Home Left

ଶ୍ରମିକଙ୍କୁ କାମ ଦେବାରେ ଛତ୍ରପୁର ବ୍ଲକ୍‌ ଫେଲ୍‌

ଛତ୍ରପୁର,୧୫ା୪(ଡି.ଏନ୍‌.ଏ): ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ସଫଳ ରୂପାୟନରେ ଗଞ୍ଜାମ ଜିଲା ଜାତୀୟସ୍ତରରେ ରେକର୍ଡ ସୃଷ୍ଟି କରିଥିବା ବେଳେ ଛତ୍ରପୁର ବ୍ଲକ…

4 years ago

କନ୍ଧମାଳ ଜିଲାକୁ ୩ ଏନ୍‌ଏଚ୍‌ ସଂଯୋଗ ଦାବି

ବାଲିଗୁଡ଼ା,୧୫। ୪(ଡି.ଏନ.ଏ.): କନ୍ଧମାଳ ଜିଲାକୁ ଜାତୀୟ ରାଜପଥ ସହ ଯୋଡିବା ପାଇଁ ବାଲିଗୁଡ଼ା ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କୁ…

4 years ago

୪ ଗ୍ରାମରେ ପହଞ୍ଚତ୍ନି ମୌଳିକ ସୁବିଧା

ମାଥିଲି,୧୫ା୪(ଡି.ଏନ.ଏ.) ମାଲକାନଗିରି ଜିଲା ମାଥିଲି ବ୍ଲକର ଘାଟି ଉପରେ ଥିବା ଗ୍ରାମଗୁଡ଼ିକରେ ପହଞ୍ଚତ୍ପାରିନି ଏଯାଏ ମୌଳିକ ସୁବିଧା ସୁଯୋଗ। ଏପର୍ଯ୍ୟନ୍ତ ଗ୍ରାମବାସୀଙ୍କ ପାଇଁ ରାସ୍ତାଘାଟ ସ୍ବପ୍ନ ପାଲଟିଛି।…

4 years ago

ମାଲବାହୀ ଗାଡ଼ିରେ ଯାଉଛନ୍ତି ଶ୍ରମିକ

ଯାଜପୁରରୋଡ, ୧୫।୪(ଡି.ଏନ.ଏ.): ଦିନକୁ ଦିନ କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ବ୍ୟାସନଗର ଜନଗହଳିପୂର୍ଣ୍ଣ ହୋଇଚାଲିଛି। ଆବଶ୍ୟକତାଠାରୁ ଏଠାରେ ଅଧିକ ଲୋକ ବସବାସ କରୁଥିବାବେଳେ ଏହି ଲୋକଙ୍କ ବିଭିନ୍ନ ଆବଶ୍ୟକତା…

4 years ago

ଅଗ୍ନିକାଣ୍ଡରେ ୧୦ ବଖରା ଜଳିଗଲା

ଭଞ୍ଜନଗର,୧୫ା୪(ଡି.ଏନ୍‌.ଏ.): ଭଞ୍ଜନଗର ତହସିଲ ଅନ୍ତର୍ଗତ ବାରୁଡ଼ାରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୧୦ ବଖରା ଜଳିଯାଇଛି। କ୍ଷତିଗ୍ରସ୍ତ ପରିବାରଗୁଡିକ ହେଲେ ରାଜୁ ନାଇକ, ସୁରେଶ ନାଇକ,…

4 years ago

କୋଇଲାର କଳା ଧୂଆଁ ଯୋଗୁ ପ୍ରଦୂଷଣ

କୋରେଇ,୧୫।୪(ଡି.ଏନ.ଏ.):କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା କୋରେଇ ବ୍ଲକ ଅଧୀନସ୍ଥ ପଥରପଦା ପଞ୍ଚାୟତର ଖସାଗଡ଼ିଆ ମୌଜାରେ ଥିବା ଜୟ ଜଗନ୍ନାଥ କୋକ ଇଣ୍ଡଷ୍ଟ୍ରି କଳାଧୂଆଁ ସାଜି ଲୋକଙ୍କ ପାଇଁ ଖଳନାୟକ…

4 years ago

କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ହେଲା ଅସଦଙ୍କ ଅନ୍ତିମ ସଂସ୍କାର

ପ୍ରୟାଗରାଜ,୧୫।୪: ଏନକାଉଣ୍ଟରେ ମୃତ୍ୟୁ ହୋଇଥିବା ମାଫିଆ ଡନ ଅତିକ ଅହମଦଙ୍କ ପୁଅ ଅସଦ ଅହମଦଙ୍କର ପ୍ରୟାଗରାଜରେ ଅନ୍ତିମ ସଂସ୍କାର କରାଯାଇଛି। ଅସଦଙ୍କୁ ପ୍ରୟାଗରାଜର କସାରି-ମସାରି କବରସ୍ଥାନରେ ସୁପୁର୍ଦ-ଏ-ଖାକ…

4 years ago

ବେଆଇନ ଭାବେ ବିକ୍ରି ହେଉଛି ପେଟ୍ରୋଲ, ଡିଜେଲ

ବାଲିମେଳା,୧୫ା୪(ଡି.ଏନ୍‌.ଏ.) ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳ ସମେତ ବାଲିମେଳା ସହରର ଅଧିକାଂଶ ପାନଦୋକାନ, ତେଜରାତି ଦୋକାନରେ ବିନା ଲାଇସେନ୍ସରେ ପ୍ରତ୍ୟହ ଶହ ଶହ ଲିଟର…

4 years ago

ପ୍ରଭୁ ନାରାୟଣ ଗୋସାଇଁଙ୍କ ସ୍ଥଳାଦେଶ ଯାତ୍ରା ଆରମ୍ଭ

ରସୁଲପୁର,୧୫।୪(ଡି.ଏନ.ଏ.):ରସୁଲପୁର ବ୍ଲକ ଅଞ୍ଚଳର ଐତିହାସିକ ସିଂହାପୁର ଯାତ୍ରା ଅବସରରେ ପ୍ରଭୁ ନାରାୟଣ ଗୋସାଇଁଙ୍କ ୩ ଦିନିଆ ସ୍ଥଳାଦେଶ ଯାତ୍ରା ମହାବିଷୁବ ସଂକ୍ରାନ୍ତି ତିଥି ଶୁକ୍ରବାରଠାରୁ ଆରମ୍ଭ ହୋଇଛି।…

4 years ago

ଆସନ୍ତାବର୍ଷ ବଡ଼ ଆକାରରେ ହେବ ଡବ୍ଲ୍ୟୁପିଏ୍‌ଲ

ମୁମ୍ବାଇ, ୧୫ା୪:ଆସନ୍ତାବର୍ଷ ହୋମ୍‌-ଆଓ୍ବେ ଫର୍ମାଟ ସହ ବଡ଼ ଆକାରରେ ହେବ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)। ସମ୍ଭବତଃ ଏହା ଫେବୃୟାରୀରେ ଖେଳାଯିବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

4 years ago