ନୂଆଦିଲ୍ଲୀ,୧୧।୧୨: ସୋସିଆଲ ମିଡିଆରେ ୬୨,୪୬୦ ପଦବୀ ପାଇଁ ରେଳବାଇ ଗ୍ରୁପ ଡି ନିଯୁକ୍ତି ସମ୍ପର୍କିତ ଏକ ବିଜ୍ଞପ୍ତି ଭାଇରାଲ ହେଉଛି, କିନ୍ତୁ ରେଳବାଇ ନିଯୁକ୍ତି ବୋର୍ଡ ଏପର୍ଯ୍ୟନ୍ତ…
ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ ପେଟକୁ…
ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା…
ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି ଦେଖିବାକୁ…
ନୂଆ ବର୍ଷ ଆରମ୍ଭ ହେବାକୁ ଆଉ ମାତ୍ର ଅଳ୍ପ ଦିନ ବାକି ରହିଛି ଏନେଇ ବିଭିନ୍ନ ଜ୍ୟୋତିଷ ବିସାରଦ ବିଭିନ୍ନ ଗ୍ରହ ନକ୍ଷତ୍ରର ଚାଲିକୁ ଦେଖି ନୂଆ ବର୍ଷର ଭବିଷ୍ୟବାଣୀ କରିବା ଜାରି ରଖିଛନ୍ତି ଏହାରି ମଧ୍ୟରେ ଶନିଙ୍କ ଚାଲି ଯୋଗୁଁ ନୂଆ ବର୍ଷରେ ଉପୁଜିବାକୁ ଥିବା ବିପଦ ପ୍ରାୟ ସମସ୍ତ ରାଶିର ବ୍ୟକ୍ତି ବିସେଷଙ୍କ ଧ୍ୟାନ ଆକର୍ଷଣ କରିଛି । ଜ୍ୟୋତିଷ ଗଣନା ଅନୁସାରେ ୨୦୨୬ ମସିହାରେ ଶନିଙ୍କର କୈଣସି ଗୋଚର ଚାଲି ନାହିଁ । ଏଣୁ ୨୦୨୫ ଭଳି ୨୦୨୬ରେ ମଧ୍ୟ ମେଷ, କୁମ୍ଭ ଓ ମୀନ ରାଶିରେ ଶନିଙ୍କ ସାଢେ ସାତ ଚାଲି ଜାରି ରହିବ । ଏହି ସାଢେ ସାତ ଚାଲିର ପ୍ରଥମ ସୋପାନ ମେଷ ରାଶିରେ, ତୃତୀୟ ସୋପାନ କୁମ୍ଭ ରାଶିରେ ଓ ଦ୍ୱିତୀୟ ସୋପାନ ମୀନ ରାଶିରେ ସଂଗଠିତ ହେବାକୁ ଯାଉଛି । ମୀନ ରାଶିରେ ଶନିଦେବଙ୍କ ସାଢେ ସାତ ଚାଲିର ଦ୍ୱିତୀୟ ସୋପାନ ରହୁଥିବାରୁ ଏହି ରାଶିତ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରେ ଚାକିରି, ବ୍ୟବସାୟ ଓ କ୍ୟାରିୟର କ୍ଷେତ୍ରରେ ବଡ ବାଧା ଉପୁଜିବ । ବାରମ୍ୱାର ଅସପଳତା ଯୋଗୁଁ ମନ ସର୍ବଦା ନିରାଶ ରହିବ । ଏହାଛଡା ଆପଣ ମାନସିକ ଚାପ ଅନୁଭବ କରିପାରନ୍ତି । ସଫଳତା ପାଇଁ ଅପଣଙ୍କୁ ଅବଶ୍ୟକତାଠୁ ଢେର ଅଧିକ ପରିଶ୍ରମ କରିବାକୁ ପଡିବ । ଆର୍ଥିକ ମାମଲାରେ ଆପଣଙ୍କୁ ଅଧିକ କ୍ଷତି ସହିବାକୁ ପଡିବ । ଆପମଙ୍କ ଲାଭ ତଥା ଆୟ ତଲମୁହାଁ ହେବ । ଆପମଙ୍କର ଖର୍ଚ୍ଚ ବଢିବା ସହ ସଞ୍ଚୟର ପରିମାଣ କମିକମି ଯିବ । ଏହାଛଡା ଆପଣ ବିଭିନ୍ନ ସ୍ଥାନରେ କରିଥିବା ନିବେଶ ବୁଡିଯିବାର ଆଶଙ୍କା ମଧ୍ୟ ରହିଛି ।
ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା ଅଡ଼ୁଆରେ…
ଦେଶର ସମ୍ୱିଧାନ କହେ ଆଇନ ଦୃଷ୍ଟିରେ ସମସ୍ତେ ସମାନ। ହେଲେ ବାସ୍ତବ କ୍ଷେତ୍ରରେ ତାହାର କାର୍ଯ୍ୟାନ୍ୱୟନ ବା ଅନୁପାଳନ ବେଳେ ହୁଏ କିନ୍ତୁ ଠିକ୍ ତା’ର ଓଲଟା।…
ମାନବ ଜାତି ପାଇଁ ପରମ ଉପକାରୀ ବନ୍ଧୁ ହେଉଛି ବିରଳ ନୀଳରକ୍ତ କଙ୍କଡ଼ା। ତା’ର ନୀଳରକ୍ତର କଣିକାରେ ଭରି ରହିଛି ଅମୂଲ୍ୟ ଔଷଧୀୟ ଗୁଣ। ବାଲେଶ୍ୱର ଏବଂ…
ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ କାର୍ଯ୍ୟରତ…