରୁତର…

3 years ago

ହୋଲିରେ ଅଘଟଣ: ପୋଖରୀରେ ବୁଡି ଜଣେ ବ୍ୟକ୍ତି ମୃତ

ଛତ୍ରପୁର, ୨୬।୩ (ଦିଲ୍ଲୀପ ସାମଲ) : ହୋଲି ଖେଳି ସାରି ଗାଧୋଇବାକୁ ଯାଉଥିବା ବେଳେ ଅଘଟଣ। ଚମାଖଣ୍ଡି ଥାନା ଅନ୍ତର୍ଗତ ମାଙ୍ଗୁଆରୀପେଟା ଗ୍ରାମରେ ଥିବା ଏକ ପୋଖରୀରେ…

3 years ago

୪ ଘଣ୍ଟା ପାଇଁ ଆଜି ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨୭।୩: ଆଜି ପୁରୀ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ। ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ…

3 years ago

ମଣ୍ଡିରୁ କଙ୍ଗନାଙ୍କ ବିପକ୍ଷରେ ଲୋକ ସଭା ନିର୍ବାଚନ ଲଢିବେ ୟାମି ଗୌତମ! କଂଗ୍ରେସ କଲା ସ୍ପଷ୍ଟ

ନୂଆଦିଲ୍ଲୀ,୨୭।୩: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ନିର୍ବାଚନମଣ୍ଡଳୀରୁ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଭାଜପା ପ୍ରାର୍ଥୀ କରିଛି। ତେବେ କଙ୍ଗନାଙ୍କ ବିପକ୍ଷରେ କଂଗ୍ରେସ ଅଭିନେତ୍ରୀ ୟାମି ଗୌତମଙ୍କୁ…

3 years ago

ପ୍ରଦୀପଙ୍କ ବିରୋଧରେ ମାନସଙ୍କୁ ପ୍ରାର୍ଥୀ କରିପାରେ ବିଜେଡି

ଭୁବନେଶ୍ୱର,୨୭।୩: ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ କସରତ ଆରମ୍ଭ ହୋଇଛି । ଦଳ ଛାଡି ଅନେକ ନେତା ଭାଜପାରେ ସାମିଲ ହେଉଛନ୍ତି। ଯାହାକୁ…

3 years ago

ସମ୍ବଲପୁରରେ ବୋମା ମାଡ଼ ପରେ ଉତ୍ତେଜନା

ସମ୍ବଲପୁର,୨୬।୩: ପୁଣି ଅସାନ୍ତ ହୋଇପଡିଛି ସମ୍ବଲପୁର। ମଙ୍ଗଳବାର ସନ୍ଧ୍ୟାରେ ପୀରବାବା ଛକ ନିକଟସ୍ଥ ରାସ୍ତା ପାର୍ଶ୍ୱରେ ଏକ ବୁଲେଟ(ବାଇକ୍‌) ଛିଡ଼ା ହୋଇଥିଲା। ସେତିକିବେଳେ କେତେକ ଦୁର୍ବୃତ୍ତ ବୁଲେଟ୍‌…

3 years ago