ଭୁବନେଶ୍ୱର,୨୦।୮(ସୂର୍ଯ୍ୟକାନ୍ତ ବେହେରା)ଚଢ଼ାଉବେଳେ ଧଉଳି ଥାନା ପୋଲିସ୍ ଟିମ୍ ଉପରେ ଅପରାଧୀ ଗ୍ୟାଙ୍ଗ୍ର ସଂଘବଦ୍ଧ ଆକ୍ରମଣ ହୋଇଛି। ଲିଙ୍ଗିପୁର ୩୧/୧୧ କେଭି ସବ୍ଷ୍ଟେଶନ ନିକଟରେ ଏହି ଘଟଣା ଘଟିଛି।…
ଭୁବନେଶ୍ୱର,୨୦।୮ (ସୂର୍ଯ୍ୟକାନ୍ତ ବେହେରା)କମିଶନରେଟ ପୋଲିସର ସ୍ବତନ୍ତ୍ର କ୍ରାଇମ ୟୁନିଟ୍ ପାଣ୍ଡରାରେ ଚଢ଼ାଉ କରି ନିଶା ରାକେଟର ପର୍ଦ୍ଦାଫାଶ କରିଛି। ଏହାସହ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…
ଭୁବନେଶ୍ୱର,୨୦।୮(ଅଭିଜିତ ଦାସ):ଯାତ୍ରୀଙ୍କ ଚାହିଦା ଓ ସୁବିଧାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ଷ୍ଟେଶନରେ ପରୀକ୍ଷାମୂଳକ ଭାବେ ଟ୍ରେନ୍ଗୁଡିକର ରହଣି ପାଇଁ ବ୍ୟବସ୍ଥା ହୋଇଛି। କାଳୁପଡାଘାଟରେ…
ସାକ୍ଷୀଗୋପାଳ,୨୦।୮(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ପୁରୀ ଜିଲାରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଗସ୍ତର ଶନିବାର ଦ୍ୱିତୀୟ ଦିନରେ କାକଟପୁର, ନିମାପଡ଼ା ପରେ ଶେଷରେ ସତ୍ୟବାଦୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।…
ବାରିପଦା,୨୦ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍ଏମ୍) ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରସୂତି ଓ ଶିଶୁ ବିଭାଗରେ ଅଗ୍ନିକାଣ୍ଡ…
ଯୋଡ଼ା,୨୦ା୮(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଟାଟା ଷ୍ଟିଲ ଡାକ୍ତରଖାନାରେ ଡାକ୍ତରଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ଯୋଡ଼ା…
ଢେଙ୍କାନାଳ,୨୦ା୮(ରତନ ନାୟାର)ଚଳୁ କରିଦେଲେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ପାଇଁ ଆସିଥିବା ଅର୍ଥ। ଏର୍ନେଷ୍ଟ ମନି ଡିପୋଜିଟ୍ (ଇଏମ୍ଡି) ବାବଦ ଠିକାଦାରଙ୍କ ଟଙ୍କା ବି ଖାଇଗଲେ। ଏଭଳି ବିଭିନ୍ନ…
ରାୟଗଡ଼ା,୨୦ା୮(ଆଶିଷ ରଞ୍ଜନ ପଣ୍ଡା)ଜାଲ୍ ସାର୍ଟିଫିକେଟ ଦେଇ ଚାକିରି କରିବା ମହଙ୍ଗା ପଡ଼ିଛି। ରାୟଗଡ଼ା ଜିଲା ଶିକ୍ଷା ବିଭାଗ ପକ୍ଷରୁ ୧୨ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଶନିବାର ଚାକିରିରୁ ବହିଷ୍କୃତ…
ସୋନପୁର,୨୦।୮(ମୃତ୍ୟୁଞ୍ଜୟ ଶତପଥୀ)ମହାନଦୀର ଖଇରମାଳ ଓ ଗୋଧନେଶ୍ୱର ନିକଟରେ ବହୁ ପ୍ରତୀକ୍ଷିତ ଇନ୍ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକ୍ଚର ନିର୍ମାଣ ହେବ। ଏହି ୨ ପ୍ରକଳ୍ପ ପାଇଁ ପ୍ରାୟ ୧୯୫୦ କୋଟି…
ସମ୍ବଲପୁର,୨୦ା୮(ଶୁଭାଶିଷ ପାଢ଼ୀ)ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନା (ଡିଏଚ୍ଏଚ୍)ରେ ଶନିବାର ଏକ ନବଜାତ ଶିଶୁ ବଦଳ ନେଇ ଅଭିଯୋଗ ହୋଇଛି। ବ୍ରଜରାଜନଗର ରାମପୁରର ଦମ୍ପତି ରାଜକୁମାର ଗିରି ଓ…