Home Left

ସୁରକ୍ଷାବାହିନୀକୁ ବଡ଼ ସଫଳତା: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୨୨।୮: ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀ ବଡ଼ ସଫଳତା ହାସଲ କରିଛି। ପୁଞ୍ଚର ବାଲାକୋଟ ସେକ୍ଟରରେ ଏଲଓସି ନିକଟରେ ଆତଙ୍କବାଦୀ ପ୍ରବେଶକୁ ପଣ୍ଡ କରିଛନ୍ତି ସୁରକ୍ଷା ବାହିନୀ।…

3 years ago

ଗଛ ତଳେ ମୋବାଇଲ ଧରି ପଢୁଛନ୍ତି ବିଦ୍ୟାର୍ଥୀ

ଧରାକୋଟ,୨୨ା୮(ବିଷ୍ଣୁ କେଶରୀ ଆଚର୍ଯ୍ୟ): ଧରାକୋଟ ଅଞ୍ଚଳରେ ନେଟ ୱାର୍କ ସମସ୍ୟା ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ପହଞ୍ଚିଛି। ଗାଁ ଗାଁ ରେ ମୋବାଇଲ ସମସ୍ୟାକୁ ନେଇ ଭିନ୍ନ ଭିନ୍ନ…

3 years ago

ପୁଅ ଅଭିଷେକଙ୍କୁ ସାଙ୍ଗ ଭାବନ୍ତି ବିଗ୍‌ ବି

ଟିଭିର ସବୁଠାରୁ ଲୋକପ୍ରିୟ କୁଇଜ ଶୋ ‘କୌନ ବନେଗା କରୋଡପତି’ ପୁଣି ଥରେ ଆରମ୍ଭ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅନେକ ପ୍ରତିଯୋଗୀ ହୋଷ୍ଟ ଅମିତାଭ ବଚ୍ଚନଙ୍କ ପ୍ରଶ୍ନର…

3 years ago

ବିପଦ ସାଜିଛି ଦାସିଙ୍ଗବାଡ଼ି, ଶ୍ରାନିକେତା ଘାଟି

ଦାରିଙ୍ଗବାଡି ୨୨ା୮(ଅରୁଣ ସାହୁ ): ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଏକାଧିକ ଘାଟି ରାସ୍ତା ଏବେ ବିପଦପୂର୍ଣ୍ଣ ହୋଇଛି। ବାରମ୍ବାର ବର୍ଷା ଯୋଗୁ ଚଳିତବର୍ଷ ଶ୍ରାନିକେତାର ଜାତୀୟରାଜପଥ ଘାଟି…

3 years ago

ଇଙ୍ଗିନାଠି ସୋସାଇଟିରେ ୨ କୋଟି ଠକେଇ ଅଭିଯୋଗ

ଭଞ୍ଜନଗର,୨୨ା୮(ବାବୁଲା ପ୍ରଧାନ): ବେଲଗୁଣ୍ଠା ବ୍ଲକ ଇଙ୍ଗିନାଠି ସେବା ସମବାୟ ସମିତି (ସୋସାଇଟି)ରେ ଜମାକାରୀଙ୍କ ନାମରେ ପ୍ରାୟ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି।…

3 years ago

କୋହଲି-ପାଣ୍ଡ୍ୟାଙ୍କ କ୍ଲବରେ ବୁମ୍‌ରା

ନୂଆଦିଲ୍ଲୀ,୨୨।୮: ଭାରତୀୟ ଦଳ ବର୍ତ୍ତମାନ ଆୟର୍ଲାଣ୍ଡ ଗସ୍ତରେ ଅଛି। ଏଠାରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି ଭାରତ। ଏହି ସିରିଜର ପ୍ରଥମ ୨ ମ୍ୟାଚରେ…

3 years ago

ଆଦର୍ଶ ବିବାହ: ଭିନ୍ନକ୍ଷମ ଅଲେଖଙ୍କ ଆଖି ହେବେ ଦମୟନ୍ତୀ

କେନ୍ଦ୍ରାପଡ଼ା, ୨୨ା୮ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଚକ ରଘୁନାଥପୁର ଗ୍ରାମର ଦୃଷ୍ଟିବାଧିତ ଭିନ୍ନକ୍ଷମ ଯୁବକ ଅଲେଖ ଚନ୍ଦ୍ର ଜେନାଙ୍କ ସହିତ ସହରର ଅଯୋଦ୍ଧାନଗରସ୍ଥିତ ଆଂଶିକ…

3 years ago

ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା ୨୫ଶହ ଛୁଇଁବ

ଭୁବନେଶ୍ୱର,୨୨।୮(ଅଭିଜିତ ଦାସ):ରାଜ୍ୟରେ ଦିନକୁ ଦିନ ଡେଙ୍ଗୁ ବ୍ୟାପୀ ଚାଲିଥିବାବେଳେ ସ୍ଥିତି ବିଗିଡିବାରେ ଲାଗିଛି। ଇତିମଧ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨୫ଶହ ମୁହାଁ ହୋଇଛି। ଗତ ୨୦ ତାରିଖ…

3 years ago

କୋରାପୁଟ କଫିକୁ ଇନ୍‌ଷ୍ଟାଣ୍ଟ ମାନ୍ୟତା

କୋରାପୁଟ,୨୨ା୮(ଅମିତାଭ ବେହେରା):କୋରାପୁଟ ଇନ୍‌ଷ୍ଟାଣ୍ଟ କଫିକୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଥିବାରୁ କୋରାପୁଟ କଫି ଚାଷୀ ଓ କୋରାପୁଟ ଜିଲାବାସୀଙ୍କ ମଧ୍ୟରେ ଆନନ୍ଦ ଖେଳିଯାଇଛି ା…

3 years ago

ଅକ୍ଟୋବର ପରେ ନାଟମଣ୍ଡପ ମରାମତି

ପୁରୀ, ୨୨ା୮(ଅଜିତ ମହାନ୍ତି):ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ, ଭାରତୀୟ ପ୍ରତ୍ନତାତ୍ତ୍ୱିକ ସବେର୍ର୍ର୍କ୍ଷଣ (ଏଏସ୍‌ଆଇ) ଅଧିକାରୀ ଏବଂ ସଂରକ୍ଷକ (କନ୍‌ଜରଭେଶନ୍‌) ନିର୍ଦ୍ଦେଶକ ସୋମବାର ଶ୍ରୀମନ୍ଦିରର ସ୍ଥିତି ଯାଞ୍ଚ କରିଛନ୍ତି।…

3 years ago