ଭଦ୍ରକ,୧୮।୫: ଭଦ୍ରକ ଚାନ୍ଦବାଲି ରାସ୍ତାର ମତୋ ସରକାରୀ ଡାକ୍ତରଖାନା ପାଖରେ ବୁଧବାର ବିଳମ୍ବିତ ରାତିରେ ଏକ କୋଇଲା ବୋଝେଇ ପିକ୍ପ ଗାଡି ରାସ୍ତା କଡକୁ ଗଡ଼ି ପଡ଼ିଥିଲା।…
ହାଟଡ଼ିହୀ,୧୮ା୫ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ରେ ଭତ୍ତା କେଳେଙ୍କାରୀ ଦେଖିବାକୁ ମିଳିଛି। ଜଣେ ଅସହାୟ ବିଧବା ବୃଦ୍ଧା ବଞ୍ଚତ୍ଥିବା ବେଳେ ତାଙ୍କୁ କାଗଜପତ୍ରରେ ମୃତ ଘୋଷଣା…
ନୂଆଦିଲ୍ଲୀ,୧୮ା୫(ପି.ଟି.): ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ୧୭ ଓ ୨୩ ବର୍ଷରୁ କମ୍ ଏସିଆନ୍ ରେସ୍ଲିଂ ଚାମ୍ପିୟନଶିପ୍ ଚୟନ ଟ୍ରାଏଲ୍ ଆୟୋଜନ କରିଛି…
ଡାବୁଗାଁ,୧୮ା୫ (ଡି.ଏନ୍.ଏ.): ଲଘୁ ବନଜାତ ଦ୍ରବ୍ୟର ଦର ଧାର୍ଯ୍ୟ ଏବଂ ବିକ୍ରି କରିବା ପାଇଁ ସରକାର ପଞ୍ଚାୟତ ସମିତିକୁ ଦାୟିତ୍ୱ ଟେକିଦେଇଛନ୍ତି। ଏହା କିନ୍ତୁ କେବଳ କାଗଜକଲମରେ…
ମୋନାକୋ, ୧୮ା୫ (ପି.ଟି.): କେନିଆ ଦୂରଗାମୀ ଧାବକ ରୋନେକ୍ସ କିପ୍ରୁଟୋଙ୍କୁ ଡୋପିଂ ମାମଲାରେ ବୁଧବାର ବାସନ୍ଦ କରାଯାଇଛି। ୨୦୧୯ ବିଶ୍ୱ ଚାମ୍ପିୟନଶିପର ୧୦ ହଜାର ମିଟର ବର୍ଗ…
ଭୁବନେଶ୍ୱର, ୧୮।୫ (କ୍ରୀଡ଼ା ପ୍ରତିନିଧି): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ବୋଲିଂ ଆସୋସିଏଶନ ଆନୁକୂଲ୍ୟରେ ନୟାପଲ୍ଲୀସ୍ଥିତ ଇନ୍ଡୋର ହଲ୍ରେ ବୁଧବାରଠାରୁ ଲନ୍ ବଲ୍ସ ବୈଷୟିକ…
ଦଶମନ୍ତପୁର,୧୮ା୫ (ଡି.ଏନ୍.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ମୁଜାଙ୍ଗ ପଞ୍ଚାୟତ ଅଧୀନ ବାଟିସିଲଗୁଡ଼ା ଗ୍ରାମରେ ବର୍ତ୍ତମାନ ସୋଲାର ପ୍ରକଳ୍ପ ମରାମତି ହୋଇ ଗ୍ରାମବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ…
ଭୁବନେଶ୍ୱର, ୧୮।୫(କ୍ରୀଡ଼ା ପ୍ରତିନିଧି): ଝାଡ଼ଖଣ୍ଡର ରାଞ୍ଚତ୍ଠାରେ ଚାଲିଥିବା ୨୬ତମ ଜାତୀୟ ଫେଡେରେଶନ କପ୍ ସିନିୟର ଆଥ୍ଲେଟିକ୍ସ ଚାମ୍ପିୟନଶିପ୍ର ମହିଳା ଡିସ୍କସ୍ ଥ୍ରୋରେ ଓଡ଼ିଶାର ସାଲ୍ମି କିସ୍ପୋଟାଙ୍କୁ ବ୍ରୋଞ୍ଜ…
ଭୁବନେଶ୍ୱର,୧୮ା୫ (ସ୍ପୋଟର୍ସ ବ୍ୟୁରୋ): ଓଡ଼ିଶା ଫୁଟବଲ୍ କ୍ଲବ(ଓଏଫ୍ସି)ର ମୁଖ୍ୟ କୋଚ୍ ଭାବରେ ସ୍ପାନିଶ ଫୁଟବଲର ସର୍ଗିଓ ଲୋବେରାଙ୍କୁ ନିଯୁକ୍ତି ଦିଆଯାଇଛି। ବୁଧବାର ଓଏଫ୍ସିର ମୁଖ୍ୟ କୋଚ୍ ଭାବରେ…
ନୂଆଦିଲ୍ଳୀ,୧୮ା୫(ପି.ଟି.): ଭାରତୀୟ ରେସ୍ଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍ଆଇ) ସଭାପତି ବ୍ରିଜ୍ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତରମନ୍ତର ଆନ୍ଦୋଳନରତ ଖେଳାଳିମାନେ ସମର୍ଥକଙ୍କ ସହିତ କନ୍ନଟ ପ୍ଲେସ୍ର…