ନୂଆଦିଲ୍ଲୀ,୨୩ ।୧: ଉତ୍ତର ପଶ୍ଚିମ ଭାରତର କିଛି ସ୍ଥାନରେ ଆଗାମୀ କିଛିଦିନ ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାରି ଭିତରେ ପଶ୍ଚିମ ହିମାଳୟ ଅଞ୍ଚଳରେ…
ଭୁବନେଶ୍ୱର,୨୩।୧(ବ୍ୟୁରୋ):ରବି ଟକିଜ୍ରୁ ଭାସ୍କରେଶ୍ୱର ମନ୍ଦିର ପର୍ଯ୍ୟନ୍ତ ଯାଇଥିବା ରାସ୍ତା ଦୀର୍ଘଦିନ ଧରି ଅସଜଡ଼ା ହୋଇ ପଡ଼ିରହିଥିଲା। ବର୍ଷ ବର୍ଷ ଧରି ଖାଲଖମା, ଧୂଳି ଭିତରେ ଲୋକେ ଯିବା…
ଭୁବନେଶ୍ୱର,୨୩।୧(ବ୍ୟୁରୋ):ହକି ବିଶ୍ୱକପ୍କୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରର ସୌନ୍ଦଯର୍ୟକରଣକୁ ଗୁରୁତ୍ୱ ଦିଆଯାଉଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ କୁହାଯାଉଛି। ସହରର ବାସ୍ତବ ଚିତ୍ର କିନ୍ତୁ କିଛି ଭିନ୍ନ…
ଭୁବନେଶ୍ୱର,୨୩।୧(ବ୍ୟୁରୋ):ହକି ବିଶ୍ୱକପ୍କୁ ନେଇ କଳିଙ୍ଗ ଷ୍ଟାଡିୟମ୍ ଓ ଆଖପାଖ ଅଞ୍ଚଳ ରଙ୍ଗିନ ଆଲୋକମାଳାରେ ଝଲସୁଛି। ସେପଟେ ଡଟ୍ଫେଷ୍ଟ ଆୟୋଜିତ ହେଉଥିବା ୟୁନିଟ୍-୩ ଅଞ୍ଚଳର ଆଲୋକୀକରଣ ଆଖି ଝଲସେଇ…
ଭୁବନେଶ୍ବର,୨୩ା୧(ବ୍ୟୁରୋ):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ନିକଟରେ ଓଡ଼ିଶା ଆସି ରାଜ୍ୟ ସରକାରଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟ ଉପରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ତେବେ…
ନୂଆପଡ଼ା ଅଫିସ,୨୩ା୧: ଦିଲ୍ଲୀରେ ହେବାକୁ ଥିବା ଜାତୀୟ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ନୂଆପଡ଼ା ଜିଲାର ଆଦିବାସୀ ଦମ୍ପତି ଭୁଜବଳ ମାଝି ଓ ସ୍ତ୍ରୀ କୁଞ୍ଜବାଇ ମାଝି।…
ନୀଳଗିରି,୨୩ା୧(ସ୍ବ.ପ୍ର):ଗ୍ରୀଷ୍ମଋତୁ ଆରମ୍ଭ ନ ହେଉଣୁ ବାଲେଶ୍ୱର ଜିଲା ନୀଳଗିରିସ୍ଥିତ ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ନିଅଁା ଲାଗିଛି। ସଜନାଗଡ଼ ପଞ୍ଚାୟତ ଅନ୍ତର୍ଗତ ନୂଆସାହି ଗ୍ରାମ ନିକଟରେ ରବିବାର ମଧ୍ୟାହ୍ନ…
ପୁରୀ ଅଫିସ,୨୩ା୧: ବଲିଉଡ୍ ଅଭିନେତା ଅନୁପମ୍ ଖେର୍ ରବିବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଅନୁପମ ମହାପ୍ରଭୁଙ୍କ ଦର୍ଶନ କରି ବେଶ୍ ଭାବବିହ୍ବଳ ହୋଇ…
ଭୁବନେଶ୍ୱର, ୨୩।୧(ବ୍ୟୁରୋ): କିସ୍ ଛାତ୍ରୀଛାତ୍ରଙ୍କ ଅଭିଭାବକଙ୍କୁ ନେଇ ରବିବାର ଏକ ମହାଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାର ୩୦ ଜିଲାରୁ ୬୦ହଜାର ଅଭିଭାବକ ଯୋଗଦେଇଥିଲେ। ତେବେ…
ଅଙ୍କାରା,୨୩ ।୧: ତୁର୍କିର ରାଷ୍ଟ୍ରପତି ରେସେପ ତଇପ ଏର୍ଦେଗନ ରବିବାର ଘୋଷଣା କରିଛନ୍ତି, ଯେ ନିର୍ଦ୍ଧାରିତ ସମୟର ୧ ମାସ ପୂର୍ବରୁ ମେ ୧୪ରେ ନିର୍ବାଚନ ହେବ…