ଓ୍ବାଶିଂଟନ,୧୨।୫: ଗତ ବର୍ଷ ମେ’ ମାସରେ ଓ୍ବେଷ୍ଟ ବ୍ୟାଙ୍କରେ ଜଣେ ଜଣାଶୁଣା ଖବରଦାତା ଶିରିନ ଅବୁ ଅକଲେଡଙ୍କର ଗୁଳି ବାଜିବାରୁ ମୃତ୍ୟୁ ହୋଇଥିଲା। ଉତ୍ତର ଓ୍ବେଷ୍ଟ ବ୍ୟାଙ୍କର…
ନୟାଗଡ଼ ଅଫିସ,୧୨।୫: ନୟାଗଡ଼ ଜିଲା ଶ୍ରମ କାର୍ଯ୍ୟାଳୟରେ କମ୍ପ୍ୟୁଟର କିଣା ଓ ଆଉଟ ସୋସିର୍ର୍ଂ ଏଜେନ୍ସିଂ ଚୟନରେ ଫିକି୍ସଂ କରାଯାଇ ଥିବା ଅଭିଯୋଗ ହୋଇଛି। ଜିଲା ଶ୍ରମ…
ନୟାଗଡ଼ ଅଫିସ/ରଣପୁର, ୧୨।୫(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ତହସିଲ ମୟୂରଝାଲିଆ ମୌଜାର ବେଆଇନ ମାଙ୍କଡ଼ାପଥର ଓ ମୋରମ ଖଣି ସମ୍ପର୍କିତ ମାମଲାରେ ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି)…
ନୂଆଗାଁ,୧୨।୫(ଡି.ଏନ.ଏ.): ଅଧିକାଂଶ ସମୟରେ ଛୋଟ ପିଲାମାନଙ୍କ ଗଠନ ମୂଳକ ପରାମର୍ଶ ସଫଳତା ଆଣିଥାଏ। ସେମିତି ଜଣେ ୧୧ବର୍ଷ ବୟସ୍କ ଝିଅର ପରାମର୍ଶରେ ଜଣେ ଯୁବକ ନିଜ ପରିବାରର…
ଭୁବନେଶ୍ୱର,୧୨।୫(ବ୍ୟୁରୋ): ୨୦୨୨ ସୁଦ୍ଧା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କାଘର ଯୋଗାଇ ଦେବାକୁ ସରକାର ଘୋଷଣା କରିଥିଲେ। ସେଥିପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର କାର୍ଯ୍ୟକ୍ରମ ଆରମ୍ଭ…
ପୁରୀ ଅଫିସ,୧୨ା୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭୂସମ୍ପତ୍ତିର ପରିଚାଳନା ଓ ସୁରକ୍ଷା ସମ୍ପର୍କରେ ଏକ ସମୀକ୍ଷା ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର…
ମୋରଡ଼ା,୧୨ା୫(ଡି.ଏନ୍.ଏ.): ଶିକ୍ଷାର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ବର୍ତ୍ତମାନ ରାଜ୍ୟର ପ୍ରାୟ ସମସ୍ତ ବିଦ୍ୟାଳୟ ୫-ଟି ଅନ୍ତର୍ଭୁକ୍ତ ହେବା…
କୋଲକାତା,୧୨ା୫: ଆଇପିଏଲ୍ ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି ରାଜସ୍ଥାନ ରୟାଲ୍ସର ଓପନିଙ୍ଗ ବ୍ୟାଟର ଯଶସ୍ବୀ ଜୟସ୍ବାଲ। ମାତ୍ର ୧୩ ବଲ୍ରୁ ଅର୍ଦ୍ଧଶତକ ସହିତ ସେ ଇତିହାସ…
ଭୁବନେଶ୍ବର,୧୨ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ମତଦାନ ହାର ୭୯.୨୧ ପ୍ରତିଶତ ହୋଇଛି। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ନିକୁଞ୍ଜ ବିହାରୀ ଧଳ ଗୁରୁବାର ସୂଚନା ଦେଇଛନ୍ତି।…
ଜଗତ୍ସିଂହପୁର ଅଫିସ, ୧୧ା୫: ୨୦୧୯ ସାଧାରଣ ନିର୍ବାଚନରେ ଜଗତ୍ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳଙ୍କ ପରାଜୟ ହୋଇଥିଲା। ଏହା ପରଠାରୁ ଚିରଞ୍ଜୀବ କାଁ ଭାଁ…