Home Left

ମୋବାଇଲ ପାଇଁ ଜୀବନ ନେଇଥିଲେ ଜଗନ୍ନାଥ

ଭୁବନେଶ୍ୱର,୬।୫(ବ୍ୟୁରୋ): ମୋବାଇଲ୍‌ ଫୋନ୍‌କୁ ନେଇ ମଦ ନିଶାରେ ସାଥୀ ଡ୍ରାଇଭର ଅଶୋକ ସେଠୀଙ୍କୁ ହତ୍ୟା କରିଥିଲେ ଅଭିଯୁକ୍ତ ଜଗନ୍ନାଥ ଧୀବର। ଗାଡି ଜଗ୍‌ ରଡ୍‌ରେ ମୁଣ୍ଡକୁ ପିଟିବା…

3 years ago

ସୁଦାନରୁ ଭାରତୀୟଙ୍କୁ ସୁରକ୍ଷିତ ଫେରାଉଛନ୍ତି କେନ୍ଦ୍ର ସରକାର: ଧର୍ମେନ୍ଦ୍ର

ଭୁବନେଶ୍ବର, ୬ା୫(ବ୍ୟୁରୋ): ସୁଦାନରେ ହିଂସା ଦ୍ୱାରା ପ୍ରଭାବିତ ହୋଇଥିବା ଓଡ଼ିଆଙ୍କ ସମେତ ଭାରତୀୟଙ୍କୁ ସୁରକ୍ଷିତ ଭାବେ କେନ୍ଦ୍ର ସରକାର ଉଦ୍ଧାର କରୁଛନ୍ତି। ଆକସନ୍‌ ମୋଡ୍‌ରେ କେନ୍ଦ୍ର ସରକାର…

3 years ago

ଲେଡିଜ୍‌ ହଷ୍ଟେଲକୁ ଢେଲା ମାଡ଼, ୧୦ରୁ ଊର୍ଦ୍ଧ୍ୱ ଯୁବତୀ ଆହତ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜଧାନୀରେ ରୋଡ଼ ରୋମିଓଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଜଣେ ଯୁବତୀଙ୍କୁ କମେଣ୍ଟ ଓ ଢ଼େଲା ମାଡ଼କୁ ବିରୋଧ କରିବାରୁ ୧୦ରୁ ଉଦ୍ଦର୍‌ବ ଯୁବକ ତାତିଯାଇ ହାଇଡ୍ରାମା…

3 years ago

ଆତଙ୍କବାଦୀ-ଯବାନ ମୁହାଁମୁହିଁ: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୬।୫:ଜମ୍ମୁ-କଶ୍ମୀରର ରାଜୌରି ଜିଲାର କାଣ୍ଡି ଜଙ୍ଗଲରେ ଶନିବାର ଏନ୍‌କାଉଣ୍ଟର ଘଟି ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଥିବା ଜଣାପଡିଛି। ଏନେଇ ଅଞ୍ଚଳରେ…

3 years ago

ମରାମତି ଅଭାବରୁ ନଷ୍ଟ ହେଲାଣି ୪ ସରକାରୀ ବସ୍‌

ରାୟଗଡ଼ା, ୬।୫ (ସ୍ବ.ପ୍ର.) ଓଡ଼ିଶା ରାଜ୍ୟ ପରିବହନ ନିଗମ (ଓଏସ୍‌ଆର୍‌ଟିସି)ର ରାୟଗଡ଼ା ଜୋନ୍‌ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୂରଦୃଷ୍ଟି ଅଭାବ ଯୋଗୁ ପୁଣି ବନ୍ଦ ସ୍ଥିତିକୁ ଆସିଗଲାଣି। ଏହି…

3 years ago

‘ଧରଣୀଧରଙ୍କ ନୀତିଆଦର୍ଶର ପ୍ରାସଙ୍ଗିକତା ରହିଛି’

ଭୁବନେଶ୍ୱର,୬ା୫(ବ୍ୟୁରୋ): କେନ୍ଦୁଝର ଭୂୟାଁ ସମ୍ପ୍ରଦାୟର ଲୋକେ ଅତ୍ୟାଚାରୀ ଇଂରେଜ ଓ ରାଜତନ୍ତ୍ର ବିରୋଧରେ ବହୁବାର ବିଦ୍ରୋହ କରିଥିଲେ। ସେଥିମଧ୍ୟରୁ ପ୍ରମୁଖ ବିଦ୍ରୋହ ଥିଲା ଧରଣୀଧରଙ୍କ ନେତୃତ୍ୱାଧୀନ ଧରଣୀମେଳି,…

3 years ago

ଜଙ୍ଗଲରେ ବିତୁଛି ପ୍ରମିଳାଙ୍କ ଜୀବନ

ପିପିଲି,୬।୫(ଡି.ଏନ.ଏ.): ପିପିଲି ବ୍ଲକ ଅଞ୍ଚଳରେ ଜଣେ ବୃଦ୍ଧା ପ୍ରାୟ ୨୦ବର୍ଷରୁ ଅଧିକ ସମୟ ହେବ ଜଙ୍ଗଲ ଭିତରେ ଦୁର୍ବିସହ ଜୀବନଯାପନ କାଟୁଛନ୍ତି। ସେ ହେଉଛନ୍ତି ପ୍ରମିଳା ସ୍ବାଇଁ, ବୟସ…

3 years ago

କାଗଜପତ୍ରରେ ରୋଗୀ ସେବା

ସୁନାବେଡ଼ା, ୬।୫ (ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ା ପୌର ପରିଷଦ ଅଞ୍ଚଳରେ କାଗଜପତ୍ରରେ ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର। ୨୦୧୫-୧୬ରେ ୧୭ଲକ୍ଷ ୬୪ହଜାର ଟଙ୍କା ଖର୍ଚ୍ଚ କରି ଏଇଏଫ୍‌ ମାର୍କେଟ-ହାଉସିଂ…

3 years ago

ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

ରାସୋଳ, ୬ା୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜରେ ଶୁକ୍ରବାର ପୁଣି ମୁଣ୍ଡ ନେଇଛି ଗୋଠଛଡ଼ା ଦନ୍ତା। ମୃତକ ହେଲେ ରାସୋଳ ସେକ୍ସନ ଜରଡ଼ା ପଞ୍ଚାୟତ ଅନ୍ତର୍ଗତ ବାଲିକିଆରୀ…

3 years ago

୮ରେ ରତ୍ନଭଣ୍ଡାର ମାମଲାର ଶୁଣାଣି

ପୁରୀ ଅଫିସ,୬। ୫: ଆସନ୍ତା ୮ତାରିଖରେ ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଶୁଣାଣି ହେବ। ସେହିଦିନ ଶୁଣାଣିବେଳେ କୋର୍ଟରେ ରତ୍ନଭଣ୍ଡାରର ରତ୍ନଅଳଙ୍କାର ଗଣତି ସମ୍ପର୍କରେ ରାଜ୍ୟ ସରକାର…

3 years ago