Home Left

ମଙ୍ଗଳବାର ଘୋଷଣା ହେବ ଦିନିକିଆ ବିଶ୍ୱକପ କାର୍ଯ୍ୟସୂଚୀ

ନୂଆଦିଲ୍ଲୀ,୨୬।୬: ଚଳିତ ବର୍ଷ ଶେଷରେ ଭାରତରେ ଆୟୋଜିତ ହେବାକୁ ଥିବା ଆଇସିସି ଦିନିକିଆ ବିଶ୍ୱକପ କାର୍ଯ୍ୟସୂଚୀ ଜୁନ ୨୭ ଅର୍ଥାତ୍‌ ମଙ୍ଗଳବାର ଘୋଷଣା କରାଯିବ। ପାକିସ୍ତାନ କ୍ରିକେଟ…

3 years ago

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରେ ରିଙ୍କୁ ସିଂଙ୍କୁ ମିଳିବ ସୁଯୋଗ

ନୂଆଦିଲ୍ଲୀ,୨୬।୬: ଜୁଲାଇରେ ଟିମ ଇଣ୍ଡିଆ ୱେଷ୍ଟଇଣ୍ଡିଜ ଗସ୍ତରେ ଯିବ। ଏହି ଗସ୍ତରେ ଭାରତୀୟ ଦଳକୁ ଦୁଇଟି ଟେଷ୍ଟ, ତିନୋଟି ଦିନିକିଆ ଏବଂ ୫ ମ୍ୟାଚ ବିଶିଷ୍ଟ ଟି…

3 years ago

୫ ନାଗାବାବାଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୨୬ା୬(ସୂର୍ଯ୍ୟକାନ୍ତ ବେହେରା): ମଞ୍ଚେଶ୍ବର ପୋଲିସ ୫ ସନ୍ଦିଗ୍ଧ ନାଗା ବାବାଙ୍କୁ ଅଟକ ରଖିଛି। ମଞ୍ଚେଶ୍ବର ଅଞ୍ଚଳରେ ବୁଲୁଥିବା ବେଳେ ସୋମବାର ଏହି ୫ ଜଣଙ୍କୁ ଉଠାଇ ନେଇଛି…

3 years ago

ସର୍ବଦଳୀୟ ବୈଠକ ପରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଶାହା, ମଣିପୁର ସ୍ଥିତି ସମ୍ପର୍କରେ ଦେଲେ ସୂଚନା

ନୂଆଦିଲ୍ଲୀ,୨୬।୬: ଗତ ଦୁଇ ମାସ ଧରି ମଣିପୁରରେ ଚାଲିଥିବା ହିଂସାକୁ ନେଇ ବିରୋଧୀ ମୋଦୀ ସରକାରଙ୍କ ଉପରେ କ୍ରମାଗତ ଆକ୍ରମଣ କରୁଛନ୍ତି। ଇତି ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରୀ…

3 years ago

ଆବର୍ଜନା କୁଣ୍ଡ ପାଲଟିଛି ଗାଁ ଶୁଦ୍ଧତୁଠ

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱରରେ ଥିବା ବିଭିନ୍ନ ଜଳାଶୟର ପୁନରୁଦ୍ଧାର ଦାୟିତ୍ୱ ନେଇଛି ବିଏମ୍‌ସି। ଏହି କ୍ରମରେ ପ୍ରାୟ ୪୭ଟି ପୋଖରୀର ଉନ୍ନତୀକରଣ କରିବା ପାଇଁ ବିଏମ୍‌ସି…

3 years ago

ନାଟକ କରିବାଠୁ ଶିଖିବା ଅଧିକ ଜରୁରୀ

ଭୁବନେଶ୍ୱର,୨୬।୬ (ଶର୍ମିଷ୍ଠା ପାଣିଗ୍ରାହୀ): ନାଟକ ମାଧ୍ୟମରେ ଓଡ଼ିଶାର କଳା ଓ ସଂସ୍କୃତିକୁ ଲୋକଙ୍କ ପାଖରେ ପହଞ୍ଚାଇବାର ପ୍ରୟାସ କରୁଛନ୍ତି ଯୁବ ନାଟ୍ୟକାର, ନିର୍ଦ୍ଦେଶକ ତଥା ଅଭିନେତା ବିଶାନ…

3 years ago

କାମ ନ ସରି ରାସ୍ତା ଫାଟିଲା

ନିଶ୍ଚିନ୍ତକୋଇଲି,୨୬। ୬(ଅଶୋକ କୁମାର ମହାପାତ୍ର): ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଖନ୍ଦଳ ଠାରୁ ଝାଡ଼େଶ୍ୱପୁର ଭାୟା ଉମର ରାସ୍ତା କାମ…

3 years ago

ମଣିପୁର ହିଂସାକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ ୫ ଦାବି ରଖିଲା କଂଗ୍ରେସ

ନୂଆଦିଲ୍ଲୀ,୨୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ଦିବସୀୟ ବିଦେଶ ଗସ୍ତରୁ ଫେରିବା ପରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଅମିତ…

3 years ago

ବାହାଘରରେ ମାର୍କଣ୍ଡି ସାଜିଲା ବାଛୁରୀ

ଭୁବନେଶ୍ୱର,୨୬।୬(ଶର୍ମିଷ୍ଠା ପାଣିଗ୍ରାହୀ): ମାର୍କଣ୍ଡି ସାଜିଛି ବାଛୁରୀ। କଥାଟି ବିଶ୍ୱାସ ହେଉ ନ ଥିଲେ ବି ସତ। ଭୁବନେଶ୍ୱର ଉପକଣ୍ଠ ପଥରଗାଡିଆରେ ଏଭଳି ଘଟଣା ଦେଖିବାକୁ ମିଳିଛି। ମୁକୁଟ…

3 years ago

ଅଙ୍ଗଦାନ କରି ୪ ଜୀବନ ବଞ୍ଚାଇଲେ ପ୍ରସନ୍‌ଜିତ୍‌

ଭୁବନେଶ୍ୱର,୨୬।୬(ଅଭିଜିତ ଦାସ): ଅଙ୍ଗଦାନ କରି ୪ଜଣଙ୍କ ଜୀବନ ବଞ୍ଚାଇଛନ୍ତି ପ୍ରସନ୍‌ଜିତ୍‌ ମହାନ୍ତି। ଓଡିଶା ଅଙ୍ଗଦାନ କ୍ଷେତ୍ରରେ ଏହା ଏକ ବିରଳ ଘଟଣା ବୋଲି କୁହାଯାଉଛି। ସମ୍‌ ଅଲ୍ଟିମେଟ…

3 years ago