Home Left

ଜ୍ଞାନବାପି ମସ୍‌ଜିଦ ‘ଶିବଲିଙ୍ଗ’ର ବିଜ୍ଞାନସମ୍ମତ ସର୍ଭେ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପ୍ରୟାଗରାଜ, ୧୩ା୫(ଆଇଏଏନ୍‌ଏସ୍‌):ଜ୍ଞାନବାପି ମସ୍‌ଜିଦ ପରିସରରେ ଥିବା ‘ଶିବଲିଙ୍ଗ’ର ବୟସ ନିଶ୍ଚିତ କରିବା ଲାଗି ଏହାର ବିଜ୍ଞାନସମ୍ମତ ସର୍ବେକ୍ଷଣ କରାଇବାକୁ ଅଲ୍ଲାହାବାଦ ହାଇକୋର୍ଟ ଶୁକ୍ରବାର ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେଗଟ…

3 years ago

ଓଟିଇଟି ନିୟମ ବଦଳିଲା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ (ଓଟିଇଟି) ବୈଧତା ସୀମା ବୃଦ୍ଧି କରିଛନ୍ତି। ଥରେ ଓଟିଇଟି ପାସ୍‌ କଲେ ଆଉ ପରୀକ୍ଷା ଦେବାକୁ ପଡ଼ିବ…

3 years ago

ଦୁର୍ଗମ ତୁଳସୀ ଗାଁରେ ବରିଷ୍ଠ ପୋଲିସ ଅଧିକାରୀ

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକରେ ଥିବା ଦୁର୍ଗମ ତୁଳସୀ ଘାଟିରେ ଗତ ମାସଠାରୁ ଅସ୍ଥାୟୀ ବିଏସ୍‌ଏଫ୍‌ କ୍ୟାମ୍ପ ଖୋଲାଯାଇଛି। ଶୁକ୍ରବାର ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସଞ୍ଜୀବ…

3 years ago

ଖଗେଶ୍ୱରଙ୍କ ଜାମିନ ଖାରଜ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଦୀର୍ଘଦିନ ହେବ…

3 years ago

ଆଇଟିଆଇ ଛାତ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର ,୧୩ା୫ (ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଥିବା ଏକ ବୈଷୟିକ ଶିକ୍ଷାନୁଷ୍ଠାନ ହଷ୍ଟେଲରେ ଜଣେ ଆଇଟିଆଇ ଛାତ୍ର ଫ୍ୟାନ୍‌ରେ ଗାମୁଛା ଦ୍ୱାରା ଝୁଲି ଆତ୍ମହତ୍ୟା କରିଛନ୍ତି।…

3 years ago

୧୫ରୁ ଦୁବାଇକୁ ସିଧାସଳଖ ଉଡ଼ିବ ବିମାନ

ଭୁବନେଶ୍ୱର, ୧୩।୫ (ବ୍ୟୁରୋ): ଆସନ୍ତା ୧୫ ତାରିଖ ସୋମବାରଠାରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବ। ଏଥିପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସମସ୍ତ ପ୍ରକ୍ରିୟା ଶେଷ…

3 years ago

ରାଜଧାନୀ ସୁପରଫାଷ୍ଟରେ ନିଆଁ

ବାଲେଶ୍ୱର ଅଫିସ/ ଜଳେଶ୍ୱର,୧୩ା୫(ଡି.ଏନ.ଏ.): ନୂଆଦିଲ୍ଲୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ୨୨୮୨୪ ଡାଉନ୍‌ ରାଜଧାନୀ ଟ୍ରେନ୍‌ର ପେଣ୍ଟ୍ରିକାର୍‌ ଚକରେ ଶୁକ୍ରବାର ନିଅଁା ଲାଗିଯାଇଥିଲା। ହେଲେ ଲୋକୋ ପାଇଲଟଙ୍କ ଉପସ୍ଥିତ…

3 years ago

ପରମବୀରଙ୍କ ବିରୋଧରେ ଅଭିଯୋଗ ପ୍ରତ୍ୟାହାର

ମୁମ୍ବାଇ, ୧୩ା୫ (ଆଇଏଏନ୍‌ଏସ୍‌): ମୁମ୍ବାଇ ପୋଲିସର ପୂର୍ବତନ କମିଶନର ପରମବୀର ସିଂଙ୍କ ବିରୋଧରେ ଥିବା ସମସ୍ତ ଅଭିଯୋଗକୁ ମହାରାଷ୍ଟ୍ର ସରକାର ପ୍ରତ୍ୟାହାର କରିନେଇଛନ୍ତି। ଏଥିସହ ଶୁକ୍ରବାର ତାଙ୍କ…

3 years ago

ମାଲକାନଗିରିରେ ହଁ, କୋରାପୁଟରେ ନା

କଳ୍ପତରୁ ମହାନ୍ତି ବୈପାରିଗୁଡ଼ା, ୧୩ା୫: ଦୀର୍ଘବର୍ଷର ଦାବି ସତ୍ତ୍ୱେ କୋରାପୁଟ ଜିଲାରେ ବସବାସ କରୁଥିବା ‘ଦୁରୁଆ’ଙ୍କୁ ମିଳୁନାହିଁ ଆଦିବାସୀ ମାନ୍ୟତା। ପଡ଼ୋଶୀ ମାଲକାନଗିରି ଜିଲାରେ ସମାନ ବର୍ଗର…

3 years ago

ବାପା ଭୂମିକା ତୁଲାଇବେ ଦୂତୀ

ଭୁବନେଶ୍ୱର, ୧୩।୫ (କ୍ରୀଡ଼ା ପ୍ରତିନିଧି): ସମଲିଙ୍ଗୀ ବିବାହକୁ ନେଇ ତର୍କବିତର୍କ ଲାଗି ରହିଥିବାବେଳେ ଭାରତର ସ୍ପ୍ରିଣ୍ଟ୍‌ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ଏବେ ପୁଣି ଚର୍ଚ୍ଚାକୁ ଆସିଛନ୍ତି।…

3 years ago