Home Left

ପରାଜୟ ଜାଣି ଆସିଲେନି ସରପଞ୍ଚ, କଣ୍ଟିପାଳ ସରପଞ୍ଚଙ୍କ ବିରୋଧରେ ଆଜି ପଡ଼ିଲା ଅନାସ୍ଥା ଭୋଟ

ଆନନ୍ଦପୁର,୧୯।୧୨ (ସୁଶାନ୍ତ କୁମାର ସାହୁ): ଗତ କିଛି ମାସ ଧରି ଅନାସ୍ଥା ପାଇଁ ଚର୍ଚ୍ଚାରେ ଥିବା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତରେ ଆଜି ଭୋଟିଂ ହୋଇଛି। ସରପଞ୍ଚ…

4 months ago

IPL ୨୦୨୬ ନିଲାମ ପରେ ହଠାତ୍‌ ଅଧିନାୟକ ହେଲେ ଭେଙ୍କଟେଶ ଆୟର, ଏହି ଖେଳାଳିଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୧୯।୧୨: IPL ୨୦୨୬ ନିଲାମର କିଛି ଦିନ ପରେ, ଭେଙ୍କଟେଶ ଆୟର ଅଧିନାୟକ ହୋଇଛନ୍ତି। ଏହା ଦେଖାଯାଉଛି ଯେ IPL ୨୦୨୫ ସିଜିନ ଖରାପ ରହିବା ସତ୍ତ୍ୱେ,…

4 months ago

ଶରୀରର କେଉଁ କେଉଁ ଭାଗରେ ଥିବା କଳାଜାଇ ଖୋଲେ ପୂର୍ୱଜନ୍ମର ରହସ୍ୟ, ସତ ଜାଣିଲେ…

ଲୋକଙ୍କ ଶରୀରରେ ବାର୍ଥମାର୍କ ରହିଥାଏ। ଏହାକୁ ଏକ ସାଧାରଣ ଘଟଣା ବୋଲି ବିବେଚନା କରାଯାଏ, କିନ୍ତୁ ଏହି ଚିହ୍ନଗୁଡ଼ିକର ଜ୍ୟୋତିଷଶାସ୍ତ୍ରରେ ଗୁରୁତ୍ୱପୂର୍ଣ୍ଣ ଗୁରୁତ୍ୱ ରହିଛି। ଜଣେ ବ୍ୟକ୍ତିଙ୍କ…

4 months ago

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦ ବାଇକ୍‌…

4 months ago

ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…

ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ ଭାତ…

4 months ago

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର ୫…

4 months ago

ବିଦ୍ୟୁତ୍‌ ତାର ଚୋରି ଅଭିଯୋଗରେ ୭ ଗିରଫ, ଜବତ ହେଲା ଲକ୍ଷାଧିକ ଟଙ୍କାର…

ବଲାଙ୍ଗୀର, ଖପ୍ରାଖୋଲ ୧୯।୧୨(ସୁନିଲ ମହାନ୍ତି/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଏକ ବିଦ୍ୟୁତ୍‌ ତାର ଚୋରି ଗ୍ୟାଙ୍ଗକୁ ଗିରଫ…

4 months ago

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି, ତେବେ…

4 months ago

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ ଧାନର…

4 months ago

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ। ଏହି…

4 months ago