Home Left

ମାଷ୍ଟର୍ସ ବିଶ୍ୱକପ୍‌ ପ୍ରତିଦ୍ୱନ୍ଦ୍ୱିତାରେ ୮୮ ବର୍ଷୀୟାଙ୍କ ଯାଦୁକରି

ଟୋକିଓ: ଗତବର୍ଷ ମାଷ୍ଟର୍ସ ଚାମ୍ପିୟନଶିପ୍‌ରେ ପ୍ରତିଦ୍ୱନ୍ଦ୍ୱିତା କରିବା ପରେ ଜାପାନର କାଟସୁମି ସାଇକି ବିଶ୍ୱର ସର୍ବ ପୁରାତନ ମହିଳା ପ୍ରତିଯୋଗୀ କ୍ରସ ସ୍କାଏର ହୋଇଥିଲେ। ବର୍ତ୍ତମାନ ୮୮ ବର୍ଷ…

3 years ago

କ୍ୱାର୍ଟର ଫାଇନାଲରେ ଚେନ୍ନାଇନ

ଗୁଆହାଟୀ, ୧୫।୮: ଚେନ୍ନାଇନ୍‌ ଏଫ୍‌ସି ପ୍ରଥମ ଦଳଭାବେ ଚଳିତ ଡୁରାଣ୍ଡ କପ୍‌ ଫୁଟବଲ ଟୁର୍ନାମେଣ୍ଟର ନକ୍‌ଆଉଟରେ ପ୍ରବେଶ କରିଛି। ସୋମବାର ଅନୁଷ୍ଠିତ ଗ୍ରୁପ୍‌ ‘ଏ’ର ଏକ ମ୍ୟାଚରେ…

3 years ago

ଶାହରୁଖ ‘ଡାର୍କ ଫାଣ୍ଟାସି’ର ନ୍ୟୁ ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୧୫।୮: ଦେଶର ପ୍ରମୁଖ ଏଫ୍‌ଏମ୍‌ସିଜି କମ୍ପାନୀ ତଥା ଆଇଟିସି ବ୍ରାଣ୍ଡ୍‌ ସନ୍‌ ଫିଷ୍ଟ ବଲିଉଡ ଅଭିନେତା ଶାହରୁଖ ଖାନ୍‌ଙ୍କୁ ‘ଡାର୍କ ଫାଣ୍ଟାସି’ର ନ୍ୟୁ ବ୍ରାଣ୍ଡ ଆମ୍ବାସାଡର ଭାବେ…

3 years ago

ଜିଓ ୫ଜି ଏମ୍‌ଏମ୍‌-ୱେଭ ସ୍ପେକ୍ଟ୍ରମ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୧୫।୮: ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ୍‌ (ଆରଜେଆଇଏଲ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ବିକଶିତ ‘୫ଜି ଏମ୍‌ଏମ୍‌-ୱେଭ ସ୍ପେକ୍ଟ୍ରମ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଜିଓର…

3 years ago

କ୍ୟାରେଟ୍‌ଲେନର ରକ୍ଷାବନ୍ଧନ କଲେକ୍ସନ

ଭୁବନେଶ୍ୱର,୧୫।୮: କ୍ୟାରେଟ୍‌ଲେନ୍‌ର ବହୁ ପ୍ରତୀକ୍ଷିତ ତଥା ଆକର୍ଷଣୀୟ ଡିଜାଇନର ବ୍ୟାପକ ସମ୍ଭାର ‘ରକ୍ଷା ବନ୍ଧନ କଲେକ୍ସନ’କୁ ସୋମବାର ଆନୁଷ୍ଠାନିକ ଭାବେ ଉନ୍ମୋଚନ କରାଯାଇଛି। ବିଶେଷକରି କ୍ୟାରେଟ୍‌ଲେନ୍‌ର ଭୁବନେଶ୍ୱର…

3 years ago

ବେଦାନ୍ତର ସ୍ବତନ୍ତ୍ର ଅଭିଯାନ ‘ଆଜାଦୀ କା ଅସଲି ମତଲବ’

ଭୁବନେଶ୍ୱର,୧୫ା୮(ଅଭୟ ଦାଶ): ଭାରତର ସର୍ବବୃହତ ଆଲୁମିନିୟମ ଉପତ୍ାଦନକାରୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ‘ଆଜାଦୀ କା ଅସଲି ମତଲବ’ର ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି।…

3 years ago

ଦୁର୍ନୀତିର ସମସ୍ତ ରେକର୍ଡ ଭାଙ୍ଗିଛନ୍ତି ମୋଦି ସରକାର:କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୧୫।୮: ସିଏଜି ରିପୋର୍ଟ ଆଧାରରେ ଆମ ଆଦମୀ ପାର୍ଟି ମୋଦି ସରକାରଙ୍କୁ ଘେରିଛି। ସିଏଜି ରିପୋର୍ଟରେ ଭାରତକୁ ଦୁର୍ନୀତିମୁକ୍ତ କରିବାକୁ ଦାବି କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

3 years ago

ପାକ୍‌ କାମଚଳା ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ କକର

ଇସ୍‌ଲାମାବାଦ,୧୫ା୮: ପାକିସ୍ତାନର କାମଚଳା ପ୍ରଧାନମନ୍ତ୍ରୀ ଭାବେ ଅନଓ୍ବାରୁଲ ହକ୍‌ କକର ସୋମବାର ଶପଥ ଗ୍ରହଣ କରିଛନ୍ତି। ସେ ଆର୍ଥତ୍କ ସଙ୍କଟରେ ଥିବା ପାକିସ୍ତାନର ନେତୃତ୍ୱ ନେବା ସହ…

3 years ago

ସିଜେଆଇଙ୍କ ଉପରେ ସୋସିଆଲ ମିଡିଆରେ ମିଥ୍ୟା ପୋଷ୍ଟ

ନୂଆଦିଲ୍ଲୀ,୧୫ା୮: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଫାଇଲ ଫଟୋ ଏବଂ ତାଙ୍କର ନାଁରେ ଏକ ମିଛ ବିବୃତିକୁ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଛି। ଏଥିରେ ଲେଖାଅଛି,…

3 years ago

ପରିବା ବିକ୍ରେତାଙ୍କ ଘରେ ଲଞ୍ଚ୍‌ କଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପନିପରିବା ବିକ୍ରେତା ରାମେଶ୍ୱରଙ୍କୁ ଭେଟିଥିଲେ। ତାଙ୍କ ଘରେ ବସି ତାଙ୍କ ସହିତ ଲଞ୍ଚ୍‌ କରିଥିଲେ। କଂଗ୍ରେସ ଏହାର ଏକ୍ସ (ଟୁଇଟର୍‌)…

3 years ago