Home Left

ବିଦ୍ୟୁତ୍‌ ତାର ଚୋରି ଅଭିଯୋଗରେ ୭ ଗିରଫ, ଜବତ ହେଲା ଲକ୍ଷାଧିକ ଟଙ୍କାର…

ବଲାଙ୍ଗୀର, ଖପ୍ରାଖୋଲ ୧୯।୧୨(ସୁନିଲ ମହାନ୍ତି/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଏକ ବିଦ୍ୟୁତ୍‌ ତାର ଚୋରି ଗ୍ୟାଙ୍ଗକୁ ଗିରଫ…

4 months ago

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି, ତେବେ…

4 months ago

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ ଧାନର…

4 months ago

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ। ଏହି…

4 months ago

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ ହେଲେ…

4 months ago

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ ୫…

4 months ago

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ କେଉଁଠାରେ…

4 months ago

ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…

ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ ଗତିରେ…

4 months ago

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି। ୧୪୯…

4 months ago

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି। ଆସନ୍ତୁ…

4 months ago