ମାଲକାନଗିରି,୩ା୩: ଓଡ଼ିଶା ସୀମାବର୍ତ୍ତୀ ଗ୍ରାମଗୁଡିକ ପ୍ରତି ଅବହେଳା କରାଯାଉଥିବା ଏବଂ ସୀମାନ୍ତ ରାଜ୍ୟ ଏହାର ସୁଯୋଗ ନେଇ ଓଡିଶାର କୋରାପୁଟ ଜିଲା ଓ ମାଲକାନଗିରି ଜିଲା ଭିତରକୁ…
ନୂଆଦିଲ୍ଲୀ,୩।୩: କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାଷଣକୁ ନେଇ ଭାଜପା ତାଙ୍କୁ ଟାର୍ଗେଟ୍ କରିଛି। ପାର୍ଟି ନେତା ଅନୁରାଗ ଠାକୁର ଶୁକ୍ରବାର ରାହୁଲଙ୍କ ବିବୃତ୍ତିକୁ…
ବାଲେଶ୍ୱର,୩ା୩(ଡି.ଏନ୍.ଏ.): ବସ୍ତା ବ୍ଲକ ଅନ୍ତର୍ଗତ କରଞ୍ଜିଆ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ମିଳିଥିବା ସୂଚନାନୁସାରେ, ଗୁରୁବାର ବିଳମ୍ବିତ ରାତିରେ ୫-୬ ଟି…
ବାରିପଦା ଅଫିସ,୩ା୩: ଶୁକ୍ରବାର ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ଦ୍ବିତୀୟ ଦିନ ଗସ୍ତରେ ଆସି ବାରିପଦାରେ ପହଞ୍ଚିଛନ୍ତି। ରାଇରଙ୍ଗପୁର ସଡ଼କ ପଥରେ ବାହାରି ଦୁଆରଶୁଣି…
ଭୁବନେଶ୍ୱର,୩।୩(ବ୍ୟୁରୋ): ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ…
ଅନୁଗୋଳ ଅଫିସ, ୩ା୩: ଅନୁଗୋଳ ଜିଲାରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଯାଇଛି। ଜିଲାରେ ନୂତନ ଏସ୍ପି ଭାବେ ସୁଧାଂଶୁ ଶେଖର ମିଶ୍ର ଯୋଗଦେବା ପରେ ଏକ ବଡ଼ ଧରଣର…
ଭୁବନେଶ୍ୱର, ୩।୩(ବ୍ୟୁରୋ):ସ୍ବାସ୍ଥ୍ୟସେବା କ୍ଷେତ୍ରକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏବେ ହସ୍ପିଟାଲରେ ବାୟୋମେଟ୍ରିକ ଆଟେଣ୍ଡାନ୍ସ ବ୍ୟବସ୍ଥା ଲାଗୁ କରିବାକୁ ଯାଉଛନ୍ତି। ୨୦୨୩-୨୪ ଆର୍ଥତ୍କ ବର୍ଷରୁ ଏହା…
ଫୁଲବାଣୀ ଅଫିସ/ଫିରିଙ୍ଗିଆ,୩ା୩: ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟକଳାପରେ ଅତିଷ୍ଠ ଗ୍ରାମବାସୀ ଗୁରୁବାର ଚରମ ପଦକ୍ଷେପ ନେଇଛନ୍ତି। ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି…
ବେଙ୍ଗାଲୁରୁ,୩।୩: କର୍ନାଟକ ଲୋକାୟୁକ୍ତ ଦୁର୍ନୀତି ନିବାରଣ ୱିଙ୍ଗ ୪୦ ଲକ୍ଷ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ଭାଜପା ବିଧାୟକ ବିରୁପକ୍ଷପ୍ପା ମାଡାଲଙ୍କ ପୁଅକୁ ଗିରଫ କରିଛି। ବିଧାୟକଙ୍କ…
ଢେଙ୍କାନାଳ ଅଫିସ/କାମାକ୍ଷାନଗର (ଡି.ଏନ୍.ଏ.)୩।୩: ଢେଙ୍କାନାଳ ଜିଲା କାମାକ୍ଷାନଗର ପ୍ରାଥମିକ କୃଷି ସେବା ସମବାୟ ସମିତି ପରିସରରେ ଜିଲାର ପ୍ରଥମ ମାଣ୍ଡିଆ ମଣ୍ଡି ଗୁରୁବାରଠାରୁ ଆରମ୍ଭ ହୋଇଛି। ମୁଖ୍ୟ…