Home Left

ଭିଏସ୍‌ଏସ୍‌ ନଗରରେ ବାଣ ବିସ୍ଫୋରଣ: ଜଣେ ଗୁରୁତର

ଭୁବନେଶ୍ୱର,୩।୪(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଭିଏସ୍‌ଏସ୍‌ ନଗରରେ ସୋମବାର ସନ୍ଧ୍ୟାରେ ବାଣ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ଗୁରୁତର ହୋଇଛନ୍ତି। ଘରେ ବାଣ ଭିଡ଼ୁଥିବା ବେଳେ ଏଭଳି ଘଟିଥିବା ଜଣାପଡ଼ିଛି…

3 years ago

ଶାଗ ତୋଳିବା ବେଳେ ଗଛରୁ ଖସିପଡି ଚାଲିଗଲା ଜୀବନ

ବାଲିଗୁଡା,୩।୪:(ଡି.ଏନ.ଏ): ଶାଗ ତୋଳିବା ବେଳେ ଗଛରୁ ଖସିପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଅଞ୍ଚଳରେ ଏଭଳି ଘଟଣା…

3 years ago

ପାଟଣା ରେଞ୍ଜରେ ଗୋଠଛଡ଼ା ଦନ୍ତା ଗାଁରେ ବୁଲିଲା, ୪ ଘର ଭାଙ୍ଗିଲା

ପାଟଣା,୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ମାଛଗଡ଼ ସାଉଥ ଓ ନର୍ଥ ବିଟ୍‌ ଅଞ୍ଚଳରେ ଏକ ଗୋଠଛଡ଼ା ଦନ୍ତାହାତୀ ପଶି ଉତ୍ପାତ କରିଛି। ରାତିରେ…

3 years ago

ଟସ୍‌ ଜିତି ଲକ୍ଷ୍ନୌର ବୋଲିଂ ନିଷ୍ପତ୍ତି

ଚେନ୍ନାଇ,୩।୪: ଏମ୍‌ଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଆଇପିଏଲ୍‌ର ୬ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ…

3 years ago

ଯୌତୁକ ନିର୍ଯାତନା : ପୁଅକୁ ଆଣିବାକୁ ଯାଇ ମାଡ଼ ଖାଇଲେ ମହିଳା

ବ୍ରହ୍ମପୁର ଅଫିସ,୩ା୪: ବ୍ରହ୍ମପୁର ସଦର ଥାନାରେ ଜନୈକା ମହିଳା ଶିବାନୀ ସାହୁଙ୍କୁ ତାଙ୍କ ଶଶୁର ଘରେ ଅଧିକ ଯୌତୁକ ଦାବି କରି ମାନସିକ ଓ ଶାରୀରିକ ନିର୍ଯାତନା…

3 years ago

୬୯ ଦୋକାନ ଘର, କୋଟିଏ ଟଙ୍କାର ସାମଗ୍ରୀ ଜଳିପୋଡି ପାଉଁଶ

କେନ୍ଦୁଝର,୩।୪(ସ୍ବ.ପ୍ର.) : କେନ୍ଦୁଝର ସହର ରାସ ମନ୍ଦିର ବଜାରରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୬୯ଟି ଖୁଚୁରା ଦୋକାନ ଜଳି ଯାଇଥିବାବେଳେ ବ୍ୟାପକ ସାମଗ୍ରୀ…

3 years ago

ଟିଡିସିସିଓଏଲ୍‌ର ଉପାଧ୍ୟକ୍ଷ ହେଲେ ଦିଲୀପ

ଦାରିଙ୍ଗବାଡ଼ି,୩।୪(ଡି.ଏନ୍‌.ଏ.): ରାଜ୍ୟରେ ଲଘୁ ବନଜାତ ସାମଗ୍ରୀର ସଂଗ୍ରହ ଓ ବିକ୍ରି ବ୍ୟବସ୍ଥା କରି ଆଦିବାସୀମାନଙ୍କ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଗଠିତ ଆଦିବାସୀ ଉନ୍ନୟନ ସମବାୟ ନିଗମର ବିଭିନ୍ନ…

3 years ago

ଷ୍ଟାଟସ୍‌ ଦେଇ ଜୀବନ ହାରିଲେ ଛାତ୍ର

ଚେନ୍ନାଇ,୩।୪: ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଆଇଆଇଟି) ମାଡ୍ରାସ୍‌ରେ ୩୨ ବର୍ଷୀୟ ପିଏଚ୍‌ଡି ଛାତ୍ର ସଚିନ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିବା ପୂର୍ବରୁ ସେ ‘ଆଇ ଆମ୍‌…

3 years ago

ଜେଲରୁ ମୁକୁଳିବା ପରେ କମିଲା ସିଦ୍ଧୁଙ୍କ ସୁରକ୍ଷା

ଚଣ୍ଡିଗଡ଼,୩।୪: ଜେଲରୁ ବାହାରିବା ପରେ ନବଜୋତ ସିଂ ସିଦ୍ଧୁଙ୍କ ସୁରକ୍ଷା ହ୍ରାସ ପାଇଛି। କେନ୍ଦ୍ର ଓ ରାଜ୍ୟ ସରକାର ତାଙ୍କ ସୁରକ୍ଷାକୁ କମାଇ ଦେଇଛନ୍ତି। ପୂର୍ବରୁ ସିଦ୍ଧୁଙ୍କୁ…

3 years ago

ହନୁମାନ ଜୟନ୍ତୀରେ ରାମ ନବମୀ ଘଟଣାର ପୁନରାବୃତ୍ତି ନ ହେଉ: ମମତା

କୋଲକାତା,୩।୪: ପଶ୍ଚିମବଙ୍ଗରେ ରାମ ନବମୀ ଉତ୍ସବରେ ହୋଇଥିବା ହିଂସାକାଣ୍ଡ ପରେ ସୋମବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହନୁମାନ ଜୟନ୍ତୀ ଉତ୍ସବରେ ଯେପରି କୌଣସି ହିଂସାକାଣ୍ଡ ନ ହୁଏ…

3 years ago