ପାଟନା,୧।୩: ବିହାର ସମସ୍ତିପୁର ଜିଲାର ଜଣେ ମହିଳା ତାଙ୍କ ସ୍ବାମୀଙ୍କ ସହମତି କ୍ରମେ ନଣନ୍ଦଙ୍କୁ ବିବାହ କରିଥିଲେ। ଉକ୍ତ ଯୁବତୀଙ୍କୁ ତାଙ୍କ ବଡ଼ ଭଉଣୀ ଅପହରଣ କରିନେଇଥିବା…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ…
ପଟ୍ଟାମୁଣ୍ଡାଇ ୧।୩(ସ୍ବ.ପ୍ର.): ଆଗକୁ ଖରାଦିନ ଆସୁଛି। ଯେଉଁଭଳି ଭାବେ ପାଣିପାଗରେ ଅସ୍ବାଭାବିକ ପରିବତ୍ତର୍ର୍ନ ଦେଖାଦେଉଛି, ଚଳିତବର୍ଷ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବ ବୋଲି ପୂର୍ବାନୁମାନ କରାଯାଉଛି। ଫେବୃୟାରୀରୁ…
ଜୟପୁର, ୧।୩: ରାଜସ୍ଥାନର ସିରୋହି ଜିଲାର ଏକ ହସ୍ପିଟାଲରେ ମାସକର ଶିଶୁକୁ ବୁଲା କୁକୁର ଘୋଷାଡ଼ି ନେଇ ଝୁଣି ମାରିଦେଇଛନ୍ତି। ଶିଶୁଟି ହସ୍ପିଟାଲର ଟିବି ଓ୍ବାର୍ଡରେ ମାଆ…
ରାଜନଗର, ୧ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଅଲିଭ୍ରିଡ୍ଲେ ଅନ୍ତଃସତ୍ତ୍ୱା କଇଁଛମାନଙ୍କ ଅଣ୍ଡାଦାନ ପର୍ବ ବିକ୍ଷିପ୍ତ ଭାବେ ଆରମ୍ଭ ହୋଇଛି। ଏଥିପାଇଁ ସାମୁଦ୍ରିକ ଅଭୟାରଣ୍ୟର ନୀଳ…
ଭିୟନା,୧ ।୩: ମିଳିତ ଜାତିସଂଘର ପରମାଣୁ ପ୍ରହରି ଅନ୍ତରାଷ୍ଟ୍ରୀୟ ପରମାଣୁ ଶକ୍ତି ଏଜେନ୍ସି ତା’ର ଏକ ସଦ୍ୟତମ ରିପୋର୍ଟରେ ଦାବି କରିଛି, ଇରାନ ତା’ର ପରମାଣୁ ସମୃଦ୍ଧ…
ରାଜକନିକା, ୧ା୩(ଡି.ଏନ୍.ଏ.): ଗଁାଠାରୁ ସହର ଏବେ ଲାଭାନ୍ବିତ ଚାଷ କରିବାକୁ ଆଗ୍ରହ ପ୍ରକାଶ ପାଉଛି। ଚାଷୀମାନେ ଏବେ ଚିଙ୍ଗୁଡ଼ି ଚାଷକୁ ପ୍ରାଧ୍ୟାନ୍ୟ ଦେଉଛନ୍ତି। ହେଲେ ଚିଙ୍ଗୁଡ଼ି ଚାଷ…
ମହାକାଳପଡ଼ା, ୧ା୩(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଅଧୀନ ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଉପକୂଳ ଅଞ୍ଚଳର ୩୫ଟି ଗଁାରେ ସାମୁଦ୍ରିକ ମତ୍ସ୍ୟଜୀବୀମାନେ ରହୁଛନ୍ତି। ସେମାନେ ନଦୀ, ସମୁଦ୍ରରେ ମାଛ…
ରଘୁନାଥପୁର,୧ା୩(ଡି.ଏନ୍.ଏ.): ରଘୁନାଥପୁର ବ୍ଲକ କାର୍ଯ୍ୟାଳୟରେ ଯନ୍ତ୍ରୀ ଓ କର୍ମଚାରୀଙ୍କ ଅସହଯୋଗ ଯୋଗୁ କାର୍ଯ୍ୟରେ ଅଚଳାବସ୍ଥା ଲାଗିରହିଛି। ଫଳରେ ଗତ ୬ମାସ ତଳୁ ଆରମ୍ଭ ହୋଇଥିବା ବିଭିନ୍ନ ପଞ୍ଚାୟତର…
ଓ୍ବାଶିଂଟନ୍, ୧।୩: କ୍ୟାନ୍ସର ଏବେ ପ୍ରତ୍ୟେକ ବୟସ ବର୍ଗଙ୍କଠାରେ ଦେଖିବାକୁ ମିଳୁଛି। ଦ୍ରୁତବେଗରେ ମନୁଷ୍ୟ ଶରୀରକୁ ଗ୍ରାସ କରୁଥିବା ଏହି ରୋଗ ଚିହ୍ନଟ ଏବେ ଆହୁରି ସହଜ…