ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ମଙ୍ଗଳବାରରୁ ଆରମ୍ଭ ହୋଇଛି। ଦେଶୀ ବେହେରା ସାହିଠାରେ ଅସ୍ଥାୟୀ ମଣ୍ଡପରେ ସାଜସଜ୍ଜା ସରିଥିଲା।…
ନୂଆଗଡ଼/ଆର.ଉଦୟଗିରି,୫ା୪: ରାଜ୍ୟରେ ସହରାଞ୍ଚଳମାନଙ୍କରେ ୫-ଜି ମୋବାଇଲ ସେବା ଚାଲୁ ରହିଥିବା ବେଳେ ଗ୍ରାମାଞ୍ଚଳରେ ମିଳୁନି ମୋବାଇଲ ସେବା। ଗାଁ ଗହଳିରେ ମୋବାଇଲ ଟାୱାର ହେବ ବୋଲି ସରକାର…
ଭୁବନେଶ୍ୱର,୫।୪(ବ୍ୟୁରୋ): ୪ ଦଫା ଦାବି ନେଇ ରାଜ୍ୟର ବିଭିନ୍ନ ବେସରକାରୀ ସ୍କୁଲର ଶିକ୍ଷୟିତ୍ରୀ ଶିକ୍ଷକ ମଙ୍ଗଳବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଭୁବନେଶ୍ୱର ଲୋୟର ପିଏମ୍ଜିରେ ଧାରଣା ଦେବା ସହ…
ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟର ସରକାରୀ ହାଇସ୍କୁଲରେ ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା ଶିକ୍ଷୟିତ୍ରୀ ଶିକ୍ଷକ ଦୀର୍ଘଦିନ ଧରି ସ୍ଥାୟୀ ନିଯୁକ୍ତି ଦାବି କରିଆସୁଛନ୍ତି। ବାରମ୍ବାର ଧାରଣା, ବିକ୍ଷୋଭ ଓ ଆଲୋଚନା…
ଭୁବନେଶ୍ବର, ୫।୪(ବ୍ୟୁରୋ): ରାଜ୍ୟର କିଛି ଅଞ୍ଚଳରେ ଗୋମହିଷାଦିଙ୍କ ମଧ୍ୟରେ ଗତବର୍ଷ ସେପ୍ଟେମ୍ବରରୁ ଚର୍ମବିଣ୍ଡି ରୋଗ ଦେଖାଦେଇଛି। ବର୍ତ୍ତମାନ ସ୍ଥିତିରେ ଗୋମହିଷାଦିଙ୍କ କିଣାବିକା ଏବଂ ରାଜ୍ୟ ଭିତରେ ବାହାରେ…
ଛତ୍ରପୁର,୫ା୪(ଡି.ଏନ୍.ଏ): ୨୦୨୨ରେ ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁସଂଖ୍ୟା ଓଡିଶାରେ ସର୍ବାଧିକ ରହିଛି। ଠିକ୍ ସମୟରେ ଦୁର୍ଘଟଣାରେ ଆହତଙ୍କୁ ଆବଶ୍ୟକୀୟ ଚିକିସତ୍। ଏବଂ ଏଥିପାଇଁ ଆବଶ୍ୟକ ପଡୁଥିବା…
ପାତ୍ରପୁର,୫।୪(ଡି.ଏନ୍.ଏ): ଗଁାକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ନ ଯାଇପାରିବା ଫଳରେ ମୃତ ଦେଢ଼ବର୍ଷର ଝିଅକୁ ଡାକ୍ତରଖାନାରୁ ଦୀର୍ଘ ୧୦ କି.ମି. କାନ୍ଧରେ ବୋହି ନେଇଛନ୍ତି ବାପା।…
ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ବଡବଜାର ଥାନା ଶ୍ରୀକ୍ଷେତ୍ରବିହାର ରାସ୍ତାରେ ଗତ ୨୭ ତାରିଖରେ ପି.ରାଜେଶ ରାଓଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଉଦ୍ୟମ ହୋଇଥିଲା। ବଡବଜାର ପୋଲିସ ତଦନ୍ତ…
ବାଲିଗୁଡ଼ା,୫ା୪:(ଡି.ଏନ.ଏ): ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋଟଗଡ଼ ବ୍ଲକ ପିସିସି ସଭ୍ୟ ତଥା ବରିଷ୍ଠ କଂଗ୍ରେସ ନେତା ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ(୭୭)ଙ୍କ ପରଲୋକ ହୋଇଛି। ସେ ଦୀର୍ଘ…
ଅମରପାଲି,୫।୪(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରରେ ମଙ୍ଗଳବାର ଖେଳୁଥିବା ବେଳେ କୂଅରେ ପଡି ଦୁଇ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦେଢବର୍ଷର ସିଦ୍ଧିଶ୍ରୀ ଶତପଥୀ ଏବଂ ତିନିବର୍ଷର…