Home Left

ମେଗା ପାନୀୟ ଜଳ ପ୍ରକଳ୍ପରୁ ସହର ବଞ୍ଚିତ ହେବା ନେଇ ଅସନ୍ତୋଷ

ବିଷମକଟକ,୨୪ା୧୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ପଞ୍ଚାୟତ ସମିତି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକର ୨୧ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟା, ସଭ୍ୟ ଯୋଗ ଦେଇଥିଲେ।…

3 years ago

ଦିଲ୍ଲୀ ବିମାନବନ୍ଦରରେ ଟେଷ୍ଟିଂ ଆରମ୍ଭ

ନୂଆଦିଲ୍ଲୀ,୨୪।୧୨: ନୂଆ ଭାରିଆଣ୍ଟ ସଂକ୍ରମଣକୁ କିପରି ରୋକାଯାଇପାରିବ ସେନେଇ କେନ୍ଦ୍ର ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଗୁରୁବାର ସ୍ବାସ୍ଥ୍ୟ ମନ୍ତ୍ରାଣାଳୟ ପକ୍ଷରୁ ବିଦେଶ ଫେରନ୍ତାଙ୍କ ପାଇଁ ଗାଇଡ୍‌ଲାଇନ୍‌…

3 years ago

ଉଦ୍ୟମ ବିଫଳ, ମିଳିତ ସହଯୋଗ ଆବଶ୍ୟକ

ସମ୍ବଲପୁର,୨୪ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ଡିସେମ୍ବର ୧୨ରେ କୋର୍ଟ ପରିସରରେ ଭଙ୍ଗାରୁଜା ସହ ବିଚାରପତିମାନଙ୍କୁ କୋର୍ଟରୁ ବାହାର କରିଦେବା ଭଳି…

3 years ago

ଜମ୍ମୁ-କଶ୍ମୀରର ଅନେକ ସ୍ଥାନରେ ଏନ୍‌ଆଇଏର ଚଢ଼ାଉ: ଟାର୍ଗେଟରେ ଆତଙ୍କବାଦୀଙ୍କ ସାହାଯ୍ୟକାରୀ

ଶ୍ରୀନଗର,୨୪।୧୨: ଆତଙ୍କବାଦୀଙ୍କ ନେଟୱାର୍କକୁ ଭାଙ୍ଗିବା ପାଇଁ ଜମ୍ମୁ-କଶ୍ମୀରର ଅନେକ ସ୍ଥାନରେ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍‌ଆଇଏ) ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। ଜମ୍ମୁର କଠୁୁଆ ଜିଲାରେ ନାର୍କୋ…

3 years ago

ଭୁଶୁଡିଲା ଖଣି: ଜଣେ ଶ୍ରମିକ ମୃତ, ଫସିଛନ୍ତି ୩

ଅହମ୍ମଦାବାଦ,୨୪।୧୨: ଗୁଜୁରାଟର କୁଚ ଜିଲା ଖାଭଡା ଗ୍ରାମ ନିକଟରେ ଖଣି ଭୁଶୁଡି ପଡିଛି। ଫଳରେ ଗୁରୁବାର ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଫସିରହିଥିବା…

3 years ago

ପିଇଓ ଗିରଫ, ୨ ପୂର୍ବତନ ସରପଞ୍ଚ ଫେରାର

ନବରଙ୍ଗପୁର,୨୪।୧୨(ବି.ପ୍ର.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପାଟଖଲିଆ ଓ ଗମ୍ଭାରିଗୁଡ଼ା ପଞ୍ଚାୟତରେ କାମ ନ ହୋଇ ବିଲ୍‌ ହୋଇଥିବା ଅଭିଯୋଗରେ ଭିଜିଲାନ୍ସ ତଦନ୍ତ ଆରମ୍ଭ କରିଥଲା। ପରେ…

3 years ago

କଲମ ଛାଡ଼ିଲେ ଅଙ୍ଗନୱାଡି କର୍ମୀ

ପରଜଙ୍ଗ, ୨୪।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ କାର୍ଯ୍ୟରତ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାମାନେ ୮ ଦଫା ପୂରଣ ଦାବିରେ ଶୁକ୍ରବାରଠାରୁ କଲମ ଛାଡ଼ ଆନ୍ଦୋଳନ ଆରମ୍ଭ…

3 years ago

‘ନିଷ୍ଠାର ସହ ଶିକ୍ଷାଦାନ କର’

ଢେଙ୍କାନାଳ ଅଫିସ, ୨୪।୧୨: ଢେଙ୍କାନାଳ ଜିଲା ଶିକ୍ଷା ବିଭାଗ ପକ୍ଷରୁ ପୁରୁଣା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ମାଧ୍ୟମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସମ୍ମିଳନୀ-୨୦୨୨ ଅନୁଷ୍ଠିତ…

3 years ago

ଓଡ଼ିଶା ରଣଜୀ ଦଳରେ ୪ ପରିବର୍ତ୍ତନ

ଭୁବନେଶ୍ୱର,୨୪।୧୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ରଣଜୀ ଟ୍ରଫି ଦଳର ଆରମ୍ଭ ଭଲ ହୋଇନାହିଁ। ବରୋଦା ବିପକ୍ଷରେ ଦଳ ପ୍ରଥମ ଇନିଂସରେ ପଛୁଆ ରହି ମ୍ୟାଚ ଡ୍ର ରଖିଥିବାବେଳେ ଉତ୍ତରାଖଣ୍ଡ…

3 years ago

ଜେଏସ୍‌ପି ପ୍ଲାଣ୍ଟ ପରିଦର୍ଶନ କଲେ ରେଲ୍‌ୱେ ଜିଏମ୍‌

ଅନୁଗୋଳ ଅଫିସ, ୨୪ା୧୨: ଇଷ୍ଟକୋଷ୍ଟ ରେଲ୍‌ୱେ ଜିଏମ୍‌ ଆର୍‌.ଏନ୍‌. ଶୁନକରଙ୍କ ନେତୃତ୍ୱରେ ଆସିଥିବା ଏକ ପ୍ରତିନିଧି ଦଳ ଗୁରୁବାର ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସ୍‌ପି)ର…

3 years ago