ଭୁବନେଶ୍ୱର,୪।୮ (ବନ୍ଦନା ସେଠୀ): ରାଜଧାନୀବାସୀଙ୍କୁ ଏବେ ଡେଙ୍ଗୁ ଭୟ ଘାରିଛି। ପ୍ରତି ୧୦୦ ନମୁନାରୁ ୧୦ ନମୁନା ପଜିଟିଭ ଚିହ୍ନଟ ହେଉଥିବାବେଳେ ଆକ୍ରାନ୍ତଙ୍କ ହାର ଦିନକୁ ଦିନ…
ଗୁରୁଗ୍ରାମ,୪/୮:ହରିୟାଣାର ନୁହ ଜିଲାରେ ଉତ୍ତ୍ୟକ୍ତ ଲୋକେ ଏକ ମସ୍ଜିଦରେ ନିଆଁ ଲଗାଇଦେଇଥିବାବେଳେ ଅନ୍ୟ ଏକ ମସ୍ଜିଦରେ ଶର୍ଟ ସର୍କିଟରୁ ନିଆଁ ଲାଗିଯାଇଥିବା ପୋଲିସ କହିଛି। ବୁଧବାର ରାତି…
ଭୁବନେଶ୍ୱର,୪।୮(ଅଭିଜିତ ଦାସ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଥିବାବେଳେ ବିଭିନ୍ନ ନଦୀରେ ବନ୍ୟା ଆସିଛି। ବନ୍ୟା ଓ ବର୍ଷା ପାଣି ଘେରରେ ବହୁ ଗାଁ ରହିଛି। ଏସବୁ ଅଞ୍ଚଳରେ…
କୁଜଙ୍ଗ,୪।୮(ମନୋଜ ପ୍ରଧାନ): ମହାନଦୀରେ ପ୍ରଥମ ବନ୍ୟାଜଳ ଆସିବା ଫଳରେ କୁଜଙ୍ଗ ବ୍ଲକର ୯ଟି ପଞ୍ଚାୟତରେ ବନ୍ୟାପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଧୋଇଆ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ଗୁରୁବାର…
କଟକ,୪ା୮(କାର୍ତ୍ତିକ ସାହୁ):ବିଚାର ବ୍ୟବସ୍ଥାକୁ ଲୋକାଭିମୁଖୀ କରିବା ନିମନ୍ତେ ଓଡ଼ିଶା ହାଇକୋର୍ଟ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଆସନ୍ତା ୫ ତାରିଖଠାରୁ ଛୁଟିଦିନ ବ୍ୟତୀତ…
ଭୁବନେଶ୍ୱର,୪ା୮(ଅନିଲ ଦାସ):ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଜନିତ ବର୍ଷାରେ ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ଦେଖାଦେଇଛି। ରାଜ୍ୟରେ ପ୍ରବାହିତ ଅନ୍ୟ କେତକ ଛୋଟବଡ଼ ନଦୀ ମଧ୍ୟରେ…
ନୂଆଦିଲ୍ଲୀ/ମୁମ୍ବାଇ,୪ା୮(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର):ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିଃ (ଆର୍ଆଇଏଲ୍) ବଜାରକୁ ୧୬,୪୯୯ ଟଙ୍କିଆ ଜିଓବୁକ୍ ଆଣିବା ପରେ ଗୁରୁବାର କେନ୍ଦ୍ର ସରକାର ବିଦେଶରୁ ଲାପ୍ଟପ୍,…
ମେକ୍ସିକୋ,୪।୮: ପଶ୍ଚିମ ମେକ୍ସିକୋର ରାଜପଥ ନିକଟରେ ଏକ ଯାତ୍ରୀବାହୀ ବସ ଖାଲରେ ପଡ଼ିଯାଇଛି। ଏହି ଦୁର୍ଘଟଣାରେ ଅତି କମରେ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ୨୨ ଜଣ…
ଭୁବନେଶ୍ୱର,୪।୮ (ବନ୍ଦନା ସେଠୀ): ବହୁ ବାଦବିବାଦ, ଧାରଣା ଏବଂ ଆଲୋଚନା ପରେ ଶେଷରେ ଗୁରୁବାର ୟୁନିଟ-୨ସ୍ଥିତ ମାର୍କେଟ ବିଲ୍ଡିଂ ସର୍ବସାଧାରଣଙ୍କ ପାଇଁ ଖୋଲିଛି। ୧୮ଦିନ ପରେ ବିଧିବଦ୍ଧ…
ଡେରାଡୁନ,୪।୮: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲାର ଗୌରୀକୁଣ୍ଡରେ ଥିବା ଏକ ପାହାଡ ଧସିଛି। ଏଥିରେ ୮ ରୁ ୧୫ ଜଣ ଲୋକ ଚାପି ହୋଇଯାଇଥିବା ଆଶଙ୍କା କରାଯାଉଛି। ତେବେ…