ଅହମ୍ମଦାବାଦ,୨୯।୯: ଆଇସିସି ବିଶ୍ୱକପ୍ ୨୦୨୩ରେ ଭାରତ ବନାମ ପାକିସ୍ତାନ ମ୍ୟାଚ ପୂର୍ବରୁ ଧମକ ଦେବା ମାମଲାରେ ଗୁରୁପତବନ୍ତ ସିଂ ପନ୍ନୁଙ୍କ ବିରୋଧରେ ଏଫଆଇଆର୍ ଦାଖଲ କରାଯାଇଛି।
କଟକ, ୨୯।୯: କଟକ ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଦୋକାନରେ ଥିବା ଲୁଗାପଟା ସମ୍ପୂର୍ଣ୍ଣ ଜଳିଯାଇଛି। ଏଥିରେ କିଏ…
କଟକ ୨୯।୯: ହାଇକୋର୍ଟ ଶୁକ୍ରବାର ରତ୍ନଭଣ୍ଡାର ମାମଲାର ରାୟ ଶୁଣାଇବେ । ଗତ ୨୬ ତାରିଖରେ ସମସ୍ତ ପକ୍ଷଙ୍କୁ ଶୁଣିବା ପରେ କୋର୍ଟ ରାୟ ସଂରକ୍ଷିତ ରଖିଥିଲେ…
ଭଦ୍ରକ/ଭଣ୍ଡାରୀପୋଖରୀ(ସନାତନ ରାଉତ/ରବିନାରାୟଣ ଖିଲାର),୨୯।୯: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ପଞ୍ଚାୟତ ପରମାନନ୍ଦପୁର ଗ୍ରାମର ଚନ୍ଦନ ସାହୁ(୩୦) ନିଜ ଅଢ଼େଇ ବର୍ଷର ଝିଅକୁ ଧରି ବୈତରଣୀ…
ହାଙ୍ଗଝୋ,୨୯।୯:ଭାରତୀୟ ଶୁଟରମାନେ ଏସୀୟ ଖେଳର ଷଷ୍ଠ ଦିନ ଅର୍ଥାତ୍ ଶୁକ୍ରବାର ଚମତ୍କାର ପ୍ରଦର୍ଶନ କରିଛନ୍ତି। ମହିଳା ଏବଂ ପୁରୁଷ ଖେଳାଳିମାନେ ମିଳିତ ଭାବେ ଭାରତର ଆକାଉଣ୍ଟରେ ଚାରୋଟି…
ଭୋପାଳ,୨୯।୯: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ମଧ୍ୟ ନିର୍ବାଚନ ମଇଦାନକୁ ଓହ୍ଲାଇପାରେ। ଏକ ସୂତ୍ରରୁ ଏହା ଜଣାପଡିଛି। ମଧ୍ୟପ୍ରଦେଶର…
ନୂଆପଡ଼ା,୨୯।୯(ମକାରୁ ବେମାଲ): ନୂଆପଡା ଜିଲାରେ ଗତ କିଛି ଦିନ ହେବ ଲଗାଣ ବର୍ଷା ଲାଗି ରହିଥିବାରୁ ଖଡିଆଳ ଓ କୋମନା ମଧ୍ୟ ଭାଗରେ ଥିବା ଲୋୟର ଇନ୍ଦ୍ର…
ନୂଆଦିଲ୍ଲୀ,୨୯।୯: କିଛି ଦିନ ପରେ ଭାରତରେ ଏକଦିବସୀୟ ବିଶ୍ୱକପ ଆରମ୍ଭ ହେବ। ଏହି ଟୁର୍ନାମେଣ୍ଟର ୧୩ତମ ସଂସ୍କରଣ ଅକ୍ଟୋବର ୫ରୁ ଆରମ୍ଭ ହେବ। ଫାଇନାଲ୍ ମ୍ୟାଚ ୧୯…
ରାଉରକେଲା,୨୯।୯(ଦିନେଶ ମିଶ୍ର): ରାଉରକେଲା ମହାନଗର ନିଗମ (ଆର୍ଏମ୍ସି) ପକ୍ଷରୁ ସହରରେ ବିଭିନ୍ନ ସ୍ଥାନରେ ସର୍ବସାଧାରଣଙ୍କ ବ୍ୟବହାର ପାଇଁ ଶୌଚାଳୟ ନିର୍ମାଣ କରାଯାଇଛି। ଏହି ଶୌଚାଳୟଗୁଡିକୁ ପରିଚାଳନା କରିବା…
ସମ୍ବଲପୁର,୨୯ା୯ (ଶୁଭାଶିଷ ପାଢ଼ୀ): ସମ୍ବଲପୁର ଜିଲା ବିଜେଡିର ନୂତନ କମିଟି ଗଠନ କରାଯାଇଛି। ରେଢ଼ାଖୋଲ ବିଧାନସଭାର ମାନେଶ୍ୱର ବ୍ଲକ ସଭାପତି ଭାବେ ପୁଣିଥରେ ବରିଷ୍ଠ ନେତା ଗୋପୀରଞ୍ଜନ…