ଭୁବନେଶ୍ୱର,୧୫ା୭(ଅନିଲ ଦାସ): ରାଜ୍ୟ ସରକାରଙ୍କ ନୂତନ ଯୋଜନା, କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ଏବଂ ସରକାରଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଜନକଲ୍ୟାଣ କାର୍ଯ୍ୟକ୍ରମଗୁଡ଼ିକ ପାଇଁ ଅତିରିକ୍ତ ବଜେଟ ପ୍ରସ୍ତୁତ…
ଗୁଣପୁର,୧୫।୭ (ପ୍ରଦୀପ କୁମାର ପାଢ଼ୀ): ୨୦୨୪ ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ରାୟଗଡ଼ା ଜିଲାର ରାଜନୈତିକ ବାତାବରଣ ସେତେ ଉଷ୍ମ ହେବାରେ ଲାଗିଛି। କେଉଁ ଦଳ…
ଭୁବନେଶ୍ବର, ୧୫ା୭(ସୁନିତ୍ ମିଶ୍ର): ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ତାଙ୍କ ୪ର୍ଥ ବର୍ଷର ରିପୋର୍ଟ କାର୍ଡ ଉପସ୍ଥାପିତ କରିଛନ୍ତି। ଅପରାଜିତା ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଜରିଆରେ…
ଭୁବନେଶ୍ୱର,୧୫ା୭(ଅନିଲ ଦାସ): ଛାତ୍ରମାନେ ଦେଶର ଭବିଷ୍ୟତ। ଛାତ୍ରମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର ଶିକ୍ଷା ଓ ତାଲିମ ଉପରେ ଗୁରୁତ୍ୱ ଦେଉଛନ୍ତି। ଲୋକମାନଙ୍କୁ ବିଭ୍ରାନ୍ତ କରିବା…
ଭୁବନେଶ୍ୱର,୧୫ା୭ (ଅନୁରାଧା ମହାରଣା): ଓଡ଼ିଶା କ୍ୟାଡରର ୬ଜଣ ଟ୍ର୍ରେନି ଆଇଏଏସ୍ ଅଧିକାରୀ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପରିଦର୍ଶନ କରିଛନ୍ତି ା ଭୁବନେଶ୍ୱରସ୍ଥିତ ଗୋପବନ୍ଧୁ ଏକାଡେମୀ…
ଜଳେଶ୍ୱର,୧୫ା୭(ରବିନାରାୟଣ ପାତ୍ର): ଖଡ଼ଗପୁର ରେଲଓ୍ବେ ଡିଭିଜନ୍ର ଜଳେଶ୍ୱର-ଦାନ୍ତୁନ ମଧ୍ୟରେ ୨ଟି ଟ୍ରେନ୍ରେ ନିଅଁା ଲାଗିଥିବା ସୂଚନା ମିଳିଛି। ଖଡ଼ଗପୁର-ଭଦ୍ରକ ମେମୋ ଟ୍ରେନ୍ ଇଞ୍ଜିନରେ ନିଅଁା ଲାଗିଥିବା ବେଳେ…
ବଲାଙ୍ଗୀର, ୧୫ା୭ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର କେନ୍ଦ୍ରୀୟ ବିଦ୍ୟାଳୟ ନିକଟସ୍ଥ ନିଖିଳ ନଗରରେ ଗୁରୁବାର ଘରେ ପଶି ନାବାଳିକା ଶେଷାଦ୍ରୀ ନାଗ (୧୫)ଙ୍କ ତଣ୍ଟି…
ଜେରୁଜେଲମ୍, ୧୫ା୭: ଇସ୍ରାଏଲୀ ଡାକ୍ତର ଚିକିତ୍ସା ବିଜ୍ଞାନରେ ଚମତ୍କାରିତା ଦେଖାଇଛନ୍ତି। ଜଣେ ୧୨ ବର୍ଷର ବାଳକ ସାଇକେଲ ଚଳାଇ ଯାଉଥିବାବେଳେ ଏକ କାର୍ ଧକ୍କାଦେବାରୁ ତାଙ୍କ ମୁଣ୍ଡ…
ଭୁବନେଶ୍ୱର,୧୫ା୭(ଅନୁରାଧା ମହାରଣା): ଯୁକ୍ତ ୩ ପ୍ରଥମ ବର୍ଷ କଳା, ବିଜ୍ଞାନ ଓ ବାଣିଜ୍ୟ ଓ ସେଲ୍ଫ ଫାଇନାନ୍ସିଂରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଶୁକ୍ରବାର…
ସମ୍ବଲପୁର,୧୫ା୭(ଶୁଭାଶିଷ ପାଢୀ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଗୁରୁବାର ଅଭିଯୁକ୍ତ ତଥା ପୂର୍ବତନ ପୋଲିସ ଏଏସ୍ଆଇ ଗୋପାଳ ଦାସଙ୍କୁ ଝାରସୁଗୁଡ଼ା ଜେଏମ୍ଏଫ୍ସି…