Home Left

ସୋନାଲିକାର ଅତ୍ୟାଧୁନିକ ଟ୍ରାକ୍ଟର୍‌ ରେଞ୍ଜ୍‌ ଉନ୍ମୋଚିତ

ଭୁବନେଶ୍ୱର, ୨୦।୨: ସୋନାଲିକା ଟ୍ରାକ୍ଟର୍ସର ଅତ୍ୟାଧୁନିକ ଟ୍ରାକ୍ଟର୍‌ ରେଞ୍ଜ୍‌ ନିକଟରେ ଆୟୋଜିତ କୃଷି ଓଡ଼ିଶା ପରିସରରେ ଉନ୍ମୋଚିତ ହୋଇଯାଇଛି। ବିଶେଷ କରି ବ୍ରାଣ୍ଡର ବହୁ ପ୍ରତୀକ୍ଷିତ ତଥା…

3 years ago

ବରଗଡ଼ରେ ତନିଷ୍କର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର/ବରଗଡ଼ ଅଫିସ୍‌,୨୦।୨: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଟାନ ତନିଷ୍କର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଓଡ଼ିଶା ବଜାରରେ ଶୁଭାରମ୍ଭ କରାଯାଇଛି। ବିଶେଷ କରି ରବିବାର ବରଗଡ଼ ସହରର…

3 years ago

ରାଜ୍ୟର ୧୩ ସହରରେ ଏୟାରଟେଲ୍‌ ୫ଜି ପ୍ଲସ

ଭୁବନେଶ୍ୱର, ୨୦।୨: ଭାରତୀ ଏୟାରଟେଲ ପକ୍ଷରୁ ଓଡ଼ିଶାର ଭବାନୀପାଟଣା, ଢେଙ୍କାନାଳ, ଝାରସୁଗୁଡା, ପାରାଦୀପ ଏବଂ ବରଗଡ ଭଳି ସହରରେ ୫ଜି ସେବାର ଶୁଭାରମ୍ଭ କରାଯାଇଛି। ଏହା ପୂର୍ବରୁ…

3 years ago

ଓୱାଇସିଙ୍କ ଘର ଉପରୁକୁ ପଥରମାଡ

ନୂଆଦିଲ୍ଲୀ,୨୦ ।୨: ରାଜଧାନୀ ଦିଲ୍ଲୀରେ ଏଆଇଏମଆଇଏମର ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କ ଘର ଉପରକୁ ରବିବାର ସନ୍ଧ୍ୟାରେ ପଥରମାଡ ହୋଇଛି । ଏହି ପଥରମାଡରେ ଓୱାଇସିଙ୍କ ଘରର ଘରକା…

3 years ago

ନ୍ୟାୟ ପାଇଁ ଜୟନାରାୟଣଙ୍କୁ ଭେଟିଲେ ସୋମାଲିକା

ଭୁବନେଶ୍ୱର,୨୦।୨(ବ୍ୟୁରୋ): ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ସମ୍ପର୍କ ଓ ବିବାହ ପ୍ରତିଶ୍ରୁତି ମାମଲାରେ ପୂର୍ଣ୍ଣଚ୍ଛେଦ ପଡ଼ୁନାହିଁ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ୬ ତାରିଖରୁ ଜଗତ୍‌ସିଂହପୁର ଥାନା…

3 years ago

‘ନବ ଦାସ ହତ୍ୟାକାଣ୍ଡ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାର ବଳିଷ୍ଠ ଉଦାହରଣ’

ଭୁବନେଶ୍ବର,୨୦ା୨(ବ୍ୟୁରୋ): ରାଜ୍ୟର ପ୍ରଭାବଶାଳୀ ମନ୍ତ୍ରୀ ନବ ଦାସଙ୍କୁ ସୁରକ୍ଷା ଦାୟିତ୍ୱରେ ଥିବା ଜଣେ କାର୍ଯ୍ୟରତ ପୋଲିସ ଅଧିକାରୀ ଦିନ ଦ୍ୱିପ୍ରହରରେ ଗୁଳିକରି ହତ୍ୟା କଲେ। ରାଜ୍ୟ ଇତିହାସରେ…

3 years ago

୨୫ରେ ଓଡ଼ିଶା-ଜାପାନ ମହୋତ୍ସବ

ପୁରୀ ଅଫିସ,୨୦ା୨: ଚଳିତ ମାସ ୨୫ ତାରିଖ ସନ୍ଧ୍ୟା ୫ଟାରେ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ ରୋଡ୍‌ର ବାଲିଘାଇ ଛକସ୍ଥିତ ଚନ୍ଦ୍ରଶେଖର ଏକାଡେମୀ ପରିସରରେ ଓଡ଼ିିଶା-ଜାପାନ ମହୋତ୍ସବ ଅନୁଷ୍ଠିତ…

3 years ago

ଅଭିନେତା ତାରକ ରତ୍ନଙ୍କ ଅକାଳ ବିୟୋଗ

ନୂଆଦିଲ୍ଲୀ,୨୦।୨ : ଏନ୍‌.ଟି. ରାମାରାଓଙ୍କ ନାତି ତଥା ଅଭିନେତାରୁ ରାଜନେତା ହୋଇଥିବା ନନ୍ଦମୁରୀ ତାରକ ରତ୍ନଙ୍କର ଶନିବାର ଅକାଳ ବିୟୋଗ ହୋଇଛି। ତାଙ୍କୁ ୩୯ ବର୍ଷ ହୋଇଥିଲା।…

3 years ago

ଜାଲରେ ପଡ଼ିଲା ୨ କୁଇଣ୍ଟାଲ ଓଜନର ସାର୍କ

ଭୋଗରାଇ,୨୦ା୨(ଡି.ଏନ.ଏ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଦୀଘା ଉପକୂଳ ଗଭୀର ସମୁଦ୍ରରେ ପୁଣି ଏକ ବିରଳ ପ୍ରଜାତିର ସାର୍କ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛି। ଟ୍ରଲର ମାଲିକ…

3 years ago

ୟୁକ୍ରେନକୁ ସାହାଯ୍ୟ କରିବାର ଲକ୍ଷ୍ୟ, ହେଲେ ରୁଷିଆକୁ ନଷ୍ଟ କରିବାରେ କରିବେନି ସହଯୋଗ: ଫ୍ରାନ୍ସ ରାଷ୍ଟ୍ରପତି

ମ୍ୟୁନିଖ,୨୦ ।୨: ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମ୍ୟାକ୍ରୋ ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ନେଇ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ଉଠାଇବା ସହ କହିଛନ୍ତି, ଫ୍ରାନ୍ସର ଲକ୍ଷ୍ୟ ୟୁକ୍ରେନକୁ ବଞ୍ଚାଇବା, ହେଲେ ରୁଷିଆକୁ…

3 years ago