ବାସୁଦେବପୁର,୨୭ା୪(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ବେତଡ଼ା ବଜାରରୁ ତାରାକାନ୍ତ ସାହୁ ନାମକ ଜଣେ ସୁନା ବ୍ୟବସାୟୀଙ୍କ ଦୋକାନରୁ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ବାସୁଦେବପୁର…
ଚମ୍ପୁଆ,୨୭ା୪(ଡି.ଏନ୍.ଏ); କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ୍ର ମୁକୁନ୍ଦପୁରଠାରେ ଅନ୍ତ୍ୟୋଦୟ କାର୍ଡରେ ଚାଉଳ ହେରଫେର ଘଟଣାର ତଦନ୍ତ ବେଳେ ଅସନ୍ତୋଷ ଦେଖାଯାଇଛି। ଅଭିଯୋଗ ଅନୁଯାୟୀ ଯୋଗାଣ ବିଭାଗର ଅଧିକାରୀ…
ପାଟଣା,୨୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ପିପିଳିଆ ପୂର୍ତ୍ତ ବିଭାଗର ୧୦ କି.ମି. ରାସ୍ତା ମରଣଯନ୍ତା ପାଲଟିଛି। ରାସ୍ତା କାମ କରୁଥିବା ଠିକା ସଂସ୍ଥା ରାସ୍ତାରୁ ପିଚୁ ତାଡ଼ି…
କୋରେଇ,୨୭ା୪(ଡି.ଏନ.ଏ.): ଜାଲ ଭେଣ୍ଡର ରସିଦରେ ବିପୁଳ ଟଙ୍କାର ବିଲ କରି ଟିକସ ଫାଙ୍କି ଅଭିଯୋଗ ଘଟଣାରେ ଯାଜପୁର ଜିଲା କୋରେଇ ବିଡିଓ ହରଡ଼ଘଣାରେ ପଡିଛନ୍ତି। ଏନେଇ ସିଟିଜିଏସ୍ଟି…
କାଳିଆପାଣି,୨୭ା୪(ଡି.ଏନ.ଏ.): ରେଙ୍ଗାଲି କେନାଲ ନିର୍ମାଣରେ ସମସ୍ୟା ଉପୁଯାଉଥିବା ଜଣେ ବ୍ୟକ୍ତିଙ୍କ ଘରକୁ ଜିଲା ପ୍ରଶାସନ ବୁଲଡୋଜର ଲଗାଇ ବୁଧବାର ଭାଙ୍ଗିଦେଇଛି। କାଳିଆପାଣି ଥାନା ଅଧିକାରୀ ସୁଶାନ୍ତ କୁମାର…
ରସୁଲପୁର,୨୭ା୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ନରସିଂହପୁର ପଞ୍ଚାୟତ ହରିପୁର ମୌଜାର ଜିତେନ୍ଦ୍ର କୁମାର ସାହୁଙ୍କ ନାମରେ ଥିବା ଏକ ଘରୋଇ ଜମିରେ ଶବଦାହ ଗୃହ ନିର୍ମାଣ କରାଯାଉଛି।…
ପାରାଦୀପ, ୨୭ା୪(ସ୍ବ.ପ୍ର.): ପାରାଦୀପ ବନ୍ଦର ବାଲିଝରା ଜଳାଶୟରେ ବୁଧବାର ସକାଳୁ ମଲାମାଛ ଭାସୁଥିବା ଦେଖିବାକୁ ମିଳିଛି। ସ୍ବଳ୍ପ ପରିମାଣରେ ଏହି ମାଛ ଭାସୁଛନ୍ତି। ଅତ୍ୟଧିକ ଖରା ଓ…
ଭୁବନେଶ୍ୱର,୨୭।୪(ବ୍ୟୁରୋ): ନୂତନ ବା ଜାତୀୟ ପେନ୍ସନ ଯୋଜନା (ଏନ୍ପିଏସ୍) ଉଚ୍ଛେଦକରି ପୁରୁଣା ପେନ୍ସନ ଯୋଜନା (ଓପିଏସ୍) ପୁନଃ ଲାଗୁ କରିବା ପାଇଁ ୨୦ବର୍ଷ ଧରି ହେଉଥିବା ଦାବିକୁ…
ଖୋର୍ଦ୍ଧା ଅଫିସ,୨୭ା୪: ନିଜକୁ ଭୂତ ସଂଘର ସଭାପତି କହୁଥିବା ବିପିନ କୁମାର ରାଉତରାୟ ବୁଧବାର ଗିରଫ ହୋଇଛନ୍ତି। ଏକ ଓ୍ବାରେଣ୍ଟ ବଳରେ ଖୋର୍ଦ୍ଧା ସଦର ଥାନା ପୋଲିସ…
ଭୁବନେଶ୍ୱର,୨୭।୪ (ବ୍ୟୁରୋ): ବିଭିନ୍ନ ଠକେଇ ମାମଲାରେ ଫେରାର ଥିବା ଗୋଲ୍ଡେନ ବାବା ଓରଫ ଜ୍ୟୋତିରଞ୍ଜନ ବେଉରାଙ୍କ ଏକ ଦାମୀ କାର୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବୁଧବାର ଜବତ…