Home Left

ଫ୍ଲୋରିଡା ଯାଉଥିବା ବିମାନରେ ବୋମା ଥିବା ସୂଚନା, ଯାଞ୍ଚ ପରେ ମିଳିଲା ଆଡଲ୍ଟ ଡାଏପର

ପାନାମା ସିଟି,୧୪।୧୦: ପାନାମା ସିଟିର ଟୋକ୍ୟୁମେନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଶୁକ୍ରବାର ଫ୍ଲୋରିଡାର ଚମ୍ପା ଅଭିମୁଖେ ଯାଉଥିବା ଏକ କୋପା ଏୟାରଲାଇନ୍ସର ବିମାନକୁ ସନ୍ଦିଗ୍ଧ ବୋମା ପାଇଁ ଖେଜାଖୋଜି…

3 years ago

ଗାଜାରେ କାଳ ରାତ୍ରୀ…ହମାସ ଉପରେ ଆକ୍ରମଣ କଲା ଇସ୍ରାଏଲ, ୩୧୦୦ ଲୋଙ୍କ ମୃତ୍ୟୁ

ଜେରୁଜେଲମ,୧୪।୧୦: ଇସ୍ରାଏଲ ଓ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲରେ ୧୩୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଲାଣି ଯେଉଁଥିଲେ୨୪୭ ସେନା ସାମିଲ ଅଛନ୍ତି। ଅନ୍ୟପଟେ ଗାଜାରେ…

3 years ago

ତୁରନ୍ତ ଅପସାରଣ ରୋଗୀଙ୍କ ଜୀବନକୁ ବିପଦରେ ପକାଇବ: ଇସ୍ରାଏଲର ଚେତାବନୀ ଉପରେ କହିଲେ ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ

ଜେନେଭା,୧୪।୧୦: ଇସ୍ରାଏଲ ଉପରେ ହମାସର ଆତଙ୍କବାଦୀ ଆକ୍ରମଣ ପରେ ଇସ୍ରାଏଲ ଗାଜା ଷ୍ଟ୍ରିପ ଉପରେ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଇସ୍ରାଏଲ ସେନା ଉତ୍ତର ଗାଜାରେ ରହୁଥିବା…

3 years ago

ପ୍ରିୟଙ୍କାଙ୍କ ସହ ଚେନ୍ନାଇରେ ପହଞ୍ଚିଲେ ସୋନିଆ, ଡିଏମକେର ମହିଳା ଅଧିକାର ସମ୍ମିଳନୀରେ ହେବେ ସାମିଲ

ଚେନ୍ନାଇ,୧୪।୧୦: କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଏବଂ କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଚେନ୍ନାଇରେ ପହଞ୍ଚିଛନ୍ତି। ଏଠାରେ ସେ ଡିଏମକେ ମହିଳା ଅଧିକାର ସମ୍ମିଳନୀରେ…

3 years ago

ଭୁଶୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ପୀଠ ପାହାଚ

ନୀଳଗିରି,୧୪।୧୦(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ବଡ଼ ଅଘଟଣରୁ ବର୍ତ୍ତିଯାଇଛନ୍ତି ପର୍ଯ୍ୟଟକ। ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରକୁ ସଂଯୋଗ କରୁଥିବା ପାହାଚ ଭୁଶୁଡ଼ି ପଡିବାରୁ କିଛି…

3 years ago

ରାଧିକା ଚିମାଙ୍କୁ ବିଗ୍‌ ଇମ୍ପାକ୍ଟ ଆଓ୍ବାର୍ଡ

ଭୁବନେଶ୍ୱର, ୧୪।୧୦: ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ସାମାଜିକ ସଂସ୍ଥା ଆଇକେଜେ କେୟାର ଫାଉଣ୍ଡେଶନର ଅଧ୍ୟକ୍ଷା (ଚେୟାରପର୍ସନ) ରାଧିକା ଚିମାଙ୍କୁ ନିକଟରେ ଆଉ ଏକ ଜାତୀୟସ୍ତରୀୟ ପୁରସ୍କାର (ଆଓ୍ବାର୍ଡ)…

3 years ago

ଜଗଦୀଶ ନାଲ୍‌କୋର ନୂତନ ନିର୍ଦ୍ଦେଶକ

ଭୁବନେଶ୍ୱର, ୧୪।୧୦: ନାଲ୍‌କୋର ନୂତନ ନିର୍ଦ୍ଦେଶକ (ପ୍ରୋଜେକ୍ଟ ଆଣ୍ଡ ଟେକ୍ନିକାଲ) ଭାବେ ଜଗଦୀଶ ଅରୋରା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଆରୋରା ସେଲ୍‌ ଅନ୍ତର୍ଗତ ସେଣ୍ଟର…

3 years ago

ଦର୍ଶନ ପାଇଁ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡରୁ ଆସନ୍ତି ଭକ୍ତ

ରାଇବଣିଆ,୧୩।୧୦(ନବୀନ ସାହୁ): ଚଳିତ ବର୍ଷ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତ ଅଞ୍ଚଳରେ ଅବସ୍ଥିତ ଲକ୍ଷ୍ମଣନାଥ ଗ୍ରାମର ରାୟ ମହାଶୟ ଗଡ଼ରେ ୫୧୬ତମ ସାର୍ବଜନୀନ ଦୁର୍ଗା ପୂଜା ଆୟୋଜିତ ହେବ। ପୂଜାକୁ…

3 years ago

ଏଚ୍‌ଏମ୍‌ଏସ୍‌ଆଇର ନୂତନ ଏଡିସନ ଉନ୍ମୋଚିତ

ଭୁବନେଶ୍ୱର, ୧୪।୧୦: ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ନୂତନ ଏଡିସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ବିଶେଷ କରି ହୋଣ୍ଡା ହାଇନେସ୍‌ ସିବି୩୫୦ ଏବଂ ସିବି୩୫୦ଆର୍‌ଏସ୍‌ର ନୂତନ…

3 years ago

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୭ ମୃତ

ବର୍ଲିନ୍‌,୧୪।୧୦: ଦକ୍ଷିଣ ଜର୍ମାନୀରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ସମୟରେ ରାଜପଥରେ ପ୍ରବାସୀ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୭ ଜଣଙ୍କର ମୃତ୍ୟୁ…

3 years ago