Home Left

ଗିରଫ ନା ଆମତ୍ସମର୍ପଣ

ଓ୍ବାଶିଂଟନ,୧।୪: ୨୦୦୬ ଜୁଲାଇ ମାସର କଥା। ଆମେରିକାର ତତ୍କାଳୀନ ବିଶିଷ୍ଟ ବ୍ୟବସାୟୀ ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ୬୦ ବର୍ଷ ହେଉଥିଲା। ୨୭ ବର୍ଷୀୟା ପର୍ନ ଆକ୍ଟେସ୍‌ ଷ୍ଟର୍ମି ଡାନିଏଲ୍ସ…

3 years ago

୪୦ ହଜାର ହେକ୍ଟର ମୁଗ ଫସଲ ପ୍ରଭାବିତ

ଜଗତ୍‌ସିଂହପୁର ଅଫିସ, ୧ା୪: ଜଗତ୍‌ସିଂହପୁର ଜିଲାରେ ଚଳିତବର୍ଷ ପାଖାପାଖି ୪୦ ହଜାର ହେକ୍ଟର ଜମିରେ ହୋଇଥିବା ମୁଗଚାଷ ମଧ୍ୟରୁ ଅଧିକାଂଶ ବହୁମାତ୍ରାରେ ପ୍ରଭାବିତ ହୋଇଛି। କାଳବୈଶାଖୀ ଯୋଗୁ…

3 years ago

ତୃଣମୂଳସ୍ତରରେ ପହଞ୍ଚତ୍ ନାହିଁ ଉନ୍ନୟନ ଯୋଜନା

କେନ୍ଦ୍ରାପଡ଼ା ଅଫିସ, ୧ା୪: ରାଜ୍ୟ ସରକାର ୧୯୯୩ ଏପ୍ରିଲ ୧ରେ ଅବିଭକ୍ତ କଟକ ଜିଲାକୁ ଭାଗ କରି କେନ୍ଦ୍ରାପଡ଼ାକୁ ସ୍ବତନ୍ତ୍ର ଜିଲା ମାନ୍ୟତା ପ୍ରଦାନ କରିଥିଲେ। ଇତିମଧ୍ୟରେ…

3 years ago

କୋରେଇ ପାଇଁ ଚିନ୍ତାରେ ବିଜେଡି

ଯାଜପୁର ଅଫିସ,୧ା୪: ଯାଜପୁର ଜିଲାର କୋରେଇ ନିର୍ବାଚନ ମଣ୍ଡଳୀରେ ୨୦୦୦ ମସିହା ପରେ କେହି ଜଣେ ନେତା ତିଷ୍ଠି ପାରିନାହାନ୍ତି। ଏବେ ପୁଣି ବାହାର ଅଞ୍ଚଳ ନେତାଙ୍କ…

3 years ago

ଏମ୍‌ପି ପଦ ଯିବା ପରେ ବି କର୍ନାଟକରେ ନିର୍ବାଚନୀ ପ୍ରଚାର କରିବେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏପ୍ରିଲ ୯ରେ କର୍ନାଟକ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ରାହୁଲ ଗାନ୍ଧୀ କୋଲାରରେ ଏକ ରାଲିରେ ସମ୍ବୋଧିତ…

3 years ago

ତଦନ୍ତରେ ବାଧକ ସାଜିଲା ଝଡ଼ବର୍ଷା

ରସୁଲପୁର,୧ା୪(ଡି.ଏନ.ଏ.): କୁଆଖିଆ ଥାନା ରାହାମ୍ବା ପଞ୍ଚାୟତ ମିର୍ଜାପୁର ଗ୍ରାମର କୁଳମଣି ଲେଙ୍କାଙ୍କ ପୁଅ ବିକାଶ ଲେଙ୍କାଙ୍କ ହତ୍ୟା ମାମଲାର ତତନ୍ତ ଆରମ୍ଭ ହୋଇଥିବାବେଳେ ଝଡ଼ବର୍ଷା ଏଥିରେ ବାଧକ…

3 years ago

୧୦ବର୍ଷ ପରେ ହେଲା ଦଶାହ କର୍ମ

ଧୋଡ୍ରା, ୧।୪(ଡି.ଏନ୍‌.ଏ.): ଦଶବର୍ଷ ହେଲା ଦାଦନ ଖଟିବାକୁ ଯାଇ ଫେରିନାହାନ୍ତି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଧାମନାଗୁଡ଼ା ପଞ୍ଚାୟତ ସଦର ଗାଁର ଅସମନ କଲାର। ଦୀର୍ଘ ଦିନ…

3 years ago

ଅବସର ନେଲେ ମୋନା ଶର୍ମା, ନିକୁଞ୍ଜ ସୁନ୍ଦରାୟ

ଭୁବନେଶ୍ବର, ୧ା୪(ବ୍ୟୁରୋ): ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାର ୨ ଅଧିକାରୀ ତଥା ବରିଷ୍ଠ ଆଇଏଏସ୍‌ ଅଫିସର ମୋନା ଶର୍ମା ଓ ନିକୁଞ୍ଜ ସୁନ୍ଦରାୟ ଶୁକ୍ରବାର ସରକାରୀ ଚାକିରିରୁ…

3 years ago

ବ୍ୟୟ ମଞ୍ଜୁରୀ ବିଲ୍‌ ପାରିତ

ଭୁବନେଶ୍ବର, ୧ା୪(ବ୍ୟୁରୋ): ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୩୦ ହଜାର କୋଟି ଟଙ୍କାର ବ୍ୟୟମଞ୍ଜୁରୀ ବିଲ୍‌ ବିଧାନସଭାର ଅନୁମୋଦନ ଲାଭ କରିଛି।…

3 years ago

ଓଡ଼ିଆ ଲିପିର ଅଭ୍ୟୁଦୟ

ଖ୍ରୀଷ୍ଟାବ୍ଦ ଦଶମ ଓ ଏକାଦଶ ଶତାବ୍ଦୀରେ ସୋମବଂଶୀ ଶାସକ ଏବଂ କାଳକ୍ରମେ ଗଙ୍ଗ ଶାସକଙ୍କ ଅଭିଲେଖାରେ ପ୍ରନତ୍-ନାଗରୀ ପ୍ରଭାବ ଦେଖିବାକୁ ମିଳେ। ଏହି ସମୟରେ ଅକ୍ଷରଗୁଡ଼ିକ ବୃତ୍ତଳ…

3 years ago