Home Left

ଡିଆର୍‌ପିଏଲ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୧୬।୧୧: ଡାଡି’ସ ରୋଡ ପ୍ରାଇଭେଟ ଲିମିଟେଡ (ଡିଆର୍‌ପିଏଲ୍‌)ର ନୂତନ ଉତ୍ପାଦ ”ଡାଡି’ସ ରୋଡ କ୍ୟୁଆର ଷ୍ଟିକର“କୁ ବୁଧବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରାଯାଇଛି।…

3 years ago

ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ

ଭୁବନେଶ୍ୱର,୧୬ା୧୧(ଅନୁରାଧା ମହାରଣା): ଝାଡଖଣ୍ଡର ଖୁଣ୍ଟିଠାରେ ଆୟୋଜିତ ଜନଜାତୀୟ ଗୌରବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ ଏବଂ ‘ଦୁର୍ବଳ ଆଦିବାସୀ ଗୋଷ୍ଠୀ…

3 years ago

ଅବହେଳିତ ରାମଚଣ୍ଡୀ ମଧ୍ୟ ଇଂରାଜୀ ବିଦ୍ୟାଳୟ

ଟାଙ୍ଗୀ ଖୋର୍ଦ୍ଧା, ୧୬।୧୧(ରଘୁନାଥ ସାହୁ)ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଡ଼ପାରୀ ଗ୍ରାମ ପଞ୍ଚାୟତର ଭୋବରା ଗାଁ ମୁଣ୍ଡରେ ୧୯୮୮ ମସିହାରେ ଅର୍ଜୁନପୁର, ବରପାଲି, କାସନ୍ଦା, ରାମଚନ୍ଦ୍ରପୁର, ଭୋବରା, ହରିଚନ୍ଦନପୁର…

3 years ago

ଚିଲିକା ପକ୍ଷୀଙ୍କ ପାଇଁ ବିପଦ ପାଲଟିଛି ଚିଙ୍ଗୁଡ଼ି ଘେରି

ଖୋର୍ଦ୍ଧା, ୧୬।୧୧ (ପ୍ରଭାତ ପାଣିଗ୍ରାହୀ)ପ୍ରତିବର୍ଷ ଶୀତ ଋତୁରେ ଚିଲିକାକୁ ବହୁସଂଖ୍ୟାରେ ବିଦେଶାଗତ ପକ୍ଷୀ ଆସିଥାନ୍ତି। ୨ଶହରୁ ଊର୍ଦ୍ଧ୍ୱ ପ୍ରଜାତିର ପକ୍ଷୀଙ୍କ ସମାଗମ ପର୍ଯ୍ୟଟକଙ୍କୁ ବେଶ୍‌ ଆକର୍ଷିତ କରିଥାଏ।…

3 years ago

ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

ଯୋଡ଼ା,୧୬ା୧୧(ମାନସ ମହାନ୍ତି): ଆଦିବାସୀଙ୍କ ଜୀବନ, ସଂସ୍କୃତି ଏବଂ ସଫଳତାର ଗୌରବମୟ ଇତିହାସକୁ ସାଧାରଣ ଲୋକଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ନଭେମ୍ବର ୧୫କୁ ବିର୍ସା ମୁଣ୍ଡାଙ୍କ ଜନ୍ମଜୟନ୍ତୀ ଭାବେ…

3 years ago

ଡ୍ରିମ୍‌ସକୁ ବିଶ୍ୱବିଦ୍ୟାଳୟର ମାନ୍ୟତା

ଭୁବନେଶ୍ୱର,୧୬।୧୧: ଧନେଶ୍ୱର ରଥ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ମେଡିକାଲ ସାଇନସେସ୍‌ (ଡ୍ରିମ୍‌ସ) କଟକକୁ ନିକଟରେ ଓଡ଼ିଶା ସରକାର ବିଶ୍ୱବିଦ୍ୟାଳୟର ମାନ୍ୟତା ପ୍ରଦାନ କରିଛନ୍ତି। ବିଶେଷ କରି…

3 years ago

ବେଦାନ୍ତ ଆଲୁମିନିୟମର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୧୬।୧୧ (ଅଭୟ ଦାଶ): ଭାରତର ବୃହତ୍‌ ଆଲୁମିନିୟମ ଉପତ୍ାଦକ ବେଦାନ୍ତ ଆଲୁମିନିୟମ ଲିମିଟେଡ ନିକଟରେ ଆଉ ଏକ ସଫଳତା ହାସଲ କରିଛି। ଏପରିକି କମ୍ପାନୀ ଦେଶର ପ୍ରଥମ…

3 years ago

ନିରାମୟ କେନ୍ଦ୍ରରେ ମିଳୁନି ଡାଇବେଟିସ୍‌ ଔଷଧ

କଟକ,୧୬ା୧୧(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲର ନିରାମୟ କେନ୍ଦ୍ରରେ ପ୍ରାୟ ୨ ମାସ ହେବ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଔଷଧ ମିଳୁ ନ ଥିବା ଅଭିଯୋଗ ହୋଇଛି। ଏସ୍‌ସିବି ମେଡିକାଲ…

3 years ago

ଅନୁଷ୍କାଙ୍କ ଟିକିଏ ଝଲକ ପାଇବାକୁ ବିକଳ ହେଲେ କୋହଲି, ପ୍ରଶଂସକ କହିଲେ ‘ଏଭଳି ସ୍ବାମୀ ଭାଗ୍ୟରେ ଥିଲେ ମିଳେ’

ମୁମ୍ବାଇ,୧୬।୧୧: ଭାରତୀୟ କ୍ରିକେଟର ବିରାଟ କୋହଲି ସ୍ତ୍ରୀ ଅନୁଷ୍କା ଶର୍ମାଙ୍କୁ ବହୁତ ଭଲ ପାଆନ୍ତି। ମଇଦାନରେ ଏହାର ଝଲକ ଅନେକ ଥର ଦେଖିବାକୁ ମିଳିଛି। ହେଲେ ବିଶ୍ୱକପ୍‌…

3 years ago

୧୫ବର୍ଷରୁ କମ୍‌ ଓଡ଼ିଶା ମହିଳା କ୍ରିକେଟ୍‌ ଦଳରେ ନୀଳଗିରିର ଶୁଭଲକ୍ଷ୍ମୀ

ନୀଳଗିରି,୧୬ା୧୧(ପ୍ରଶାନ୍ତ ବିଶ୍ୱାଳ)ନୀଳଗିରି ନିର୍ବାଚନ ମଣ୍ଡଳୀ ସିଆଡ଼ିମାଳ ଗ୍ରାମର ବାବୁଲା ସିଂଙ୍କ ଝିଅ ଶୁଭଲକ୍ଷ୍ମୀ ୧୫ ବର୍ଷରୁ କମ୍‌ ଓଡ଼ିଶା ମହିଳା କ୍ରିକେଟ ଦଳରେ ସ୍ଥାନ ପାଇଛନ୍ତି। ଏନେଇ…

3 years ago