Home Left

ଓପିଜିସିକୁ ଶ୍ରେଷ୍ଠ ବିଦ୍ୟୁତ୍‌ ଉପତ୍ାଦନକାରୀ କମ୍ପାନୀ ପୁରସ୍କାର

ନୂଆଦିଲ୍ଲୀ,୨୪।୬: ଓଡ଼ିଶା ପାୱାର ଜେନେରେଶନ କର୍ପୋରେଶନ(ଓପିଜିସି) ଲିମିଟେଡ୍‌କୁ ଚଳିତ ବର୍ଷର ଶ୍ରେଷ୍ଠ ବିଦ୍ୟୁତ୍‌ ଉପତ୍ାଦନକାରୀ କମ୍ପାନୀ ଭାବେ ପୁରସ୍କୃତ କରାଯାଇଛି। ଉଲ୍ଲେଖଯୋଗ୍ୟ, ଏନର୍ଜି ଲିଡରଶିପ୍‌ ସମ୍ମିଳନୀ ଏବଂ ଆୱାର୍ଡ…

3 years ago

ସହରର ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ)/ ଜଳେଶ୍ୱର(ରବିନାରାୟଣ ପାତ୍ର)/ବସ୍ତା(ହରିଶଙ୍କର ପାଢୀ)/ ବାଲିଆପାଳ(ଗୋପାଳ ଚନ୍ଦ୍ର ସାହୁ)/ଲଙ୍ଗଳେଶ୍ୱର(କମଳାକାନ୍ତ ଦାସ), ୨୪ା୬: ବାଲେଶ୍ୱର ଜିଲା ଗସ୍ତର ଦ୍ୱିତୀୟ ଦିନରେ ଶୁକ୍ରବାର ୫-ଟି ସଚିବ…

3 years ago

ଶ୍ରେଷ୍ଠ-୧୦୦ ପ୍ରଭାବଶାଳୀ କମ୍ପାନୀରେ ମିଶୋ ସାମିଲ

ନୂଆଦିଲ୍ଲୀ,୨୪।୬: ଦେଶର ପ୍ରମୁଖ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ନିକଟରେ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ଓ ସ୍ବୀକୃତି ପ୍ରାପ୍ତ କରିଛି। ବିଶେଷକରି ବ୍ରାଣ୍ଡ୍‌ ଚଳିତ ବର୍ଷରେ ବିଶ୍ୱର ଶ୍ରେଷ୍ଠ-୧୦୦…

3 years ago

ପୁରୀ ରଥଯାତ୍ରାର ସୁଗମ୍‌ ଦର୍ଶନ ସୁଯୋଗ

ଭୁବନେଶ୍ୱର,୨୪।୬: ଭାରତର ଅଗ୍ରଣୀ ଦେୟ ଏବଂ ଆର୍ଥତ୍କ ସେବା ପ୍ରଦାନ ତଥା କ୍ୟୁଆର୍‌ ଓ ମୋବାଇଲ ପେମେଣ୍ଟର ପ୍ରମୁଖ କମ୍ପାନୀ ପେଟିଏମ୍‌ ପକ୍ଷରୁ ଏକ ଅଭିନବ ସୁବିଧା ସମ୍ପର୍କରେ…

3 years ago

ଗାଁ ରାସ୍ତା ଅବରୋଧ, ପହଞ୍ଚି ପାରିଲାନି ଆମ୍ବୁଲାନ୍ସ

କୋଡ଼ପଡା,୨୪ା୬(ରଞ୍ଜିତ କୁମାର ରଣା): ଗାଁକୁ ଭଲ ରାସ୍ତା ଥାଇ ମଧ୍ୟ ରୋଗୀଙ୍କ ଘରେ ପହଞ୍ଚତ୍ ପାରିଲାନି ଆମ୍ବୁଲାନ୍ସ। ଅସୁସ୍ଥ ବୃଦ୍ଧାଙ୍କୁ ୨୦୦ମିଟର ଟେକି ଟେକି ନେଲେ ଗ୍ରାମବାସୀ।…

3 years ago

ପ୍ରଭାବିତ ହେଉଛି ପାଠପଢ଼ା

ବଅଁରପାଳ,୨୪ା୬ (ଉପେନ୍ଦ୍ର ରାଉତ): ସ୍କୁଲ ସ୍ଥାପନ ବେଳେ ଗୁଣାତ୍ମକ ଶିକ୍ଷାଦାନ ଉପରେ ଗୁରୁତ୍ୱ ଦିଆଯାଇଥିଲା। ସେଥିପାଇଁ ୭ ଜଣ ଶିକ୍ଷକଙ୍କୁ ନିଯୁକ୍ତି ମିଳିଥିଲା। ପ୍ରତିବର୍ଷ ମାଟ୍ରିକ ପରୀକ୍ଷାରେ…

3 years ago

ପୋଖରୀ ନାଁ ବଦଳାଇ ଚାଲିଛି ହରିଲୁଟ

ବୁଗୁଡ଼ା,୨୪ା୬(କାଳି ଚରଣ ଦାଶ): ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଗଞ୍ଜାମ ଜିଲା ଦେଶରେ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛି। ତେବେ ଏହି ଯୋଜନାରେ କେଉଁଠି…

3 years ago

ମା’କୁମ୍ଭୀର ପ୍ରଜନନ ବେଳେ ଅଧିକ ହିଂସ୍ର

ମହାକାଳପଡ଼ା,୨୪ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ଓ ମହାନଦୀ ତ୍ରିକୋଣଭୂମି ଅବବାହିକା ଅଞ୍ଚଳ ନଦୀ ନାଳ ଘେରା। ଜୁନ୍‌, ଜୁଲାଇରେ ମା’ ବଉଳା…

3 years ago

ଜୈର ବୋଲସୋନାରୋଙ୍କ ରାଜନୈତିକ ଭବିଷ୍ୟତ ଅନିଶ୍ଚିତ

ବ୍ରାସିଲିଆ୨୪ା୬: ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଜୈର ବୋଲସୋନାରୋଙ୍କ ରାଜନୈତିକ ଭବିଷ୍ୟତ ଅନିଶ୍ଚିତତା ଦେଇ ଗତିକରୁଛି। ଦେଶର ନିର୍ବାଚନ ପ୍ରକ୍ରିୟାକୁ ନେଇ ଅନାସ୍ଥାଭାବ ବିସ୍ତାର କରିବା ଉଦ୍ଦେଶ୍ୟରେ ସେ…

3 years ago

ଲିଜ୍‌ ଏରିଆ ବାହାରୁ ବାଲି ଲୁଟ୍‌

କାଏମା,୨୪ା୬(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ତହସିଲ ଅନ୍ତର୍ଗତ ବ୍ରାହ୍ମଣୀ ଓ କାଏମା କେଲୁଅ ନଦୀର ଲିଜ୍‌ ଏରିଆ ବାହାରୁ ବେଧଡ଼କ ଭାବେ ଶହଶହ ଟ୍ରିପ ବାଲି ଲୁଟ୍‌ ହେଉଥିବା…

3 years ago