Home Left

ହିଣ୍ଡେନ୍‌ବର୍ଗ ରିପୋର୍ଟ ପରେ ଜାକ୍‌ ଡୋର୍ସିଙ୍କର ୫୨୬ ନିୟୁତ ଡଲାର କ୍ଷତି

ନୂଆଦିଲ୍ଲୀ, ୨୫ା୩: ଆମେରିକାର ତଦନ୍ତକାରୀ ଗ୍ରୁପ୍‌ ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ଗୁରୁବାର ଜାକ୍‌ ଡୋର୍ସିଙ୍କ ମୋବାଇଲ୍‌ ପେମେଣ୍ଟ୍‌ସ ସଂସ୍ଥା ବ୍ଲକ୍‌ ବିରୋଧରେ ଅନିୟମିତତା ଅଭିଯୋଗ ଆଣିଥିଲା। ଏହାର କିଛି…

3 years ago

କେବେ ଖୋଲିବ ହାଡ଼ବନ୍ଧ ପୋଖରୀ

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୁରୁଣା ସହରରେ ସୌନ୍ଦର୍ଯ୍ୟକରଣ ହୋଇଥିବା ହାଡ଼ବନ୍ଧ ପୋଖରୀ ସର୍ବସାଧାରଣଙ୍କ ପାଇଁ ଖୋଲିପାରିନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଗସ୍ତ ସମୟରେ ୭…

3 years ago

ଶିକ୍ଷା କ୍ଷେତ୍ରରେ ଶ୍ରେଷ୍ଠ ୧୦ ରାଜ୍ୟରେ ଓଡ଼ିଶା: ମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ସ୍କୁଲ ରୂପାନ୍ତରଣ କେବଳ ଭିତ୍ତିଭୂମିର ବିକାଶରେ ସୀମିତ ନୁହେଁ, ଶିକ୍ଷକ ନିୟୋଜନ ମଧ୍ୟ ଏହାର ଏକ ଅବିଚ୍ଛେଦ୍ୟ ଅଙ୍ଗ। ୨୦୨୩-୨୪ରେ ୧୦୪୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର…

3 years ago

ଅର୍ଥ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ, ୨୫ା୩: ଆଦାନୀ ଗ୍ରୁପ୍‌ର ଷ୍ଟକ୍‌ ଜାଲିଆତି ଅଭିଯୋଗର ତଦନ୍ତ ଯୁଗ୍ମ ସଂସଦୀୟ କମିଟି (ଜେପିସି) ଦ୍ୱାରା କରାଯିବା ଦାବିରେ ବିରୋଧୀ ଦଳଗୁଡ଼ିକ ଲୋକ ସଭାରେ ହଟ୍ଟଗୋଳ…

3 years ago

ଶିକ୍ଷା ବ୍ୟବସ୍ଥାକୁ ନେଇ ଘେରିଲେ ବିରୋଧୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ସ୍କୁଲଗୁଡ଼ିକୁ ୫-ଟି ମଡେଲରେ କେବଳ ପାକିସ୍ତାନୀ ରଙ୍ଗ ବୋଳିଲେ ହେବନାହିଁ। ଶିକ୍ଷାର ମାନ ବଢ଼ାଇବାକୁ ପଡ଼ିବ। ଯେଉଁଠି ଶିକ୍ଷା ନାହିଁ ସେଠାରେ ସାମାଜିକ କିମ୍ବା ଅର୍ଥନୈତିକ…

3 years ago

ପଣ୍ୟ ବୋଝେଇ ପରିବହନରେ ରେକର୍ଡ

ଭୁବନେଶ୍ୱର, ୨୫।୩(ବ୍ୟୁରୋ): ଚଳିତ ୨୦୨୨-୨୩ ଆର୍ଥିକ ବର୍ଷ ଶେଷ ପୂର୍ବରୁ ପୂର୍ବତଟ ରେଳପଥ ପଣ୍ୟ ପରିବହନ କ୍ଷେତ୍ରରେ ରେକର୍ଡ ସୃଷ୍ଟି କରିଛି। ଏହି ବର୍ଷ ଶେଷ ହେବାକୁ…

3 years ago

ଦେଶବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ

ନୂଆଦିଲ୍ଲୀ,୨୫ା୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆପରାଧିକ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲ ଦଣ୍ଡାଦେଶ ପାଇବାର ଦିନକ ପରେ ଶୁକ୍ରବାର ଲୋକ…

3 years ago

କାଳବୈଶାଖୀ କ୍ଷୟକ୍ଷତି ଆକଳନ କଲେ ଅଧିକାରୀ

ବୈଶିଙ୍ଗା,୨୫ା୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ଗତ ତିନିଦିନ ତଳେ ତାଣ୍ଡବ ରଚିଥିଲା। ଏଥିରେ ବୈଶିଙ୍ଗା ଥାନା ଅନ୍ତର୍ଗତ ପାଟଳିପୁରା ପଞ୍ଚାୟତର ବୁଢ଼ାବଳଙ୍ଗ ନଦୀ ଅବବାହିକା ଓ…

3 years ago

ଟ୍ରକ୍‌ ଧକ୍କାରେ ଛାତ୍ରୀଙ୍କ ମୃତ୍ୟୁ

ଭୁବନ, ୨୫ା୩(ଡି.ଏନ୍‌.ଏ.): ସରିଥିଲା ମାଟ୍ରିକ୍‌ ପରୀକ୍ଷା। ସ୍କୁଲ ଛୁଟି ହୋଇଯାଇଥିବାରୁ ଛୁଟି କଟାଇବାକୁ ବାପାଙ୍କ ସହ ଆସୁଥିଲେ ମାମୁଘରକୁ। ହେଲେ ଏହି ଖୁସି ଉଭେଇଗଲା ଅଧାବାଟରେ। ଦ୍ରୁତଗତିରେ…

3 years ago

ଶିଖରଚଣ୍ଡୀ ପାହାଡ଼ରେ ୪ ହାତୀ

ଭୁବନେଶ୍ୱର (ବ୍ୟୁରୋ)/ ବାରଙ୍ଗ,୨୫।୩(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ଶିଖରଚଣ୍ଡୀ ପାହାଡ଼ରେ ଶୁକ୍ରବାର ସକାଳେ ୪ଟିକିଆ ହାତୀପଲ ଥିବା ଜଣାପଡ଼ିବା ପରେ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ଦିନତମାମ ଏହି ହାତୀପଲ…

3 years ago