Home Left

କ୍ଷୀର,ମିଠା ଅର୍ପଣ ଯୋଗୁ ବାବୁଲନାଥ ମନ୍ଦିର ଶିବଲିଙ୍ଗରେ ଫାଟ: ବମ୍ବେ ଆଇଆଇଟି ରିପୋର୍ଟ…

ମୁମ୍ବାଇ,୨୬।୩ : ଦକ୍ଷିଣ ମୁମ୍ବାଇରେ ଥିବା ଦ୍ୱାଦଶ ଶତାବ୍ଦୀର ଶ୍ରୀ ବାବୁଲନାଥ ମନ୍ଦିରରେ ଶିବଲିଙ୍ଗ ଉପରେ ଫାଟ ସୃଷ୍ଟି ହେବାର କାରଣ ସାମ୍ନାକୁ ଆସିଛି। ଆଇଆଇଟି ବମ୍ବେ…

3 years ago

ପଛୁଆ ବର୍ଗଙ୍କ ପ୍ରତି ରାହୁଲ ଗାନ୍ଧୀଙ୍କ ଟିପ୍ପଣୀ ଅକ୍ଷମଣୀୟ: ଭାଜପା

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଦେଶର ସମ୍ବିଧାନ ଓ ଆଇନର ଊର୍ଦ୍ଧ୍ୱରେ କେହି ନୁହନ୍ତି। କିନ୍ତୁ ଗାନ୍ଧୀ ପରିବାର ନିଜକୁ ଦେଶର ଆଇନର ଊର୍ଦ୍ଧ୍ୱରେ ବୋଲି ମନେକରିବା ଦୁର୍ଭାଗ୍ୟଜନକ। ଏକ ଜାତୀୟ…

3 years ago

ଦେଶର ଗଣତନ୍ତ୍ର ବିପଦରେ: ୟାସିର

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଜେଲ ଏବଂ ଲୋକ ସଭା ସଦସ୍ୟ ପଦ ରଦ୍ଦ ପ୍ରତିବାଦରେ ଶନିବାର ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି।…

3 years ago

ବିରୋଧୀଙ୍କୁ ମୂଳୋତ୍ପାଟନ ଲାଗି ଭାଜପାର ଷଡ଼ଯନ୍ତ୍ର

ଭୁବନେଶ୍ୱର,୨୬।୩(ବ୍ୟୁରୋ): ରାହୁଲ ଗାନ୍ଧୀଙ୍କ ଏମ୍‌ପି ପଦ ରଦ୍ଦ ଘଟଣାକୁ ନେଇ ଶନିବାର ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ଆହୂତ ସର୍ବଦଳୀୟ ବୈଠକରେ ତ୍ରୀବ ନିନ୍ଦା କରାଯାଇଛି। ପିସିସି ସଭାପତି…

3 years ago

କେଶରୀ ଇଷ୍ଟେଟ୍‌ ସଂସ୍ଥା ଏମ୍‌ଡିଙ୍କ ଘରୁ ଦେଢ଼ କେଜି ସୁନା ଜବତ ସୂଚନା

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଘର ଦେବା ଆଳରେ ଜମାକାରୀଙ୍କଠାରୁ କେଶରୀ ଇଷ୍ଟେଟ୍‌ ସଂସ୍ଥା ସାଢ଼େ ୫କୋଟି ଟଙ୍କା ଠକେଇ ମାମଲାର ବେଆଇନ ଅର୍ଥ କାରବାର ଦିଗକୁ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)…

3 years ago

ଐତିହ୍ୟ ରୂପାନ୍ତର ପୁରୀର ଗୁରୁତ୍ୱ ବୃଦ୍ଧି କରିବ

ଭୁବନେଶ୍ୱର(ବ୍ୟୁରୋ)/ପୁରୀ/କଟକ ଅଫିସ,୨୬।୩:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଆଗେଇ ଚାଲିଛି। ଏହାକୁ ତ୍ୱରାନ୍ବିତ କରିବା ଉଦ୍ଦେଶ୍ୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌…

3 years ago

ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଜିଲା ଗସ୍ତ ଆଜି

ଛତ୍ରପୁର,୨୬।୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲା ଗସ୍ତରେ ଆସିବେ। ଏନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।…

3 years ago

ହୃଦରୋଗୀଙ୍କୁ ମାଗଣାରେ ବିଶ୍ୱସ୍ତରୀୟ ଚିକିତ୍ସା ମିଳିବ

ଭୁବନେଶ୍ୱର, ୨୬।୩ (ବ୍ୟୁରୋ):  ହୃଦ୍‌ରୋଗୀଙ୍କୁ ରାଜ୍ୟ ସରକାର ମାଗଣାରେ ବିଶ୍ୱସ୍ତରୀୟ ଚିକିତ୍ସା ସେବା ଯୋଗାଇଦେବେ। ଏଥିପାଇଁ ଶନିବାର ପ୍ରଶାନ୍ତି ମେଡିକାଲ ସର୍ଭିସ ଆଣ୍ଡ୍‌ ରିସର୍ଚ୍ଚ ଫାଉଣ୍ଡେଶନ (ପିଏମ୍‌ଏସ୍‌ଆର୍‌ଏଫ୍‌)…

3 years ago

ଅଭିନେତା ଶ୍ରୀତମ ଦାସଙ୍କ ମାତୃ ବିୟୋଗ

କଟକ ଅଫିସ,୨୬।୩: ଅଭିନେତା, ପ୍ରଯୋଜକ, ନିର୍ଦ୍ଦେଶକ ଶ୍ରୀତମ୍‌ ଦାସଙ୍କ ମା’ ସଂଯୁକ୍ତା ଦାସ(୭୪)ଙ୍କର ଶନିବାର ଅପରାହ୍ନ ପ୍ରାୟ ୫ଟା ୧୦ ମିନିଟ୍‌ରେ କଟକ କନିକା ଛକସ୍ଥିତ ବାସଭବନରେ…

3 years ago

ଯବାନ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୨୬।୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଶନିବାର ଗୁଳି ବିନିମୟ ହୋଇଛି। ବହୁପରିମାଣର ବିସ୍ଫୋରକ ସାମଗ୍ରୀ ପୋଲିସ ଜବତ କରିଛି। ଖବରରୁ ଜଣାପଡିଛି, ନାରାୟଣପୁର…

3 years ago