Home Left

ସବୁଠୁ ଛୋଟ ନଦୀ ‘ରୋଏ’

ୱାଶିଂଟନ: ଭାରତରେ ଅନେକ ନଦୀ ବହିଛି। ହେଲେ ଆମେ ସେହି ନଦୀ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଅତିକ୍ରମ କରିବାକୁ ଆମକୁ ବହୁ ମାସ ସମୟ ଲାଗିଯିବ। ବିଶ୍ୱରେ…

3 years ago

ମଣିପୁର ଶାନ୍ତି କମିଟିରେ ସାମିଲ ହେବନି ମେଇତି ଗ୍ରୁପ୍‌

ପାଟନା, ୧୪ା୬: ହିଂସାପ୍ରବଣ ମଣିପୁରରେ ଶାନ୍ତି ଫେରାଇ ଆଣିବା ପାଇଁ କେନ୍ଦ୍ର ସରକାର ଗଠନ କରିଥିବା କମିଟିରେ ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂଙ୍କୁ ସାମିଲ କରାଯାଇଥିବାରୁ କୁକି…

3 years ago

ମା’ଙ୍କୁ ହତ୍ୟା, ସୁଟ୍‌କେସରେ ମୃତଦେହ ନେଇ ଆତ୍ମସମର୍ପଣ

ବେଙ୍ଗାଲୁରୁ, ୧୪।୬: ବେଙ୍ଗାଲୁରୁରେ ଜଣେ ଯୁବତୀ ମା’ଙ୍କ ମୃତଦେହକୁ ଶୁଟ୍‌କେସରେ ନେଇ ଥାନାରେ ଆତ୍ମସମର୍ପଣ କରିଛନ୍ତି। ୭୦ ବର୍ଷୀୟା ବିଭା ପାଲଙ୍କୁ ହତ୍ୟା ନେଇ ଝିଅ ସେନାଲି…

3 years ago

ସ୍ବାମୀଙ୍କୁ ହତ୍ୟା ପରେ ଗୁଗଲରେ ଧନୀଙ୍କ ପାଇଁ ବିଳାସପୂର୍ଣ୍ଣ ଜେଲ ଖୋଜିଲେ

ଓ୍ବାଶିଂଟନ୍‌,୧୪ା୬: ଆମେରିକୀୟ ମହିଳା କୋଉରି ରିଚିନ୍ସଙ୍କ ବିରୋଧରେ ସ୍ବାମୀ ହତ୍ୟା ଅଭିଯୋଗ ରହିଛି। ୩୩ ବର୍ଷୀୟା କୋଉରି ହେଉଛନ୍ତି ୩ ସନ୍ତାନଙ୍କ ଜନନୀ ଏବଂ ଜଣେ ଲେଖିକା।…

3 years ago

ନିୟମ ନ ମାନିଲେ ପରିଣାମ ଭୋଗିବେ ବାବୁ

ନୂଆଦିଲ୍ଲୀ,୧୪ା୬: ସର୍ବଭାରତୀୟ ସେବା (ଏଆଇଏସ୍‌) ଅଧୀନରେ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌), ଭାରତୀୟ ପୋଲିସ ସେବା (ଆଇପିଏସ୍‌) ଏବଂ ଭାରତୀୟ ଜଙ୍ଗଲ ସେବା (ଆଇଏଫ୍‌ଓଏସ୍‌) ରହିଛି। ଏହି…

3 years ago

ନାଇଜେରିଆରେ ବୋଟ୍‌ ବୁଡ଼ି ୧୦୦ ମୃତ

ଅବୁଜା,୧୪।୬: ନର୍ଦ୍ଦର୍ନ ନାଇଜେରିଆରେ ବୋଟ୍‌ ବୁଡ଼ି ୧୦୦ ଜଣଙ୍କ ମୃତ୍ୟୁ ଘଟିଛି। ସୋମବାର ଉସ୍‌ମାନ ଇବ୍ରାହିମ୍‌ର ୨ଟି ଗ୍ରାମର ଲୋକେ ନାଇଜର ଷ୍ଟେଟ୍ର ଇଗବୋଟିରେ ଏକ ବିବାହ…

3 years ago

କାଜାନ ଖାନ୍‌ଙ୍କ ପରଲୋକ

ନୂଆଦିଲ୍ଲୀ, ୧୪।୬: ଖ୍ୟାତନାମା ଦକ୍ଷିଣଭାରତୀୟ ଚଳଚ୍ଚିତ୍ର ଅଭିନେତା କାଜାନ ଖାନ୍‌ଙ୍କ ମଙ୍ଗଳବାର ହୃଦ୍‌ଘାତରେ ପରଲୋକ ଘଟିଛି। ମାଲୟାଲମ, ତାମିଲ ଏବଂ କନ୍ନଡ଼ର ଭାଷାଭାଷୀ ଫିଲ୍ମରେ ତାଙ୍କ ଅଭିନୟ…

3 years ago

ମୋଦିଙ୍କୁ ପ୍ରଶଂସା କରିବାରୁ ଯାତ୍ରୀଙ୍କ ଉପରେ ଟ୍ୟାକ୍ସି ମଡ଼ାଇଦେଲେ ଡ୍ରାଇଭର

ବାରାଣସୀ, ୧୪ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିବା ଜଣେ ୫୦ ବର୍ଷୀୟ ଯାତ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଛି। ଟ୍ୟାକ୍ସି…

3 years ago

ମିତ୍ରତା ପାଇଁ ଆଗ୍ରହୀ ନୁହନ୍ତି ଦିଲ୍ଲୀ, ମୁମ୍ବାଇ ବାସିନ୍ଦା

(ପ୍ରସ୍ତୁତି: ଜ୍ୟୋତିର୍ମୟୀ ସେଠୀ) ଓ୍ବାଶିଂଟନ୍‌,୧୪।୬: ବାହାର ଦେଶ ବା ରାଜ୍ୟକୁ କୌଣସି କାମରେ କିମ୍ବା ଭ୍ରମଣ ଉଦ୍ଦେଶ୍ୟରେ ଗଲେ ସେଠାକାର ଲୋକଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା…

3 years ago

ଦୁର୍ନୀତି ପ୍ରମାଣ ନଷ୍ଟ ପାଇଁ ନିଆଁ

ଭୋପାଳ,୧୪ା୬: ମଧ୍ୟପ୍ରଦେଶ ସରକାରଙ୍କ ଅନେକ ବିଭାଗର ଅଫିସ ଥିବା ଭୋପାଳସ୍ଥିତ ସାତପୁରା ଭବନରେ ସୋମବାର ଅପରାହ୍ନ ୪ଟାରେ ହଠାତ୍‌ ନିଅଁା ଲାଗିଥିଲା। ତୃତୀୟ ମହଲାର ଆଦିବାସୀ କଲ୍ୟାଣ…

3 years ago