ଭୁବନେଶ୍ୱର,୨୧ା୧୧ (ଅଭୟ ଦାଶ): କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ବ୍ୟାଙ୍କର ପ୍ରତିଷ୍ଠାତାଙ୍କ ୧୧୮ତମ ଦିବସ ନିକଟରେ ପାଳିତ ହୋଇଯାଇଛି। ଏପରିକି ବ୍ୟାଙ୍କର ଅଞ୍ଚଳ ମୁଖ୍ୟ ଜଗଦୀଶ…
ଭୁବନେଶ୍ୱର,୨୧ା୧୧(ଅନୁରାଧା ମହାରଣା): ସମଗ୍ର ଓଡ଼ିଶା ଏବଂ ଭାରତରେ ନେଚେରୋପାଥି ଚିକିସତ୍ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଅନ୍ତର୍ଜାତୀୟ ନେଚେରୋପାଥି ସଙ୍ଗଠନ ତଥା ୱାଲଡେନ ଉଡ୍ସ ଫାଉଣ୍ଡେଶନ ପକ୍ଷରୁ ହେଲ୍ଥଭିଲେର…
ଭୁବନେଶ୍ୱର,୨୧ା୧୧ :ଦେଶର ଜଣାଶୁଣା ତଥା ଲୋକପ୍ରିୟ ଅନୁଷ୍ଠାନ କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ (ଇପିଏଫଓ) ରେ ଚଳିତ ବର୍ଷ ସେପ୍ଟେମ୍ବରରେ ମୋଟ ୧୭.୨୧ ଲକ୍ଷ ନୂତନ ସଦସ୍ୟ ସାମିଲ…
ଭୁବନେଶ୍ୱର,୨୧ା୧୧: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର…
ମୁମ୍ବାଇ: ଅନେକ କଳାକାର ବର୍ତ୍ତମାନ ସମୟରେ ଡିଜିଟାଲ ପ୍ଲାଟଫର୍ମ ଆଡ଼େ ମୁହଁାଉଛନ୍ତି। ଏହି ରେସ୍ରେ ଅଭିନେତ୍ରୀ ଜ୍ୟାକ୍ଲିନ ଫର୍ନାଣ୍ଡିଜ୍ ମଧ୍ୟ ବାଦ୍ ପଡ଼ି ନାହାନ୍ତି। ସେ ଖୁବ୍ଶୀଘ୍ର…
ୱାଶିଂଟନ: ବହୁତ ଲୋକ ନିଜ ଘରେ ଗୃହପାଳିତ ପ୍ରାଣୀ(ପେଟ୍)ଙ୍କୁ ରଖିଥାନ୍ତି। ସେମାନେ ପ୍ରାଣୀଙ୍କୁ ଏତେ ଭଲ ପାଆନ୍ତି ଯେ, ତାଙ୍କ ପାଇଁ ସବୁ କିଛି କରିବାକୁ ପ୍ରସ୍ତୁତ ଥା’ନ୍ତି।…
ଓ୍ବାଶିଂଟନ,୨୧।୧୧: ଓପନ୍ଏଆଇରୁ ବହିଷ୍କୃତ ହୋଇଥିବା ପୂର୍ବତନ ସିଇଓ ସାମ୍ ଅଲ୍ଟମ୍ୟାନ୍ ଏବଂ ପଦ ଛାଡ଼ିଥିବା ପୂର୍ବତନ ଅଧ୍ୟକ୍ଷ ଗ୍ରେଗ୍ ବ୍ରୋକ୍ମ୍ୟାନ୍ ମାଇକ୍ରୋସଫ୍ଟରେ ଯୋଗଦେଇ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)…
ଲଣ୍ଡନ,୨୧ା୧୧: ଇନ୍ଦେର ଜନ୍ମିତ ଉଦ୍ୟୋଗୀ ତଥା ଲଣ୍ଡନ୍ର ଡେପୁଟି ମେୟର (ବିଜ୍ନେସ୍) ରାଜେଶ ଅଗ୍ରଓ୍ବାଲ୍ ବ୍ରିଟେନରେ ଆଗାମୀ ସାଧାରଣ ନିର୍ବାଚନରେ ଲିସେଷ୍ଟର ଇଷ୍ଟ ଆସନରୁ ପ୍ରାର୍ଥୀ ହୋଇଛନ୍ତି।…
ନୂଆଦିଲ୍ଳୀ,୨୧ା୧୧: ଗୁଜରାଟର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଅଷ୍ଟ୍ରେଲିଆ ଷଷ୍ଠ ଥର ପାଇଁ ବିଶ୍ୱକପ ଟ୍ରଫି ଜିତିଥିଲା। ବିଶ୍ୱକପ ବିଜୟ ମଧ୍ୟରେ ବିରାଟ କୋହଲିଙ୍କ ଉଇକେଟ ଆତ୍ମସନ୍ତୁଷ୍ଟି…
ଯାଜପୁର ସଦର, ୨୦ା୧୧ (ସମର ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ମହେଶ୍ୱରପୁର ପଞ୍ଚାୟତର ନିଶ୍ଚନ୍ତା ଗ୍ରାମ ନିକଟରେ ନିର୍ମାଣାଧୀନ ପାନୀୟ ଜଳଯୋଗାଣ ପ୍ରକଳ୍ପର ଟାଙ୍କି ଭିତରୁ…