Home Left

୬ ଲେନ ରିଙ୍ଗ୍‌ ରୋଡ୍‌ କାର୍ଯ୍ୟ ଅଧାପନ୍ତରିଆ

କୋଣାର୍କ,୨୭।୮(ଜ୍ୟୋତିରାଜ ମହାନ୍ତି)କୋଣାର୍କରେ ଚନ୍ଦ୍ରଭାଗାଠାରୁ ଲାବଣ୍ୟ ଲଜ୍‌ ଛକ ପର୍ଯ୍ୟନ୍ତ ଚାଲିଥିବା ୬ଲେନ ରିଙ୍ଗ୍‌ ରୋଡ୍‌ ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡ଼ିରହିଛି। ରାସ୍ତା ନିର୍ମାଣ ପାଇଁ ଲୋକଙ୍କ…

3 years ago

‘ମାମଲା ଦୁର୍ବଳ କରିବାକୁ ସମୟ ଗଡ଼ାଅ’

କେନ୍ଦୁଝର,୨୭ା୮(ନରେଶ ଚନ୍ଦ୍ର ପଟ୍ଟନାୟକ)ବିଚାରପତି ବଦଳିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। କେସ୍‌କୁ ଦୁର୍ବଳ କରିବା ପାଇଁ ଚେଷ୍ଟା କରିବା ଏବଂ ପିପିଙ୍କୁ କିଛି ଦେଇ ସମୟ ବଢାଇବାକୁ…

3 years ago

କଟୁ ଭାଷାରେ ଗାଳି କରୁଥିଲେ ପ୍ରଫେସର

ସମ୍ବଲପୁର,୨୭ା୮(ଶୁଭାଶିଷ ପାଢ଼ୀ)ସମ୍ବଲପୁର ବିଶ୍ୱବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ଜଣେ ମହିଳା ସହକାରୀ ପ୍ରଫେସର ତାଙ୍କ ସହକର୍ମୀ ତଥା ସହକାରୀ ପ୍ରଫେସର ରଜତ କୁଜୁରଙ୍କ ବିରୋଧରେ ମାନସିକ ନିର୍ଯାତନା…

3 years ago

ସାତକୋଶିଆରୁ ବିସ୍ଥାପନ ସ୍ଥଗିତ

ଅନୁଗୋଳ, ୨୭।୮(ଅମିତ ସାମଲ)ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ବସବାସ କରୁଥିବା ପରିବାର ବିସ୍ଥାପିତ ହେବେନାହିଁ। ବିସ୍ଥାପନ ପ୍ରକ୍ରିୟାରେ ଅନେକ ତ୍ରୁଟିବିଚ୍ୟୁତି ରହିଥିବାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ସାମୟିକ…

3 years ago

ସ୍ବାଭିମାନ ଅଞ୍ଚଳରେ ଆଉ ୧୦ ପଞ୍ଚାୟତ ସାମିଲ

ଚିତ୍ରକୋଣ୍ଡା,୨୭ା୮(କ୍ଷୀରୋଦ ବେହେରା)ମାଲକାନଗିରି ଜିଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ସେତୁ ମଞ୍ଜୁର କରିବା ସହ ସ୍ବାଭିମାନ ଅଞ୍ଚଳରେ ଆଉ ୧୦ ପଞ୍ଚାୟତକୁ ସାମିଲ କରିଛନ୍ତି ା ଫଳରେ…

3 years ago

ଝିଅ ମୃତ, ମା’ ଉଦ୍ଧାର

ରାସୋଳ, ୨୭।୮(ସରୋଜ ମିଶ୍ର)ଗାଧୋଇବାକୁ ଯାଉଥିବାବେଳେ ଆକ୍ରମଣ କରିବାକୁ ଗୋଡ଼ାଇଲେ ମାଙ୍କଡ଼ ପଲ। ଜୀବନ ବଞ୍ଚାଇବା ଲାଗି ଆଗପଛ ବିଚାର ନ କରି ପୋଖରୀକୁ ଡେଇଁ ପଡ଼ିଲେ ମା’…

3 years ago

ବରିଷ୍ଠ କଂଗ୍ରେସ ନେତ୍ରୀ ସନ୍ଧ୍ୟା ମହାପାତ୍ରଙ୍କ ପରଲୋକ

ନୟାଗଡ଼ (ଲୋକନାଥ ମିଶ୍ର)/ ଭୁବନେଶ୍ୱର (ଅନିଲ ଦାସ) ୨୭ା୮ନୟାଗଡ଼ ସହର ପିଡବ୍ଲ୍ୟୁଡି ଗଳିର ବରିଷ୍ଠ କଂଗ୍ରେସ ନେତ୍ରୀ ସନ୍ଧ୍ୟା ମହାପାତ୍ରଙ୍କ ଭୁବନେଶ୍ୱର ବାସଭବନରେ ଶନିବାର ପରଲୋକ ହୋଇଯାଇଛି।…

3 years ago

ମାଲକାନଗିରିରୁ ଇସ୍ରୋ ବୈଜ୍ଞାନିକ

ମାଲକାନଗିରି,୨୭ା୮(ନୃସିଂହ ଚରଣ ମହାନ୍ତି)-ମାଲକାନଗିରି ଜିଲା ପୋଟେରୁର ଯୁବ ବୈଜ୍ଞାନିକ ଜୟନ୍ତ କୁମାର ହାଲ୍‌ଦାର କେରଳ ଥିରୁଭାନନ୍ତପୁରମ୍‌ ବିକ୍ରମ ସାରାଭାଇ ସ୍ପେସ୍‌ ସେଣ୍ଟର ମେକାନିଜମ୍‌ ବିଭାଗରେ ବରିଷ୍ଠ ବୈଜ୍ଞାନିକ…

3 years ago

ଗୋଲ୍ଡେନ ବାବାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କଲା ଇଡି

ଭୁବନେଶ୍ୱର,୨୬।୮ (ସୂର୍ଯ୍ୟକାନ୍ତ ବେହେରା): ବିଭିନ୍ନ ଠକେଇ ମାମଲାରେ ଫେରାର ଥିବା ଗୋଲ୍ଡେନ ବାବା ଓରଫ ଜ୍ୟୋତିରଞ୍ଜନ ବେଉରାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କରିଛି (ଆଟାଚ) ପ୍ରବର୍ତ୍ତନ…

3 years ago

ଏହି ଫିଲ୍ମ ଅନିଲ କପୁରଙ୍କ ପାଇଁ ଥିଲା ମାଇଲଖୁଣ୍ଟ

ମୁମ୍ବାଇ: ନିର୍ଦ୍ଦେଶକ ଶେଖର କପୁରଙ୍କ ହିନ୍ଦୀ ଫିଲ୍ମ ଦର୍ଶକଙ୍କ ହୃଦୟରେ ବେଶ୍‌ ପ୍ରଭାବ ପକାଇଥାଏ ବୋଲି ସମସ୍ତେ ଜାଣନ୍ତି। କିଛି ଫିଲ୍ମ ମଧ୍ୟରୁ ୧୯୮୭ରେ ଆସିଥିବା ଫିଲ୍ମ…

3 years ago