ଓ୍ବାଶିଂଟନ୍,୧।୯: ସେପ୍ଟେମ୍ବର ୯-୧୦ରେ ଭାରତରେ ଆୟୋଜିତ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯୋଗଦେବେ କି ନାହିଁ ତାହାକୁ ନେଇ…
ନୂଆଦିଲ୍ଲୀ,୧।୯: କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ଦିଲ୍ଲୀରେ ଚେସ ଖେଳାଳି ପ୍ରଜ୍ଞାନନ୍ଦ ଏବଂ ତାଙ୍କ ମା’ବାପାଙ୍କୁ ଭେଟଛନ୍ତି। ଏହି ସାକ୍ଷାତରେ ସେ ଭାରତୀୟ ଗ୍ରାଣ୍ଡମାଷ୍ଟରଙ୍କୁ ହିମାଚଳ…
ନୂଆଦିଲ୍ଲୀ,୧।୯: କେନ୍ଦ୍ର ସରକାର ଓ୍ବାନ୍ ନେଶନ, ଓ୍ବାନ୍ ଇଲେକ୍ସନକୁ ନେଇ ଏକ ବଡ ପଦକ୍ଷେପ ନେଇଛନ୍ତି। କେନ୍ଦ୍ର ସରକାର ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଏରିଛ…
କଟକ,୧ା୯ (କାର୍ତ୍ତିକ ସାହୁ):ବଲିଉଡ୍ କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କୁ ଗିରଫ କରିବା ପାଇଁ କମିଶନରେଟ୍ ପୋଲିସ ପ୍ରସ୍ତୁତି ଆରମ୍ଭ କରିଛି। ହାଇକୋର୍ଟରେ ସୌରିନ୍ଙ୍କ ଆଗୁଆ ଜାମିନ ଆବେଦନ ଖାରଜ…
ନୂଆଦିଲ୍ଲୀ,୧।୯: ୨୦୨୩ ବର୍ଷ ତାଙ୍କ କ୍ରିକେଟ କ୍ୟାରିୟରରେ ରିଙ୍କୁ ସିଂଙ୍କ ପାଇଁ ସର୍ବଶ୍ରେଷ୍ଠ ବୋଲି ପ୍ରମାଣିତ ହୋଇଛି। ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୬ ତମ ସିଜନରେ…
ମସ୍କୋ,୧।୯: ଗତ ଦେଢ ବର୍ଷ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ରୁଷିଆ କହିଥିଲା ଯେ, ସେ କୃଷ୍ଣସାଗରରେ ନିଜର…
କଙ୍ଗୋ,୧।୯: ଆଫ୍ରିକୀୟ ଦେଶ କଙ୍ଗୋରେ ସଂଯୁକ୍ତ ରାଷ୍ଟ୍ର ବିରୋଧରେ ବିକ୍ଷୋଭ ପ୍ରଦର୍ଶନକାରୀଙ୍କ ଉପରେ ସୁରକ୍ଷା ବାହିନୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଯେଉଁଥିରେ ୪୦ରୁ ଅଧିକ ଲୋକ ପ୍ରାଣ…
ନୂଆଦିଲ୍ଲୀ,୧।୯: ନେହେରୁ ମେମୋରିଆଲ ମ୍ୟୁଜିୟମ ଏବଂ ଲାଇବ୍ରେରୀ (ଏନ୍ଏମ୍ଏମ୍ଏଲ୍)ର ନାମ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଭାବରେ ନାମକରଣ କରିବାକୁ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଅନୁମୋଦନ କରିଛନ୍ତି। ଅଗଷ୍ଟ ୧୪ରେ…
ପଦ୍ମପୁର,୧।୯(ପ୍ରଦୀପ୍ତ ଦାଶ): ଶ୍ରାବଣ ମାସ ସରିଗଲା। ମାତ୍ର ଯେତିକି ବର୍ଷା ହେବା କଥା ତାହା ହେଲାନାହିଁ। ଅଗଷ୍ଟ ମାସରେ ପଦ୍ମପୁର ଉପଖଣ୍ଡରେ ୩୭୪ ମିମି ବର୍ଷା ହେବା…
ଅମରପାଲି,୧ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପାଲିଠାରୁ ବୁରୋଘାଟକୁ ସଂଯୋଗ କରୁଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତାର ଏମୁଣ୍ଡରୁ ସେମୁଣ୍ଡ…