ଭୁବନେଶ୍ୱର,୨୦।୨(ବ୍ୟୁରୋ): ରାଜ୍ୟର ସମସ୍ତ ମେଣ୍ଟର ସ୍କୁଲଗୁଡ଼ିକ ନବମ ଶ୍ରେଣୀର ଫର୍ମେଟିଭ ଆସେସ୍ମେଣ୍ଟ(ଏଫ୍ଏ) ପରୀକ୍ଷା ଫଳକୁ ଫେବୃୟାରୀ ୧୫ରୁ ୨୨ ମଧ୍ୟରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ର ଏକ ଲିଙ୍କ୍ରେ…
ଭୁବନେଶ୍ୱର, ୨୦।୨(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍ ୨୦୨୩ର ଦ୍ୱିତୀୟ ସେସନ ବା ସେସନ-୨ ଏପ୍ରିଲ ୬ରୁ ୧୨ ମଧ୍ୟରେ ଅନୁଷ୍ଠିତ ହେବ।…
ସାଓ ପାଉଲୋ,୨୦ ।୨: ବ୍ରାଜିଲର ସବୁଠାରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ରାଜ୍ୟ ସାଓ ପାଉଲୋ ବନ୍ୟା ଓ ଭୂସ୍ଖଳନରେ ଖୁବ୍ ପ୍ରଭାବିତ ହୋଇଛି । ବ୍ରାଜିଲର ଅଧିକାରୀଙ୍କ…
ଲହୁଣୀପଡ଼ା,୧୯।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ମହୁଲପଦା ଥାନା ଅଧୀନ ମରଚିଢିହି ଗ୍ରାମରେ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ଏହାକୁ ଆତ୍ମହତ୍ୟାର ରୂପ…
ଗୁଆହାଟୀ,୧୯।୨: ଅରୁଣାଚଳ ପ୍ରଦେଶର ପଶ୍ଚିମ ଭାଗରେ ରବିବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୩.୮ ଥିବା ସୂଚନା ମିଳିଛି। ଭୂକମ୍ପର କେନ୍ଦ୍ରସ୍ଥଳ ଭୁଟାନ…
ମାଲକାନଗିରି,୧୬ା୨(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକ୍ମା ପୋଲିସ ନିକଟରେ ଗୁରୁବାର ୩୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୩ଜଣ ହାର୍ଡକୋର ମାଓବାଦୀ ଅଛନ୍ତି। ସେମାନଙ୍କ…
କେନ୍ଦୁଝର,୧୯।୨(ସ୍ବ.ପ୍ର.): ତେଲକୋଇ ବ୍ଲକ ସଲେଇକେନା ପଞ୍ଚାୟତର ଡିମିରିଆ ଗ୍ରାମରେ ପରିବାର କଲ୍ୟାଣ ଅସ୍ତ୍ରୋପଚାର କରିଥିବାରୁ ଭୂୟାଁ ସମ୍ପ୍ରଦାୟର ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଘରୁ ବାହାର କରିଦେବା…
ମାଉଣ୍ଟ ମଙ୍ଗାନୁଇ,୧୯ା୨: ଷ୍ଟୁଆର୍ଟ ବ୍ରଡ୍ ଓ ଜେମ୍ସ ଆଣ୍ଡରସନଙ୍କ ଚମତ୍କାର ବୋଲିଂ ସହାୟତାରେ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିବାରାତ୍ର କ୍ରିକେଟ ଟେଷ୍ଟକୁ ଇଂଲଣ୍ଡ ୨୬୭ ରନ୍ରେ ଜିତିନେଇଛି।…
ପଦ୍ମପୁର,୧୯।୨(ଡି.ଏନ୍.ଏ.): ପଦ୍ମପୁର ଉପନିର୍ବାଚନ ସମୟରେ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରାଯିବ। ବର୍ଷକ ଭିତରେ ପଦ୍ମପୁରକୁ ଜିଲା ମାନ୍ୟତା ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼…
ବସ୍ତା,୧୯।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ବାହାବଳପୁର ମୁହାଣରେ ରବିବାର ଏକ ବିଶାଳକାୟ ମଗର ମାଛକୁ ଜୀବନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହାର ଓଜନ ଅଢେଇ…