Home Left

ଅପହରଣ ପରେ ଯୁବକଙ୍କୁ ହତ୍ୟା

କୋଦଳା/କବିସୂର୍ଯ୍ୟନଗର,୮ା୧୦(ଅମିତ କୁମାର ପଟ୍ଟନାୟକ/କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କୋଦଳା ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଅପହରଣ ପରେ ହତ୍ୟା କରାଯାଇଛି। ତିନିଦିନ ପରେ ରବିବାର ସାତନଳ-ବେରୁଆଁବାଡି ନୁଦୁବୁଦି…

3 years ago

ଗ୍ରାହକ ସେବାକେନ୍ଦ୍ର ମୁଖ୍ୟ ଜେଲଗଲେ

କୋକସରା,୮।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଧୀନ ବଡ଼ପୋଡ଼ାଗୁଡ଼ା ଗ୍ରାମର ଆମପାଣି ଷ୍ଟେଟ ବ୍ୟାଙ୍କ ଦ୍ୱାରା ଅନୁବନ୍ଧିତ ଏକ ଗ୍ରାହକ ସେବାକେନ୍ଦ୍ରରୁ…

3 years ago

ଯୁବତୀଙ୍କୁ ଅସଦାଚରଣ, ହତ୍ୟା ଉଦ୍ୟମ: ଅଭିଯୁକ୍ତ ଗିରଫ

ବ୍ରହ୍ମପୁର,୮ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ଯୁବତୀଙ୍କୁ ଅସଦାଚରଣ ଏବଂ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ…

3 years ago

ଇଜିପ୍ଟରେ ୨ ଇସ୍ରାଏଲ ପର୍ଯ୍ୟଟକଙ୍କୁ ହତ୍ୟା

କାଇରୋ,୮ା୧୦: ଇଜିପ୍ଟର ଆଲେକ୍‌ଜାଣ୍ଡ୍ରିଆ ସହରରେ ଜଣେ ପୋଲିସ ଅଫିସର ରବିବାର ଇସ୍ରାଏଲରୁ ଆସିଥିବା ପର୍ଯ୍ୟଟକଙ୍କ ଉପରକୁ ଗୁଳି ଚଳାଇଥିଲେ। ଫଳରେ ୨ଜର ଇସ୍ରାଏଲୀ ଏବଂ ଜଣେ ଇଜିପ୍ଟ…

3 years ago

ହମାସ ଆକ୍ରମଣରେ ୧୦ ନେପାଳୀ ଛାତ୍ରଙ୍କ ମୃତ୍ୟୁ

ଜେରୁଜେଲମ,୮।୧୦: ପାଲେଷ୍ଟାଇନର ହମାସ ଏବଂ ଇସ୍ରାଏଲ ଯୁଦ୍ଧ ଗମ୍ଭୀର ହେବାରେ ଲାଗିଛି। ହମାସ ଆତଙ୍କବାଦୀ ଗୋଷ୍ଠୀ ଅଚାନକ ଇସ୍ରାଏଲ ଉପରେ ଭୟାନକ ଆକ୍ରମଣ କରିବା ପରେ ଯୁଦ୍ଧ…

3 years ago

ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତାଙ୍କ ପରଲୋକ

ବ୍ରିଟିଶ ଚଳଚ୍ଚିତ୍ର ନିର୍ମାତା ଟେରେନ୍ସ ଡେଭିସଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା। ଡିଷ୍ଟାନ୍ସ ଭଏସ୍‌, ଷ୍ଟିଲ୍‌ ଲାଇଭ୍ସ, ଦ ଡିପ୍‌ ବ୍ଲୁ ସି…

3 years ago

ଜଳିଗଲା ହାଇଓ୍ବା

ବଡବିଲ,୮।୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଲାଣି ଥାନା ଅଧୀନ ଡବ୍ଲୁହଟିଂ ନିକଟରେ ରବିବାର ଏକ ହାଇଓ୍ବାରେ ନିଆଁ ଲାଗି ଜଳିଯାଇଛି। ହାଇଓ୍ବା ମାଟକାମବେଡ଼ାସ୍ଥିତ ଆରିୟା ପ୍ଲାଣ୍ଟରୁ ପେଲେଟ…

3 years ago

ଏଲ୍‌ଏଏଚ୍‌ଡିସି ନିର୍ବାଚନରେ ବାଜିମାରିଲା କଂଗ୍ରେସ, ନ୍ୟାଶନାଲ୍‌ କନଫରେନ୍ସ

ଶ୍ରୀନଗର,୮।୧୦: ୨୦୧୯ରେ ଧାରା ୩୭୦ ହଟାଯିବା ପରେ ଜମ୍ମୁ କଶ୍ମୀରରେ ଅନୁଷ୍ଠିତ ପ୍ରଥମ ନିର୍ବାଚନରେ କଂଗ୍ରେସ ଏବଂ ନ୍ୟାଶନାଲ୍‌ କନଫରେନ୍ସ ମିଳିତ ମେଣ୍ଟ କାର୍‌ଗିଲରେ ଲଦାଖ ସ୍ବାୟତ୍ତ…

3 years ago

ଓଳଟି ପଡ଼ିଲା ବୋଲେରୋ: ଜଣେ ଶ୍ରମିକ ମୃତ, ୪ ଆହତ

ଲାଞ୍ଜିଗଡ଼,୮।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଛତ୍ରପୁର ପଞ୍ଚାୟତ ଭାଟଗୁଡ଼ା ଗାଁ ଶିବ ମନ୍ଦିର ନିକଟ ଏକ ବୁଲାଣିରେ ରବିବାର ଭାରସାମ୍ୟ ହରାଇ ଏକ…

3 years ago

ଇସ୍ରାଏଲ୍‌ରେ ଥିବା ଭାରତୀୟ ସୁରକ୍ଷିତ ଅଛନ୍ତି: ଭାରତୀୟ ଦୂତାବାସ

ଜେରୁଜେଲମ୍‌,୮ା୧୦: ହମାସ ବିଦ୍ରୋହୀ ଏବଂ ଇସ୍ରାଏଲୀ ସୈନ୍ୟଙ୍କ ମଧ୍ୟରେ ଯୁଦ୍ଧ ଚାଲିଥିବା ବେଳେ ସମ୍ପୃକ୍ତ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି। ତେବେ ସେଠାରେ ଥିବା ସମସ୍ତ ଭାରତୀୟ…

3 years ago