Home Left

ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଲୋଗୋ ଉନ୍ମୋଚିତ

ଲକ୍ଷ୍ନୌ, ୬ା୫: ଉତ୍ତର ପ୍ରଦେଶ ଲକ୍ଷ୍ନୌଠାରେ ଶୁକ୍ରବାର କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂ ଠାକୁର ‘ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଉତ୍ତରପ୍ରଦେଶ…

3 years ago

ଗାଡ଼ି କିସ୍ତି ଦେବାକୁ ଆସୁଥିଲେ: ଦୁର୍ଘଟଣାରେ ଦାଦା, ପୁତୁରା ମୃତ

କାମାକ୍ଷାନଗର, ୬।୫(ଡି.ଏନ୍‌.ଏ.): ଯେଉଁ ଗାଡ଼ିର ଇଏମ୍‌ଆଇ କିସ୍ତି ଦେବାକୁ ଆସୁଥିଲେ ସେହି ଗାଡ଼ି ଦୁର୍ଘଟଣାରେ ଲିଭିଗଲା ଦାଦା, ପୁତୁରାଙ୍କ ଜୀବନ ଦୀପ। ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା…

3 years ago

ବିଲାଓ୍ବଲ ଆତଙ୍କ ଶିଳ୍ପର ମୁଖପାତ୍ର: ଜୟଶଙ୍କର

ପାଣଜୀ, ୬ା୫: ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ ଆତଙ୍କ ଶିଳ୍ପର ମୁଖପାତ୍ର ବୋଲି ଶୁକ୍ରବାର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ଆତଙ୍କ ଭିଆଉଥିବା ଅପରାଧୀ…

3 years ago

ଯାଜପୁରର ପୂର୍ବତନ ଜିଲାପାଳଙ୍କୁ ଲୋକାୟୁକ୍ତଙ୍କ ଜବାବ ଦାଖଲ ନୋଟିସ

ଯାଜପୁର ଅଫିସ,୬।୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବିଛାଖଣ୍ଡି କଳାପଥର ଖାଦାନରୁ ହରିଲୁଟ ମାମଲାରେ କଟକ ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ପକ୍ଷରୁ ଲୋକାୟୁକ୍ତରେ ତଦନ୍ତ ରିପୋର୍ଟ ଦାଖଲ…

3 years ago

ଆମେରିକାରେ ୪୦ ବିଲିୟନ ଡଲାର ନିବେଶ କରିଛନ୍ତି ଭାରତୀୟ କମ୍ପାନୀ

ଓ୍ବାଶିଂଟନ, ୬ା୫: ଆମେରିକାରେ ୧୬୩ ଭାରତୀୟ କମ୍ପାନୀ ବର୍ତ୍ତମାନ ସୁଦ୍ଧା ୪୦ ବିଲିୟନ ଡଲାରରୁ ଊର୍ଦ୍ଧ୍ୱ ପୁଞ୍ଜିନିବେଶ କରିଛନ୍ତି। ଏହାଦ୍ୱାରା ସେଠାରେ ୪,୨୫,୦୦୦ ନିଯୁକ୍ତି ସୁଯୋଗ ସୃଷ୍ଟି…

3 years ago

ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଗ୍ରହଣ କଲା ଲୋକ ସଭା

ସମ୍ବଲପୁର,୬।୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାବେଳେ ହିଂସା ଘଟିଥିଲା। ଆହତ ଓ ମୃତକଙ୍କ ପରିବାରକୁ ଭେଟିବାକୁ ଆସୁଥିବା ସମୟରେ ଭାଜପା ସଂସଦୀୟ ଟିମ୍‌କୁ ସମ୍ବଲପୁର ସୀମାକୁ ପୂରାଇ…

3 years ago

ଆଜି କିଙ୍ଗ୍‌ ଚାଲର୍‌ସଙ୍କ ରାଜ୍ୟାଭିଷେକ

ଲଣ୍ଡନ, ୬ା୫:  ବ୍ରିଟେନ୍‌ ରାଜା ଚାଲର୍‌ସ ତୃତୀୟ ଏବଂ କୁଇନ୍‌ ଅଫ୍‌ କନ୍‌ଶର୍ଟ କାମିଲାଙ୍କ ରାଜ୍ୟାଭିଷେକ ଶନିବାର ଖୁବ୍‌ ଆଡମ୍ବର ସହକାରେ ପାଳନ ହେବାକୁ ଯାଉଛି। ସ୍ଥାନୀୟ…

3 years ago

ପଞ୍ଚାୟତକୁ ହାଇସ୍ପିଡ୍‌ ଇଣ୍ଟରନେଟ୍‌ ସୁବିଧା ପାଇଁ ୩ ସଂସ୍ଥା ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ବର, ୬।୫(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ଗ୍ରାମପଞ୍ଚାୟତକୁ ହାଇସ୍ପିଡ୍‌ ଇଣ୍ଟରନେଟ୍‌ ସେବା ଯୋଗାଇଦେବା ପାଇଁ ଶୁକ୍ରବାର ଓପିଟିସିଏଲ୍‌, ଭାରତ ସଞ୍ଚାର ନିଗମ ଲିମିଟେଡ୍‌ ଏବଂ ଓଡ଼ିଶା କମ୍ପ୍ୟୁଟର ପ୍ରୟୋଗ…

3 years ago

ମଣିପୁରର ସବୁ ଜିଲାରେ ହାଇ ଆଲର୍ଟ

ଇମ୍ଫାଲ/ନୂଆଦିଲ୍ଲୀ,୬ା୫: ମଣିପୁର ରାଜଧାନୀ ଇମ୍ଫାଲରେ ବୁଧବାର ନାଗା ଓ କୁକି ସମ୍ପ୍ରଦାୟର ଲୋକେ ‘ଆଦିବାସୀ ଏକତା ଶୋଭାଯାତ୍ରା’ କରୁଥିବାବେଳେ ସଂଖ୍ୟାବହୁଳ ମେଇତି ଅଣଆଦିବାସୀଙ୍କ ପକ୍ଷରୁ ଟାର୍ଗେଟ କରାଯାଇଥିଲା।…

3 years ago

ଗର୍ଭାଶୟରେ ଶିଶୁର ବ୍ରେନ୍‌ ସର୍ଜରି

ଓ୍ବାଶିଂଟନ୍‌, ୬।୫: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଇତିହାସ ସୃଷ୍ଟି ହୋଇଛି। ପ୍ରଥମଥର ପାଇଁ ବିଶ୍ୱରେ ଜଣେ ଗର୍ଭସ୍ଥ ଶିଶୁର ମସ୍ତିଷ୍କରେ ସଫଳତାର ସହ ଅସ୍ତ୍ରୋପଚାର କରାଯାଇଛି। ଆମେରିକାର…

3 years ago